ବୁର୍ଲା : ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଛି । ବୁର୍ଲା ଥାନାରେ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଦୁଇ ଜଣ ମହିଳା ଓ ଜଣେ ପୁରୁଷ କନେଷ୍ଟବଳ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଥାନାକୁ ସାନିଟାଇଜ କରାଯାଇଛି । ପୋଲିସ ମାନଙ୍କ ସସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ ଟେଷ୍ଟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
BREAKING NEWS
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
- ଆକାଶରେ ଫାଟିଲା ଟାୟାର, ବିମାନ ଭିତରେ ଖସିପଡ଼ିଲା ଛାତ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଛାତିଥରା ଭିଡିଓ
- ସଲମାନଙ୍କ ଦୁଃଖ ଭରା ପୋଷ୍ଟ ନା ଆଗାମୀ ଫିଲ୍ମ ‘ସିକନ୍ଦର’ର ପ୍ରମୋସନ୍? ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର
- ଜଳବାୟୁ ପରିବର୍ତ୍ତନର ଭୟଙ୍କର ପ୍ରଭାବ: ତରଳୁଛି ହିମାଳୟର ଗ୍ଲେସିୟର, ବିପଦରେ ଭାରତର ୨୦ ପ୍ରତିଶତ ଜିଡିପି
- ଘୂର୍ଣ୍ଣିବଳୟ ସକ୍ରିୟ; ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
- ବେକାରୀ ହାର ନେଇ ନୂଆ ସର୍ଭେ ରିପୋର୍ଟ: ସହର ତୁଳନାରେ ଗ୍ରାମାଞ୍ଚଳରେ ସୃଷ୍ଟି ହେଲା ଅଧିକ ନିଯୁକ୍ତି ସୁଯୋଗ
- ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ; କୁକୁଡ଼ା ଦୋକାନୀ ମୃତ, ଜଣେ ଗୁରୁତର
- ଋଷ ସହ ବେପାର କଲେ ଭାରତ ସମେତ ୫ ଦେଶ ଗଣିବେ ୧୦୦ ପ୍ରତିଶତ ଟିକସ
- ଅକ୍ଟୋବର ୧୫ରୁ ବଦଳିବ ୟୁପିଆଇ ନିୟମ: ଜାଣନ୍ତୁ ନୂଆ ଏମଡିଆର୍ ଚାର୍ଜ କାହା ଉପରେ ଲାଗୁ ହେବ?
- ୫ ଓରାଙ୍ଗଉଟାନ୍ ଛୁଆ ଉଦ୍ଧାର ମାମଲା: କେଉଁଠି ଲୁଚିଛନ୍ତି ଅଭିଯୁକ୍ତ? ବାଂଲାଦେଶ କିମ୍ବା ନେପାଳ ଖସିଯିବା ନେଇ ସନ୍ଦେହ

Comments are closed.