ଭୁବନେଶ୍ବର : ଆସନ୍ତାକାଲି ସକାଳ ୬ଟାରୁ ଦିନ ୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ଘରୋଇ ବସ ଚଳାଚଳ । ଏନେଇ ଘରୋଇ ବସ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି । କଂଗ୍ରସର ବନ୍ଦ ଡାକରା ଯୋଗୁଁ ଏଭଳି ନିଷ୍ପତ୍ତି ନିଆଯାଇଛି । ବନ୍ଦ ଡାକରା ସମୟରେ ଯେପରି ଘରୋଇ ବସର କୌଣସି କ୍ଷୟକ୍ଷତି ନଘଟେ, ସେଥିପାଇଁ ବସ୍ ଚଳାଚଳ ବନ୍ଦ ରହିବ । ସେହିପରି ରାଜ୍ୟରେ ସମସ୍ତ ସ୍କୁଲ-କଲେଜ ମଧ୍ୟ ବନ୍ଦ ରହିବ।
BREAKING NEWS
- ଗତକାଲି ୨ ଝିଅଙ୍କୁ କୂଅରେ ଫିଙ୍ଗି ହତ୍ୟା କରିଥିଲା ମାଆ: ଆଜି ଝୁଲନ୍ତା ଅବସ୍ଥାରେ ମାଆର ମୃତଦେହ ଉଦ୍ଧାର
- ଡ଼ ମାୟାଧର ମାନସିଂହଙ୍କୁ ଉପେକ୍ଷା ଓ ନନ୍ଦଳାକୁ ଅବହେଳା କରିବା ସରକାରଙ୍କ ହୀନମନ୍ୟତା: ବିଜେଡି
- Surcharge: ୧୩୦୦ ଟଙ୍କା ପର୍ଯ୍ୟନ୍ତ ମହଙ୍ଗା ହେବ ଏହି ବିମାନ ଟିକେଟ୍
- ଏହି ୩ ମହାନ ଖେଳାଳିଙ୍କୁ ମିଳିବ ଲାଇଫ ଟାଇମ ଆଚିଭମେଂଟ ପୁରସ୍କାର
- ଆସନ୍ତା ଦୁଇ ଦିନ ଏହି ଜିଲ୍ଲାରେ ପ୍ରବଳ ବର୍ଷିବ, ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
- Triple Murder Accused Arrested: ଦେବଗଡ଼ ବହୁଚର୍ଚ୍ଚିତ ଟ୍ରିପଲ୍ ମର୍ଡର ଘଟଣା; ଅଭିଯୁକ୍ତ ଗିରଫ
- Chapter on India Women Cricketer: ପାଠ ବହିରେ ଛାତ୍ରଛାତ୍ରୀମାନେ ପଢ଼ିବେ ଏହି ଭାରତୀୟ ମହିଳା କ୍ରିକେଟରଙ୍କ କାହାଣୀ…ପଞ୍ଚମ ଶ୍ରେଣୀ ବହିରେ ଯୋଡି ହେଲା ଅଧ୍ୟାୟ
- ଶୁଭଶ୍ରୀ ମହାରଣାଙ୍କୁ ମିଳିଲା ଅନସୂୟା ମହାପାତ୍ର ସ୍ମୃତି ଲେଖିକା ପୁରସ୍କାର
- Odisha Assembly Adjourned on March 16: ଆସନ୍ତା ୧୬ରେ ଚାଲିବନି ବିଧାନସଭା, ରାଜ୍ୟସଭା ପାଇଁ ପଡ଼ିବ ଭୋଟ
- Iran Allows Indian Tanker Pass Hormuz: ବନ୍ଧୁତ୍ୱ ନିଭେଇଛି ଇରାନ, ଭାରତ ଉପରୁ ଟଳିବ ସଂକଟ
Comments are closed.