Latest Odisha News

BREAKING NEWS

Browsing Category

ବଲାଙ୍ଗୀର

Bolangir

ଜେଲରୁ ୨ କଏଦୀ ଫେରାର

ବଲଙ୍ଗୀର: ବଲାଙ୍ଗୀର ଟିଟିଲାଗଡ଼ ସବଜେଲରୁ ୨ ବିଚାରଧୀନ କଏଦୀ ଫେରାର । ହତ୍ୟା ଅଭିଯୋଗରେ ୨ବର୍ଷ ହେଲା ଜେଲରେ ଥିଲେ ୨ ଅଭିଯୁକ୍ତ । ଜେଲ ପାଚେରୀ ଡେଇଁ ବିଚାରଧୀନ କଏଦୀ ଫେରାର ହୋଇଯାଇଥିବା ସୂଚନା ରହିଛି । ଟିଟିଲାଗଡ଼ ଉପଖଣ୍ଡ ସିନ୍ଧେକେଲା ଥାନା ଅଞ୍ଚଳରେ ମାନସିକ ପୂରଣ ପାଇଁ ଦୁଇଟି…

ଭିଜିଲାନ୍ସ ପଞ୍ଝାରେ ରାଜସ୍ଵ ସହାୟକ, ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଟିମ୍

ବଲାଙ୍ଗିର: ଭିଜିଲାନ୍ସ ପଞ୍ଝାରେ ରାଜସ୍ଵ ସହାୟକ । ମୁରିବାହାଲ ତହସିଲର ରାଜସ୍ଵ ସହାୟକ ତଥା ରେକର୍ଡ କିପର ହେବଲେଟ ବାର୍ଲାଙ୍କୁ ଧରିଛି ଭିଜିଲାନ୍ସ । ଜମି ପଟ୍ଟା କରାଇଦେବା ନାଁରେ ଜଣେ ବ୍ୟକ୍ତିଙ୍କ ଠାରୁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ଅଫିସ ସହ…

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ, ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

ବଲାଙ୍ଗିର: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କୁ ହତ୍ୟା ଧମକ ଦିଆଯିବା ପ୍ରତିବାଦରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଡାକରାରୁ ଶିକ୍ଷାନୁଷ୍ଠାନ ଓ ଜରୁରୀସେବାକୁ ବାଦ୍ ଦିଆଯାଇଛି । ତେବେ…

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ, ଫଟୋରେ ଥିବା ଅଜଣା ଯୁବକଙ୍କୁ ଖୋଜୁଛି ପୋଲିସ

ବଲାଙ୍ଗିର: ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ଘଟଣା ଏପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନଥିବା ବେଳେ ସାମ୍ନାକୁ ଆସିଛି ଆଉ ଏକ ଚାଞ୍ଚଲ୍ୟକର ଖବର । ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଛି ହତ୍ୟା ଧମକ । ୧୫ ଦିନ ଭିତରେ ତାଙ୍କୁ ହତ୍ୟା କରାଯିବା ନେଇ ଏକ ବ୍ୟାନରରେ ଲେଖି ଟାଙ୍ଗିଛନ୍ତି ଦୁର୍ବୃତ…

ସହିପାରିଲେନି ପରିବାରର ଚାରି ଚାରି ଜଣଙ୍କ ମୃତ୍ୟୁ, ଶେଷରେ କଲେ ଆତ୍ମହତ୍ୟା

ବଲାଙ୍ଗୀର: ବେଲପଡା ଥାନା କାନୁଟି ଗାଁରେ ଅଭାବନୀୟ ଘଟଣା । ଘରେ ଟିଭି ଦେଖୁଥିବା ବେଳେ ଗ୍ୟାସ ସିଲିଣ୍ଡର ଫାଟି ବିସ୍ଫୋରଣ ହୋଇଥିଲା । ପୋଡି ହୋଇ ୪ଜଣଙ୍କ ମୃତ୍ୟୁ ଘଟିଥିଲା । ପରିବାରର ୪ଜଣଙ୍କୁ ହରାଇ ମ୍ରିୟମାଣ ୧୭ବର୍ଷ ପୁଅ ଆତ୍ମହତ୍ୟା କରିଥିବା ଜଣାପଡିଛି । ମୃତ ନାବାଳକ ଜଣଙ୍କ ହେଲେ…

ଭିଜିଲାନ୍ସ ଜାଲରେ ଅମିନ ବାବୁ, ଲାଞ୍ଚ ନେବା ବେଳେ ମାଡିବସିଲା ଟିମ୍

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲ୍ଲା ସଇଁତଳା ତହସିଲର ଅମିନ । ଜମି ଡିମାର୍କେସନ ପାଇଁ ଜଣଙ୍କଠାରୁ ୮ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ଅମିନ ନୀର୍ମଳେନ୍ଦୁ କବିଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରି ତଦନ୍ତ କରୁଛି ଭିଜିଲାନ୍ସ । ସୂଚନା…

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ଶହ ଶହ ପଶୁପକ୍ଷୀ ବଳି

ବଲାଙ୍ଗୀର: ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ । ଆଜି ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ କୁଳିତାପଡା ପଞ୍ଚାୟତର ପାଳିତ ହେଉଛି ଶୁଲିଆ ମହୋତ୍ସବ । ପଶୁପକ୍ଷୀଙ୍କ ବଳିରେ ରକ୍ତାକ୍ତ ହେବ ଗାଁ ରାସ୍ତା । ଏଥିପାଇଁ ଖଇରଗୁରା ଗାଁର ବଡ଼ଖଳା ଓ କୁମୁରିଆ ଗାଁର…

ବଲାଙ୍ଗୀର ବିକାଶରେ ଯୋଡି ହେଲା ନୂଆ ଫର୍ଦ୍ଦ: ଲୋକାର୍ପିତ ହେଲା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ

ବଲାଙ୍ଗୀର: ବଲାଙ୍ଗୀର ବିକାଶରେ ଯୋଡି ହେଲା ନୂଆ ଫର୍ଦ୍ଦ । ଲୋକାର୍ପିତ ହେଲା ବହୁପ୍ରତୀକ୍ଷିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋୟର ସୁକତେଲ ପ୍ରକଳ୍ପର ଉଦଘାଟନ କରିବା ସହ ୩୦୫ କୋଟି ଟଙ୍କାରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ୨ ହଜାର ୨୨୦ କୋଟି…

ତୀବ୍ର ହେଉଛି ଭୀମଭୋଇ ହାଉସ୍ ସର୍ଜନ ଛାତ୍ରଙ୍କ ଆନ୍ଦୋଳନ: ମୁଣ୍ଡରେ ବ୍ୟାଣ୍ଡେଜ୍ ବାନ୍ଧି ପ୍ରତିବାଦ

ବଲାଙ୍ଗୀର: ବଲାଙ୍ଗୀରରେ ଡାକ୍ତରଙ୍କୁ ରାସ୍ତାରେ ଅଟକାଇ ରୋଗୀଙ୍କ ସମ୍ପର୍କୀୟ ମାଡ ମାରିବା ଘଟଣା I ତୀବ୍ର ହେଲା ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଛାତ୍ରଙ୍କ ଆନ୍ଦୋଳନ । ଶହେରୁ ଅଧିକ ହାଉସ ସର୍ଜନ ଓ ଡାକ୍ତରୀ ଛାତ୍ର ମୁଣ୍ଡରେ ବ୍ୟାଣ୍ଡେଜ୍ ବାନ୍ଧି ଓପିଡି ଆଗରେ ଆନ୍ଦୋଳନ କରିଛନ୍ତି। …

ଫସଲହାନୀରୁ ଚାଷୀ ଆତ୍ମହତ୍ୟା !

ବଲାଙ୍ଗୀର : ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ସାମ୍ନାକୁ ଆସିଲା ଚାଷୀ ଆତ୍ମହତ୍ୟା ଘଟଣା  । ପୁଣି ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି  । ମୃତକ ଟିଟଲାଗଡ ବିନକେଲ ଗାଁର ଚମରୁ ବାଗ୍ ବୋଲି ଜଣାପଡିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଭୀମଭୋଈ ମେଡିକାଲରେ ଭର୍ତ୍ତି…