ଭୁବନେଶ୍ୱର:ଆଜି ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଏହି ବୈଠକ ବସିବ। ଗୁରୁବାର ସନ୍ଧ୍ୟା ୬ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆଲୋଚନା କରାଯିବାର ପୂର୍ବ ସୂଚନା ରହିଛି।ଆଗକୁ ନିର୍ବାଚନ ଥିବାରୁ ରାଜ୍ୟ ସରକାର କିଛି ନୂଆ ଯୋଜନା ଘୋଷଣା କରିବା ସମ୍ଭାବନା ରହିଛି। ଏଥିସହିତ ବିଭିନ୍ନ ବିଭାଗର ସରକାରୀ କର୍ମଚାରୀଙ୍କ ପାଇଁ କ୍ୟାଡର ପୁନର୍ଗଠନ ଉପରେ ମଧ୍ୟ ନିଷ୍ପତ୍ତି ହୋଇପାରେ। ଏହି ବୈଠକରେ ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ଉଚ୍ଚଶିକ୍ଷା, ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ମିଶନ ଶକ୍ତି, ଶିଳ୍ପ , ସାଧାରଣ ପ୍ରଶାସନ ଆଦି ବିଭାଗର ପ୍ରାୟ ୧୬ଟି ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି। ତେବେ କ୍ୟାବିନେଟକୁ ଆସିବାକୁ ଥିବା ଏଜେଣ୍ଡାଗୁଡ଼ିକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି।
BREAKING NEWS
- ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ; ୨ ମୃତ, ବହୁ ଗୁରୁତର
- ରକ୍ତରେ ଭିଜିଥିଲା କକପିଟ; ବଞ୍ଚାଇଲେ ଭାରତୀୟ ପାଇଲଟ୍, ପ୍ରଶଂସା କଲେ ବିଶ୍ୱ ନେତା
- ଟାଇମ୍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୭; ଭାରତର ୪ର୍ଥ ସ୍ଥାନରେ କିଟ୍
- ପାର୍ବଣ ପୂର୍ବରୁ ମହଙ୍ଗା ମାଡ; କମର୍ସିଆଲ ସିଲିଣ୍ଡର ଦାମ୍ ୬୨ ଟଙ୍କା ବୃଦ୍ଧି
- ଗୁଆହାଟୀ ପିଚ୍ ଉପରେ ବର୍ଷିଲେ ଗୌତମ ଗମ୍ଭୀର: “ଏହା କ୍ରିକେଟ ନୁହେଁ, କେବଳ ବ୍ୟାଟିଂ”
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …

Comments are closed.