ଭୁବନେଶ୍ବର : ଦୁର୍ଘଟଣା ଘଟାଇ ଖସି ପଳାଉଥିବା କାରକୁ ଜାଳିଦେଲେ ଲୋକେ । ଭୁବନେଶ୍ବର କପିଳେଶ୍ୱରରେ ଦେଖିବାକୁ ମିଳିଛି ଏପରି ଘଟଣା । କାର ଚାଳକ ମଦ୍ୟପାନ କରି ଦୁର୍ଘଟଣା ଘଟାଇ ଖସିଯିବାକୁ ଉଦ୍ୟମ କରୁଥିବା ବେଳେ ମାଡି ବସିଥିଲେ ଲୋକେ । କାର ଚାଳକ ଓ ଭିତରେ ବସିଥିବା ବ୍ୟକ୍ତିଙ୍କୁ ନିର୍ଧୁମ ମାଡ଼ ମାରିଥିଲେ ଲୋକେ । ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ହେଲେ କାରଟି ଅଧାରୁ ଅଧିକ ଜଳି ଯାଇଥିଲା । ଲିଙ୍ଗରାଜ ଥାନା ପୋଲିସ କାର ଚାଳକ ଓ ଅନ୍ୟ ବ୍ୟକ୍ତିଙ୍କୁ ଉତ୍ତ୍ୟକ୍ତ ଲୋକଙ୍କ ଠାରୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି । କାର୍ ଚାଳକ ଓ ବ୍ୟକ୍ତି ଜଣକ ଭୁବନେଶ୍ୱର ବାହାରର ବୋଲି ଜଣାପଡ଼ିଛି।
BREAKING NEWS
- ECoR:ପୁଣି ଦେଶର ଏକ ନମ୍ବର ରେଳ ଜୋନ୍ ହେଲା ପୂର୍ବ ତଟ ରେଳପଥ; ସର୍ବାଧିକ ୨୮୬.୩ ନିୟୁତ ଟନ୍ ପଣ୍ୟ ପରିବହନ
- Odia Pakhya:ଏପ୍ରିଲ ୪ରେ ଆୟୋଜିତ ହେବ ଖଡ଼ିଛୁଆଁ ସହ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ
- ଷ୍ଟାଡିୟମ ସଫା କରି ଚର୍ଚ୍ଚାରେ ଏହି ମହାନ ଖେଳାଳି
- DGP Award: ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ
- Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ ଏହାର ବିଶେଷତ୍ୱ
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
Comments are closed.