ପାତ୍ରପୁର: ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କାନକଟା ଘାଟିରେ ମିନିବସ ଓଲଟି ପଡ଼ିବାରୁ ୨ ଜଣ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି । ଆହତମାନଙ୍କୁ ପାତ୍ରପୁର ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକମାନେ ହେଲେ ମୋହନା ସିକୁଳିପଦରର ସରସ୍ୱତୀ ଶବର ଓ ପାତ୍ରପୁର କ.ନୂଆଗାଁ ଅରଖପଦାର ସୁମତି ରଇତ । ଏହି ବସ୍ଟି ଗଜପତି ଜିଲ୍ଲା ରାୟଗଡ଼ରୁ ପାତ୍ରପୁର ଫେରୁଥିଲା ।
BREAKING NEWS
- ବ୍ୟାଟେଲ ଅଫ ଗଲୱାନ ପରେ ବଦଳିବ ଏହି ଫିଲ୍ମର ନାମ
- ଖୁବ ଶୀଘ୍ର ରୋମାଂଟିକ ଫିଲ୍ମ କରିବେ ଶାହାରୁଖ
- Opposition Stages Symbolic Procession: ବିଧାନସଭାରେ କାହାର ଉଠିଲା ‘କୋକେଇ’?, ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ପରିସର
- Jag Laadki Tanker Reaches Gujarat: ଚାଲିଛି ଯୁଦ୍ଧ, ଭାରତରେ ପହଞ୍ଚୁଛି ଜାହାଜ ପରେ ଜାହାଜ
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
Comments are closed.