କୋରାପୁଟ : ସୁନାବେଡା ମହିଳା ମହାବିଦ୍ୟାଳୟ ନିକଟରେ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା । ମିଲନ ମାର୍କେଟରୁ ସ୍କୁଟି ଯୋଗେ ରାତିରେ ଘରକୁ ଫେରୁଥିବା ବେଳେ ଧାରୁଆ ଅସ୍ତ୍ରରେ ବ୍ୟବସାୟୀଙ୍କୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତକ ହେଲେ ସୁନାବେଡା ପୌରାଞ୍ଚଳ ରାଜୀବ କଲୋନୀର ଦୟା ବାଘ । ସୂଚନା ଅନୁସାରେ, ମିଲନ ମାର୍କେଟରେ ଧାନ, ମାଣ୍ଡିଆ, ଗହମ ମିଲ୍ କରି ପରିବାର ଚଳାଉଥିଲେ ଦୟା । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଛାନବିନ କରିଛି । ଅନ୍ୟପଟେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପରିବାର ଲୋକ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।
BREAKING NEWS
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ
- କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ ଶୁଭାରମ୍ଭ
- ଏସୀୟ କ୍ରୀଡ଼ା ୨୦୨୬: ପାକିସ୍ତାନକୁ ହରାଇ ଫାଇନାଲରେ ଭାରତୀୟ ହକି ଦଳ
- Subhadra ShaktiBazaar:ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’;ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ

Comments are closed.