ଖୋର୍ଦ୍ଧା: ଜଙ୍କିଆ ଥାନା ଅନ୍ତର୍ଗତ ବଡ଼ପୋଖରୀଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍ ପଛରେ କାର୍ଟି ପିଟିଦେବାରୁ ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଛି । କାର୍ ମଧ୍ୟରେ ଥିବା ୨ଜଣ ପୁରୁଷ ଓ ୨ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ଆଜି ଭୋରରୁ ଘଟିଥିବା ବେଳେ, କାରଟି ଆନ୍ଧ୍ର ଆଡୁ ଆସୁଥିବା ସୂଚନା ମିଳିଛି । ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଜାରିରଖିଛି ।
BREAKING NEWS
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
Comments are closed.