Latest Odisha News

BREAKING NEWS

ଧାମନଗର: ମତସାବ୍ୟସ୍ତ କଲେ ପ୍ରାର୍ଥୀ

ଧାମନଗର: ଧାମନଗରରେ ଚାଲିଛି ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ। ଧାମନଗର ନିର୍ବାଚନମଣ୍ଡଳୀର କାପଡାର ୭୮ ନମ୍ବର ବୁଥରେ ବିଜେଡି ପ୍ରାର୍ଥୀନୀ ଅବନ୍ତି ଦାସ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

ସେହିପରି ତିହିଡି କାପଡାର ୭୫ ନମ୍ବର ବୁଥରେ ସ୍ଵାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ଭୋଟରଙ୍କ ସହିତ ଲମ୍ବା ଲାଇନରେ ଆସି ନିଜର ମତଦାନ ସାବ୍ୟସ୍ତ। ଦିନ ୧୦ ଟା ସୁଦ୍ଧା କୈାଣସି ସ୍ଥାନରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ସୋଇନଥିବା ସୂଚନା ମିଳିଛି।

 

Comments are closed.