Latest Odisha News

BREAKING NEWS

Browsing Category

ବରଗଡ଼

Baragarh

ରାଜ୍ୟରେ ଚିନ୍ତା ବଢାଉଛି ସ୍କ୍ରଵ ଟାଇଫସ ମାମଲା, ବରଗଡରେ ପହଞ୍ଚିଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ

ବରଗଡ଼: ରାଜ୍ୟରେ ବିଷାକ୍ତ କୀଟ କାମୁଡାରେ ଅନେକ ଲୋକଙ୍କ ମୃତ୍ୟୁ ହେବା ଘଟଣା ସାମନାକୁ ଆସିବା ପରେ ଚିନ୍ତାରେ ପଡିଛି ସ୍ଵାସ୍ଥ୍ୟ ବିଭାଗ । ବରଗଡରେ ସ୍କ୍ରଵ ଟାଇଫସ ମାମଲା ଦିନକୁ ଦିନ ବଢିବାରେ ଲାଗିଛି । ଏହାର ସତ୍ୟତା ଅନୁଧ୍ୟାନ ପାଇଁ ଭୁବନେଶ୍ୱରରୁ ତିନିଜଣିଆ ଡାକ୍ତରୀ ଦଳ ବରଗଡ଼ରେ…

ନିଶ୍ଚିହ୍ନ ହୋଇଗଲା ପୁରା ପରିବାର: ଭାଈ ଭଉଣୀ ପରେ ଚାଲିଗଲେ ମାଆ

ବରଗଡ଼: ସୋହେଲାରେ କୀଟନାଶକ ପିଇ ଗୋଟିଏ ପରିବାରର ୩ ଜଣ ସଦସ୍ୟ ଆତ୍ମହତ୍ୟା ଉଦ୍ୟମ ଘଟଣା । ସପ୍ତାହ ମଧ୍ୟରେ ନିଶ୍ଚିହ୍ନ ହୋଇଯାଇଛି ପୁରା ପରିବାର  । ବାପାଙ୍କ ପରେ ଆଖି ବୁଜିଛନ୍ତି ପରିବାରର ୩ ସଦସ୍ୟ । ସୂଚନା ଅନୁଯାୟୀ ଗତକାଲି ପାରିବାରିକ ସମସ୍ୟାକୁ ନେଇ ମାଆ, ପୁଅ ଓ ଝିଅ କୀଟନାଶକ…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଟ୍ରକ ଧକ୍କାରେ ଚାଲିଗଲା ୨ଜଣଙ୍କ ଜୀବନ

ଅତାବିରା: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ ଧକ୍କାରେ ଚାଲିଗଲା ୨ଜଣଙ୍କ ଜୀବନ । ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଆନନ୍ଦ ମଣ୍ତପ ସମ୍ମୁଖରେ ଘଟିଛି ଏହି ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, ବରଗଡ଼…

ନଦୀ ପଠାରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଠାବ: ହତ୍ୟା ସନ୍ଦେହ, ଛାନଭିନ କରୁଛି ଭଟଲି ପୋଲିସ

ବରଗଡ଼ : ବରଗଡ ଜିଲ୍ଲା ଭଟଲି ଥାନା ଅଞ୍ଚଳରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ଭଡ଼ିଗାଁ ଜୀରା ବ୍ରିଜ୍ ତଳୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଠାବ ହୋଇଛି  ।   ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ  । ବ୍ରିଜ ଉପରୁ ଏକ ଧାରୁଆ ଅସ୍ତ୍ର ପଡ଼ିଥିବା ଦେଖିବାକୁ ମିଳିଛି  ।  …

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ! ଦୋକାନ ବାରଣ୍ଡାରୁ ମିଳିଲା ଦୋକାନୀଙ୍କ ମୃତଦେହ

ବରଗଡ଼ : ବରଗଡ ଜିଲ୍ଲା ବରପାଲି ଥାନା ବାରଗୁଡା ଗାଁରେ ଜଘନ୍ୟକାଣ୍ଡ  । ଦୋକାନ ବାରଣ୍ଡାରେ ଶୋଇଥିବା ବେଳେ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତକ ଗୋପବନ୍ଧୁ ସେଠ ବୋଲି ଜଣାପଡିଛି  । ପୋଲିସ ଘଟଣାରେ  ତଦନ୍ତ ଜାରି ରଖିଛି । ସୂଚନା ମୂତାବକ ବରଗଡ ଜିଲ୍ଲା ବରପାଲି ଥାନା ଅନ୍ତର୍ଗତ…

ମିଛ ତଥ୍ୟ ଦେଇ ଚାକିରିରୁ ବିଦା ହେଲେ ସହକାରୀ ଯନ୍ତ୍ରୀ

ବିଜେପୁର: ମିଛ ସାକ୍ଷୀ ଦେବା ପଡ଼ିଲା ମହଙ୍ଗା । ଚାକିରିରୁ ବିଦା ହେଲେ ବିଜେପୁର RWSS ସହକାରୀ ଯନ୍ତ୍ରୀ ଉପେନ୍ଦ୍ରଭଞ୍ଜ ନାଏକ । ସମ୍ବଲପୁରର ଏକ ଭିଜିଲାନ୍ସ ମାମଲାର ବିଚାର ସମୟରେ ମିଛ ସାକ୍ଷୀ ଦେବାକୁ ନେଇ ବରଗଡ ବିଜେପୁର RWSS ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ଭଞ୍ଜ ନାଏକଙ୍କୁ ଚାକିରିରୁ…

ବରଗଡ଼ରେ ଫେଲ ମାରିଛି ସରକାରଙ୍କ ବସୁଧା ଯୋଜନା: ପାଣି ନାଁ ରେ ପିଉଛନ୍ତି ଜହର

ବରଗଡ଼: ଜନସାଧାରଣଙ୍କ ସ୍ୱାସ୍ଥ୍ୟ ପ୍ରତି ଦୃଷ୍ଟି ଦେଇ ରାଜ୍ୟ ସରକାର ସ୍ଵଚ୍ଛ ପାନୀୟ ଜଳ ଯୋଗେଇବା ଉଦ୍ଦେଶ୍ୟରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ବରଗଡରେ ମେଗା ଜଳ ପ୍ରକଳ୍ପ ନିର୍ମାଣ କରିଛନ୍ତି । ମାତ୍ର କିଛି ଆସାଧୁ ସରକାରୀ କର୍ମଚାରୀଙ୍କ ଅବହେଳା କାରଣରୁ ଫଳପ୍ରଦ ହୋଇପାରୁନାହିଁ ସରକାରକଙ୍କ…

ଧନୁଯାତ୍ରା ପାଇଁ ଭୋଟ ମାଧ୍ୟମରେ ହେବ ନୂତନ କଳାକାର ଚୟନ

ବରଗଡ଼: ବିଶ୍ୱ ପ୍ରସିଦ୍ଧ ବରଗଡ଼ର ୭୫ତମ ଧନୁଯାତ୍ରାରେ କଂସଠୁ ଆରମ୍ଭ କରି ଅନ୍ୟ ବିଶିଷ୍ଟ ଭୂମିକାର କଳାକାରଙ୍କର ନୂତନ ଭାବେ ଚୟନ ନିମନ୍ତେ ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଧନୁଯାତ୍ରା ପାଇଁ ନୂତନ କଳାକାର ଚୟନ ହେବ। ଭୋଟ ମାଧ୍ୟମରେ କାର୍ଯ୍ୟକାରୀ କମିଟିରେ ହେଲା ନିଷ୍ପତ୍ତି। ୭୫ତମ…

ଡିସେମ୍ବରୁ ୨୭ରୁ ବରଗଡ଼ ଧନୁଯାତ୍ରା; ଦୁଇ ବର୍ଷ ପରେ ଚମକିବ ମୁକ୍ତାକାଶ ରଙ୍ଗମଞ୍ଚ

ବରଗଡ଼: ଦୀର୍ଘ ଦୁଇ ବର୍ଷ ପରେ ଚଳିତ ବର୍ଷ ଅନୁଷ୍ଠିତ ହେଉଛି ବିଶ୍ୱ ପ୍ରସିଦ୍ଧ ଧନୁ ଯାତ୍ରା । କରୋନା ମହାମାରୀ ଅନ୍ତରାଳେ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ୍ଦ ରହିଥିଲା ମୁକ୍ତାକାଶ ରଙ୍ଗମଞ୍ଚ । ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ପ୍ରସିଦ୍ଧ ଧନୁ ଯାତ୍ରା । ବୁଧବାର…

ମାଟି ତଳୁ ମିଳିଲା ୨ ହଜାର ବର୍ଷ ପୁରାତନ ସଭ୍ୟତା

ମାଟି ତଳୁ ୨ ହଜାର ବର୍ଷ ପୁରାତନ ସଭ୍ୟତା ମିଳିଛି। ବରଗଡ଼ ଜିଲ୍ଲା ବରପାଲି ବ୍ଲକ୍‌ ଅନ୍ତର୍ଗତ ଅସୁରଗଡ଼ଠାରେ ହଜାର ହଜାର ବର୍ଷ ତଳର ପୁରୁଣା ସାମଗ୍ରୀ ମିଳିଛି। ଖନନ ବେଳେ ମାଟି ତଳୁ ବିରଳ ମୁଦ୍ରା, ମାଟିପାତ୍ର ଓ ଅସ୍ତ୍ରଶସ୍ତ୍ର ଉଦ୍ଧାର ହୋଇଛି। ଗୋପେଇପାଲି ପଞ୍ଚାୟତ ଅସୁରଗଡ଼ ରାଜ୍ୟ…