ବୌଦ୍ଧ : ବୌଦ୍ଧ ଜିଲ୍ଲା କିଆକଟା ମହାନଦୀ ସେତୁ ଉପରେ ଦୁର୍ଘଟଣା । ବାଇକ ଓ କାର ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ତେବେ ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ପତ୍ନୀ ବ୍ରିଜ୍ ତଳକୁ ଖସିପଡିଛନ୍ତି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଖୋଜା ଖୋଜି କରୁଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବାଇକ୍ ଆରୋହୀ ଓ ତାଙ୍କ ପତ୍ନୀଙ୍କ ପରିଚୟ ମିଳିଛି । ମୃତକ ବାଇକ୍ ଆରୋହୀ ହେଲେ କିଆକଟା ଥାନା ଛେପ୍ରା ଗ୍ରାମର ଟୁନା ବାରିକ ଓ ନିଖୋଜ ମହିଳା ହେଲେ କମ୍ପରା ଗ୍ରାମର ମାମି ସାହୁ । ବାଇକରେ ପତିପତ୍ନୀ ଯାଉଥିବା ବେଳେ, କିଆକଟା ମହାନଦୀ ଉପରେ କାର ସହ ମୁହାଁମୁହିଁ ଧକ୍କା ହେବାରୁ ଏଭଳି ଅଘଗଟଣ ଘଟିଥିଲା ।
BREAKING NEWS
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ
- କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ ଶୁଭାରମ୍ଭ
- ଏସୀୟ କ୍ରୀଡ଼ା ୨୦୨୬: ପାକିସ୍ତାନକୁ ହରାଇ ଫାଇନାଲରେ ଭାରତୀୟ ହକି ଦଳ
- Subhadra ShaktiBazaar:ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’;ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ
- ଏସୀୟ କ୍ରୀଡ଼ା ଫାଇନାଲ୍: ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ହାତମିଳାକୁ ନେଇ ସସପେନ୍ସ
- Ken-Betwa Project: ମଧ୍ୟପ୍ରଦେଶ ପାନ୍ନା ଗାଁରେ ଅଭିନବ ପ୍ରତିବାଦ
- ସାହସୀ ପାଇଲଟଙ୍କ ପାଇଁ ବଡ଼ ଘୋଷଣା: ସ୍ମିତ୍ ମଚ୍ଛାର ପାଇବେ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ
- Traffic Fines: ଚାଲାଣ ଭରୁନାହାନ୍ତି କି? ସୁପ୍ରିମକୋର୍ଟ ଦେଲେ କଡା ନିର୍ଦ୍ଦେଶ, ଲାଇସେନ୍ସରୁ PUC ଯାଏଁ ସବୁ ସେବା ବନ୍ଦ!

Comments are closed.