Latest Odisha News

BREAKING NEWS

Browsing Category

ବ୍ରହ୍ମପୁର

Berhempur

ଓଲଟିଲା ଯାତ୍ରୀବାହୀ ବସ; ଦୁଇ ମୃତ, ୧୪ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲା ପାତ୍ରପୁର ବ୍ଳକ ଜରଡ଼ା ଥାନା ଅନ୍ତର୍ଗତ ବଣିଆବସା ନିକଟସ୍ଥ କାନକଟା ପାଖରେ ଏକ ଯାତ୍ରୀବାହୀ ବସ (ଓଆର୍୦୨ବିବି୯୭୭୭) ଶୁକ୍ରବାର ଅପରାହ୍ନରେ ଓଲଟି ପଡ଼ିଛି। ଫଳରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ପାତ୍ରପୁର…

ସେଲସ ମ୍ୟାନ୍‌‌ ସାଜିଥିଲେ ଚୋର;ମିଳିଲା ୧୩୬ଟି ମୋବାଇଲ୍‌‌ ଫୋନ୍‌‌

ବ୍ରହ୍ମପୁର: ଯେଉଁ କମ୍ପାନିରେ ସେଲସ ମ୍ୟାନ୍‌‌ ଭାବେ କାର୍ଯ୍ୟ କରୁଥିଲେ, ଶେଷରେ ସେଇ କମ୍ପାନିରୁ ହିଁ ଚୋରି କଲେ। ପୋଲିସ ହାତରେ ଧରାପଡ଼ିଲେ। ପାଖରୁ ମିଳିଲା ୧୩୬ଟି ମୋବାଇଲ ଫୋନ୍‌‌। ବ୍ରହ୍ମପୁରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ…

ଲୁଟ୍‌‌ ପରେ ନାବାଳିକାଙ୍କୁ ବଳାତ୍କାର ଘଟଣା;ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌‌

ବ୍ରହ୍ମପୁର: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନାର ଲୁଟ୍‌‌ ପରେ ନାବାଳିକାଙ୍କୁ ବଳାତ୍କାର ଘଟଣାର ରାୟ ପ୍ରକାଶ ପାଇଛି। ବୁଧବାର ମାମଲାର ବିଚାରକରି ସ୍ୱତନ୍ତ୍ର ପୋକସୋ କୋର୍ଟ ଅଭିଯୁକ୍ତ କାଳିଆ ପାତ୍ରଙ୍କୁ ଆଜୀବନ ଜେଲ୍‌‌ ଦଣ୍ଡ ସହିତ ୩୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦେଶ ଦେଇଛନ୍ତି।…

ବ୍ରହ୍ମପୁରରେ ମାତିଛନ୍ତି ପାଣି ମିଟର୍‌‌ ଚୋର

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଘରଗୁଡ଼ିକୁ ଜନସ୍ୱାସ୍ଥ୍ୟ ବିଭାଗ ତରଫରୁ ପାଣି ସଂଯୋଗ ଦିଆଯାଇଛି। ପ୍ରତ୍ୟେକ ଘରେ ପାଣି ମିଟର ଲଗାଯାଇଛି। ପାଣି ବ୍ୟବହାର ଅନୁଯାୟୀ ଦେୟ ନିର୍ଦ୍ଧାରଣ ହେଉଥିବା ଯୋଗୁ ଏହି ମିଟରଗୁଡ଼ିକ ଖଞ୍ଜା ଯାଇଛି। ହେଲେ ସହରରେ ଗତ କିଛି ଦିନ ହେଲା ଏହି ପାଣି ମିଟର୍‌‌ ଗୁଡ଼ିକ…

ପରକୀୟା ପ୍ରୀତିରୁ ଦିବ୍ୟାଙ୍ଗ ଯୁବତୀଙ୍କୁ ହତ୍ୟା ମାମଲାରେ ଦୁଇ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଅନ୍ତର୍ଗତ ଚୌଧୁରୀ ଟିକରପଡା ଗ୍ରାମର ଦିବ୍ୟାଙ୍ଗ ଯୁବତୀ ବିଷ୍ଣୁପ୍ରିୟା ସାହୁ(୩୧)ହତ୍ୟା ଘଟଣାର ପର୍ଦ୍ଦାଫାସ ହୋଇଛି। ମୃତ ବିଷ୍ଣୁପ୍ରିୟାଙ୍କ ପଡୋଶୀ ଘର ଜଣେ ମହିଳା ହିଁ ଏହି ହତ୍ୟା ଘଟଣାର ମାଷ୍ଟରମାଇଣ୍ଡ। ମହିଳାଙ୍କ ସହ ଗ୍ରାମର ଜଣେ ଯୁବକଙ୍କ…

ହାଇୱା ଧକ୍କାରେ ଚାଲିଗଲା ୪ବର୍ଷର ଶିଶୁର ଜୀବନ

ବ୍ରହ୍ମପୁର: ଗଞ୍ଜାମ ଜିଲା ହିଂଜିଳି ଥାନା ଅନ୍ତର୍ଗତ ସିକିରି ଗ୍ରାମରେ ସୋମବାର ପୂର୍ବାହ୍ନରେ ହାଇୱା ଧକ୍କାରେ ଜଣେ ୪ ବର୍ଷୀୟ ଶିଶୁର ଜୀବନ ଚାଲିଯାଇଛି। ମୃତକ ଜଣକ ହେଲେ ପ୍ରମୋଦ ଦଳାଇଙ୍କ ପୁଅ ହିମାଂଶୁ। ମିଳିଥିବା ସୂଚନା ଅନୁଯାୟୀ, ହିଂଜିଳି ଠାରୁ ତାରାତାରିଣୀ ରାସ୍ତାରେ ଅଛି ସିକିରି…

ଏଟିଏମ ବଦଳାଇ ବରିଷ୍ଠ ନାଗରିକଙ୍କୁ ଠକେଇ, ବ୍ରହ୍ମପୁରରୁ ଯୁବକଙ୍କୁ ଗିରଫ କଲା କମିଶନରେଟ ପୁଲିସ

ବ୍ରହ୍ମପୁର: ଏଟିଏମକୁ ଟଙ୍କା ଉଠାଇବାକୁ ଆସୁଥିବା ବରିଷ୍ଠ ନାଗରିକଙ୍କୁ ସାହାଯ୍ୟ କରିବା ବାହାନାରେ ଟଙ୍କା ନେଇଯାଉଥିବା ପୋଷାଦାର ଲୁଟେରାଙ୍କୁ ବ୍ରହ୍ମପୁରରୁ ଗିରଫ କରିଛି କମିଶନରେଟ ପୋଲିସ। ଯୁବକଙ୍କ ନାମ ମନୋଜ ସାହୁ ହୋଇଥିବା ବେଳେ ତାଙ୍କୁ ଲକ୍ଷ୍ମୀସାଗର ଥାନା ରବିବାର ଗିରଫ କରିଛି।…

ହକି ବିଶ୍ବକପ୍‌ କ୍ରେଜ୍‌; ଚକ୍ ଆର୍ଟ ସହିତ ପେନସିଲ୍ କାର୍ଭିଙ୍ଗ୍‌

ବ୍ରହ୍ମପୁର: ହକି ବିଶ୍ୱକପ ପାଇଁ ଚକ୍ ଆର୍ଟ ସହିତ ପେନସିଲ୍ କାର୍ଭିଙ୍ଗ୍‌ ଆର୍ଟ ପ୍ରସ୍ତୁତ କରି ଚର୍ଚ୍ଚାରେ ଇଂଞ୍ଜିନିୟରିଙ୍ଗ୍ ଛାତ୍ର କେ.ବିଜୟ ରେଡି। ଶିତଳାପଲ୍ଲୀ ସ୍ଥିତ ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟର ଚତୁର୍ଥ ବର୍ଷର ଛାତ୍ର ବିଜୟ ଏହାକୁ ପ୍ରସ୍ତୁତ କରି ଚର୍ଚ୍ଚାରେ…

ବ୍ରହ୍ମପୁର ଉପଜିଲାପାଳଙ୍କ ବାସଭବନରୁ ନାଗ ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁର ଉପଜିଲାପାଳଙ୍କ ବାସଭବନ ପରିସରରୁ ଏକ ୫ ଫୁଟର ନାଗ ସାପକୁ ଉଦ୍ଧାର କରିଛି ସ୍ନେକ ହେଲ୍ପ ଲାଇନ। ସୂଚନା ମୂତାବକ ଗୁରୁବାର ଉପଜିଲାପାଳଙ୍କ ବାସଭବନ ପରିସରରେ ଏକ ବିରାଟକାୟ ସାପ ବୁଲୁଥିବାର କର୍ମଚାରୀମାନେ ଦେଖିଥିଲେ। ଏହାପରେ ସେମାନେ ସ୍ନେକ ହେଲ୍ପ ଲାଇନକୁ ଯୋଗାଯୋଗ…

ପୋଖରୀରେ ବୁଡିଗଲେ ଦୁଇ ଭଉଣୀ

ବ୍ରହ୍ମପୁର: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଖମାରପଲ୍ଲୀ ଗ୍ରାମର ନୂଆସାହି ହରିଜନ ସାହିର ଦୁଇ ଜଣ ଭଉଣୀ ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ମୃତକମାନେ ହେଲେ ବୁଲୁ ନାଇକଙ୍କ ଦୁଇ ଝିଅ ୧୦ବର୍ଷର ଝିଅ ସାଲିନ ଏବଂ ୮ବର୍ଷର ସୋନାଲିକା। ରବିବାର…