ଲଣ୍ଡନ: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ବିଜୟରେ ହୀରୋ ସାଜିଥିବା ଯଶପ୍ରୀତ ବୁମରାହଙ୍କ ର୍ୟାଙ୍କିଙ୍ଗରେ ଉନ୍ନତି ଘଟିଛି । ସଦ୍ୟ ପ୍ରକାଶିତ ଆଇସିସି ଦିନିକିଆ ର୍ୟାଙ୍କିଙ୍ଗରେ ବୁମରାହ ବିଶ୍ୱର ଏକ ନମ୍ବର ବୋଲର ହୋଇଛନ୍ତି । ୧୯ ରନରେ ୬ ୱିକେଟ ହାସଲ କରିଥିବା ବୁମରାହ ୫ଟି ସ୍ଥାନ ଉପରକୁ ଉଠି ଶୀର୍ଷ ସ୍ଥାନରେ ରହିଛନ୍ତି । ସେ ନ୍ୟୁଜିଲାଣ୍ଡର ଟ୍ରେଂଟ ବୋଲ୍ଟଙ୍କୁ ପଛରେ ପକାଇ ଦେଇଛନ୍ତି । ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜରେ ଶତକ ହାସଲ କରିଥିବା ସୂର୍ଯ୍ୟକୁମାର ଯାଦବ ବ୍ୟାଟିଂରେ ୫ମ ସ୍ଥାନରେ ରହିଛନ୍ତି । ଏହା ତାଙ୍କର ଶ୍ରେଷ୍ଠ ର୍ୟାଙ୍କିଙ୍ଗ । ଟି୨୦ ଭୁବନେଶ୍ୱର କୁମାର ଏକମାତ୍ର ଭାରତୀୟ ବୋଲର ଭାବେ ର୍ୟାଙ୍କିଙ୍ଗରେ ପ୍ରଥମ ୧୦ଜଣଙ୍କ ମଧ୍ୟରେ ରହିଛନ୍ତି । ବ୍ୟାଟ୍ସମ୍ୟାନଙ୍କ ର୍ୟାଙ୍କିଙ୍ଗରେ ବିରାଟ କୋହଲି ଓ ରୋହିତ ଶର୍ମା ଯଥାକ୍ରମେ ୪ର୍ଥ ଓ ୫ମ ସ୍ଥାନରେ ରହିଛନ୍ତି ।
BREAKING NEWS
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
Comments are closed.