ବାଲେଶ୍ୱର: ବାଲେଶ୍ୱରରେ ସବୁଠୁ ବଡ ଫାଇନ୍ ଆଦାୟ । ଟ୍ରାଫିକ ନିୟମ ଉଲ୍ଲଂଘନ ଅଭିଯୋଗରେ ବାଲେଶ୍ୱରର ଏକ ଘରୋଇ ବସ୍କୁ ୧୩ ଲକ୍ଷ ୫୦ ହଜାର ଟଙ୍କାର ଫାଇନ୍ ହୋଇଛି । ଘରୋଇ ବସ୍ ଲୋକନାଥ ନାଁରେ ପରିବହନ ବିଭିଗା ଏହି ଚାଲାଣ କାଟିଛି । ୧୩ ଲକ୍ଷ ୫୦ ହଜାର ଟଙ୍କାର ଟ୍ୟାକ୍ସ ଭରି ନଥିଲେ ବସ୍ ମାଲିକ । ଏଥିପାଇଁ ପାଇଁ ବସ୍କୁ ମୋଟା ଅଙ୍କର ଫାଇନ୍ ହୋଇଛି ।
ପୂର୍ବରୁ ଏହି ବସ୍ ନାଁରେ ୨ଥର ଚାଲାଣ କଟାଯାଇଥିଲା । କଟକରୁ ୱାରେଂଟ ଜାରି ହେବା ପରେ ଏହି ବାଲେଶ୍ୱରରୁ ଏହି ବସକୁ ସିଜ କରିଛି ପରିବହନ ବିଭାଗ । ରାଜ୍ୟରେ ମାର୍ଚ୍ଚ ପହିଲାରୁ ଟ୍ରାଫିକ୍ ନିୟମ କଡାକଡି ହୋଇଛି । ଏହି ପରିପ୍ରେକ୍ଷୀରେ ସାରା ରାଜ୍ୟରେ ଟ୍ରାଫିକ ଚେକିଂ ମଧ୍ୟ ଜୋରଦାର ହୋଇଛି ।
BREAKING NEWS
- Heavy Rain & Floods in Odisha:ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି; ଏରିଅଲ ସର୍ଭେରେ ଯିବେ ମୁଖ୍ୟମନ୍ତ୍ରୀ
- ବ୍ୟାଙ୍କ ଗ୍ରାହକଙ୍କୁ ଆଶ୍ୱସ୍ତି: ୩ ଦିନିଆ ଧର୍ମଘଟ ବେଳେ ମାଗଣାରେ ଏଟିଏମ୍ରୁ ଉଠାଇ ପାରିବେ ଟଙ୍କା, ଲାଗିବନି ଏକ୍ସଟ୍ରା ଚାର୍ଜ
- ଶସ୍ତା ଇନ୍ଧନ ଓ କମ୍ ପ୍ରଦୂଷଣ: ଖୁବଶୀଘ୍ର ରାସ୍ତାକୁ ଓହ୍ଲାଇବ ଶହେ ପ୍ରତିଶତ ଇଥାନଲ୍ ଚାଳିତ ଗାଡ଼ି
- ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥର ବଡ଼ ପଦକ୍ଷେପ: ଭୁବନେଶ୍ୱର, ପୁରୀ ଓ ସମ୍ବଲପୁର ଟ୍ରେନ୍ରେ ଲାଗିବ ଅତିରିକ୍ତ ବଗି
- ଦେଶରେ ପ୍ରଥମ ଥର ଓଡ଼ିଶାରେ ଉନ୍ମୋଚିତ ହେଲା ‘ମାନସିକ ସ୍ୱାସ୍ଥ୍ୟ ମାର୍ଗଦର୍ଶିକା’
- Hospital in Western Odisha:ପଶ୍ଚିମ ଓଡ଼ିଶାରେ ୧୦୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ପ୍ରତିଷ୍ଠା କରିବ ବେଦାନ୍ତ
- ମୋଦୀଙ୍କୁ ଭୂୟସୀ ପ୍ରଶଂସା କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ:ଭାରତ ନିଜର ରଣନୈତିକ ନୀତି ଯୋଗୁଁ ନିଜର ଇନ୍ଧନ ଯୋଗାଣକୁ ସ୍ଥିର ରଖିବାରେ ସଫଳ
- ଜାପାନର ୧୧ ବର୍ଷୀୟ ଇ-ସ୍ପୋର୍ଟସ୍ ଖେଳାଳି ୟୁକି କୁରିହାରା ଏସୀୟ କ୍ରୀଡ଼ାରେ ସ୍ଵର୍ଣ୍ଣ ପଦକ ଜିତି ରଚିଲେ ଇତିହାସ
- Spurious liquor:ମଦ୍ୟପାନ ନିଷିଦ୍ଧ ରାଜ୍ୟରେ ବିଷାକ୍ତ ମଦ ପିଇ ୧୯ ଜଣଙ୍କ ଗଲା ଜୀବନ
- ଏସୀୟ କ୍ରୀଡ଼ା ୨୦୨୬: କବାଡ଼ିରେ ଭାରତକୁ ଡବଲ ସ୍ୱର୍ଣ୍ଣ

Comments are closed.