Latest Odisha News

BREAKING NEWS

 ଭାରସାମ୍ୟ ହରାଇ ଓଲଟିଲା ବସ

କେନ୍ଦୁଝର: ବସ ଓଲଟି ୧୮ ଜଣ ଆହତ । ସୂଚନା ଅନୁଯାୟୀ ବସ୍ ଟି କେନ୍ଦୁଝରରୁ ତେଲକୋଇ ଦେଇ ରାଉରକେଲା ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। କାଞ୍ଜିପାଣି ଘାଟିରେ  ଭାରସାମ୍ୟ ହରାଇ ଓଲଟି ପଡିଥିଲା ବସ ।

ଏହି ଦୁର୍ଘଟଣାରେ ୧୮ ଜଣ ଆହତ ହୋଇଛନ୍ତି । ୧୮ ଆହତଙ୍କୁ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି।

 

Leave A Reply

Your email address will not be published.