ନୂଆଦିଲ୍ଲୀ: ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଦ୍ୱିତୀୟ ସାଧାରଣ ବଜେଟ୍ ଲୋକସଭାରେ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଦେଶର ସ୍ୱାସ୍ଥ୍ୟକ୍ଷେତ୍ରକୁ ଅଧିକ ମଜବୁତ କରିବା ପାଇଁ ସାଧାରଣ ବଜେଟ୍ରେ ଗୁରୁତ୍ୱ ଦିଆଯାଇଛି ।
-ସ୍ୱାସ୍ଥ୍ୟ ପାଇଁ ୭୦ ହଜାର କୋଟି ଟଙ୍କାର ବ୍ୟୟବରାଦ ।
-ମେଡିକାଲ ଡିଭାଇସ ଟ୍ୟାକ୍ସରେ ହେବ ହସ୍ପିଟାଲ ନିର୍ମାଣ ।
-ଆୟୁଷ୍ମାନ ଯୋଜନାରେ ଅଧିକ ହସ୍ପିଟାଲକୁ ସାମିଲ କରାଯିବ ।
-କେନ୍ଦ୍ର ସରକାରଙ୍କ ଇନ୍ଦ୍ରଧନୁଷ ମିଶନକୁ ବିସ୍ତାର କରାଯିବ ।
-ଟିବି ହାରିବ, ଦେଶ ଜିତିବ ଅଭିଯାନ ।
-୨୦୨୫ ସୁଦ୍ଧା ଦେଶକୁ ଟିବି ମୁକ୍ତ କରିବାକୁ ଉଦ୍ୟମ ।
-ପ୍ରଧାନମନ୍ତ୍ରୀଙ୍କ ଜନ ଔଷଧ ଯୋଜନାରେ ବୃଦ୍ଧି ହେବ କେନ୍ଦ୍ର ସଂଖ୍ୟା ।
-୨୦୨୪ ସୁଦ୍ଧା ସବୁ ଜିଲ୍ଲାରେ ଜନ ଔଷଧ କେନ୍ଦ୍ର ବିସ୍ତାର ।
-ଜନ ଜୀବନ ମିଶନ ପାଇଁ ୩.୬୦ ଲକ୍ଷ କୋଟି ଟଙ୍କା ଅନୁମୋଦନ ।
-ପ୍ରତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେବ ମେଡିକାଲ କଲେଜ ।
BREAKING NEWS
- କଳିଙ୍ଗ ଷ୍ଟାଡିୟମରେ ହେବ ସବଜୁନିୟର ନ୍ୟାସନାଲ ରଗବୀ ସେଭେନ୍ସ ଚାମ୍ପିୟନସିପ୍
- Makar Sankranti: ଆସନ୍ତାକାଲି ମକର ସଂକ୍ରାନ୍ତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି
- ବିଜୟ ହଜାରେ ଟ୍ରଫି: ସେମିଫାଇନାଲରେ କର୍ଣ୍ଣାଟକ-ବିଦର୍ଭ, ପଞ୍ଜାବ-ସୌରାଷ୍ଟ୍ର ମଧ୍ୟରେ ହେବ ମୁକାବିଲା
- Clean Survey: ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ, ଶ୍ରେଷ୍ଠ ସ୍ୱଚ୍ଛ ବିଦ୍ୟାଳୟକୁ ମିଳିବ ୫୦ ହଜାର ଟଙ୍କାର ପୁରସ୍କାର
- ମାଞ୍ଜା ସୂତା ଲାଗି ଭୁବନେଶ୍ୱରରେ ଯୁବକ ଗୁରୁତର
- କେନ୍ଦୁଝରରେ ଖୋଲିବ ଏନଏସଡିର ରାଜ୍ୟ ଶାଖା, ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର..
- ଆଉ ହେବନି ୧୦ ମିନିଟ୍ ମଧ୍ୟରେ ଡେଲିଭରି, ଇ-କମର୍ସ କମ୍ପାନୀଗୁଡ଼ିକ ଉପରେ ରୋକ୍ ଲଗାଇଲେ ସରକାର
- ଫିରିଙ୍ଗିଆ ତହସିଲର ପୂର୍ବତନ କର୍ମଚାରୀ ଅଜୟ ମଲ୍ଲିକଙ୍କୁ ୩ ବର୍ଷ ଜେଲ ଦଣ୍ଡ
- ଆଇସିସି କଥା ମାନୁନି ବାଂଲାଦେଶ
- BJD: ଏବେ ସୁଧା ୮ ଜିଲ୍ଲାରେ ଖୋଲିଲାନି ମଣ୍ଡି, ଚାଷୀକୂଳକୁ ପ୍ରତାରଣା କରିଛନ୍ତି ରାଜ୍ୟ ସରକାର: ବିଜେଡି
Comments are closed.