ଭୁବନେଶ୍ୱର: ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇଲା ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଆସନ୍ତାକାଲି ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ । ଏହି ସୂଚନା ଦେଇଛନ୍ତି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ମୁଖପାତ୍ର ଦେବାଶିଷ ନାୟକ । ସକାଳ ୭ଟାଠାରୁ ରାତି ୯ଟା ଯାଏଁ ରାଜ୍ୟରେ ପ୍ରାୟ ୧୪ ହଜାର ବସ୍ ଚଳାଚଳ ବନ୍ଦ ରହିବ ।
କରୋନା ଭାଇରସ୍୍ ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଜନତା କର୍ଫ୍ୟୁ ପାଇଁ ନିବେଦନ କରିଥିଲେ । ଯାହାକୁ ସମସ୍ତେ ସମର୍ଥନ ଜଣାଉଛନ୍ତି ।
BREAKING NEWS
- ଫ୍ରାନ୍ସରେ ବ୍ୟାପକ ବିକ୍ଷୋଭ ପ୍ରଦର୍ଶନକାରୀ ଓ ଛାତ୍ରଙ୍କ ଆନ୍ଦୋଳନ ସମୟରେ ହିଂସା ସହ ପୋଡ଼ାଜଳା
- Stampede at Durga Puja pandal:ଦୁର୍ଗାପୂଜାରେ ଦଳାଚକଟା; ୧୭ ମୃତ, ୪୦ଆହତ
- ଗର୍ଭବତୀ ସାମ୍ବାଦିକାଙ୍କୁ ଧକ୍କା ମାମଲା: ତେଜିଲା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
- ଅନ୍ତର୍ଜାତୀୟ ବଡି ବିଲଡର ଜନ୍ମେଜୟ ମହାନ୍ତିଙ୍କ ପରଲୋକ
- ବର୍ଷା ଯୋଗୁଁ ପଞ୍ଚମ ଟି-୨୦ ବାତିଲ: ୨-୨ ରେ ବରାବର ରହିଲା ଭାରତ-ୱେଷ୍ଟଇଣ୍ଡିଜ ସିରିଜ୍
- ଦୁର୍ଗାମେଢ଼ ତିଆରି କରୁଥିଲେ…ଏମିତି ଚାଲିଗଲା ଜୀବନ
- ମହାଷ୍ଟମୀ ଓ ଦଶହରା କେବେ, କେଉଁ ଦିନ କରିବେ ପୂଜା? ପୁଣି ଉପୁଜିଲା ଦ୍ୱନ୍ଦ
- India’s Ambassador To Nepal:ସୁଧାକର ଦଲେଲା କିଏ? ନେପାଳରେ ଭାରତର ନୂତନ ରାଷ୍ଟ୍ରଦୂତ
- କଂଗ୍ରେସ ମହାରାଲି ପାଇଁ ଗ୍ରୀନ୍ ସିଗନାଲ୍: ମିଳିଲା NOC, କମ୍ପିବ ରାମଲୀଳା ମଇଦାନ
- RG Kar Case: ସନ୍ଦୀପ ଘୋଷଙ୍କ ଜାମିନକୁ ନେଇ ତେଜିଲା ରାଜନୈତିକ ହଇଚଇ, CBI ଭୂମିକା ଉପରେ ଉଠିଲା ପ୍ରଶ୍ନ

Comments are closed.