Latest Odisha News

BREAKING NEWS

ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ

ପୁରୀ: ପିପିଲି ଟୋଲ ପ୍ଲାଜା ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରିବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି ।

ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକେ ଏହାଦେଖି ଘଟଣାସ୍ଥଳକୁ ଯାଇ ଉଦ୍ଧାର କାର୍ଯ୍ୟ ଜାରି ରଖିବା ସହ ପୋଲିସକୁ ଖବର ଦେଇଛନ୍ତି ।

Leave A Reply

Your email address will not be published.