Latest Odisha News

BREAKING NEWS

Browsing Category

ଭଦ୍ରକ

Bhadrak

ମା’ ଭଦ୍ରକାଳୀଙ୍କ ମହାଲକ୍ଷ୍ମୀ ବେଶ

ଭଦ୍ରକ: ଶେଷ ହୋଇଛି ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ । ମା’କାଳୀ ଶ୍ରଦ୍ଧାଳୁ ମାନଙ୍କୁ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଇଛନ୍ତି । ଶେଷ ଦିନରେ ମା’ ଭଦ୍ରକାଳୀ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ମା’ ପଦ୍ମ ଉପରେ ଉପବେଶନ କରିଥିବା ବେଳେ ଧବଳ ହସ୍ତୀ ବାହାନ ରୂପରେ…

ମହା ସରସ୍ଵତୀ ବେଶରେ ମା’ ଭଦ୍ରକାଳୀ

ଭଦ୍ରକ: ମହା ସରସ୍ଵତୀ ବେଶରେ ମା’ ଭଦ୍ରକାଳୀ । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ଷଷ୍ଠ ଦିନ ପୂଜାରେ ମହା ସରସ୍ଵତୀ ବେଶରେ ଦର୍ଶନ ଦେଉଛନ୍ତି ମା’ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ମା’ ଭଦ୍ରକାଳୀଙ୍କ ପୀଠ । ସକାଳ ସମୟରେ ପହଡ଼ ଖୋଲିବା ପରେ ମା’ଙ୍କର ସକାଳ ରୀତିନୀତି ଅନୁଯାୟୀ…

ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ : କାଳୀପୂଜା ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ସପ୍ତମାତୃକା ବେଶରେ ଦର୍ଶନ ଦେଉଛନ୍ତି । ମା’ ୭ ଦିନରେ ୭ଟି ବେଶ ଧାରଣ କରନ୍ତି । ଶନିବାର ସପ୍ତମାତୃକା ବେଶର ତୃତୀୟ ଦିନରେ ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ମା’ । ପୃଥିବୀକୁ ଶତୃଙ୍କୁ ସଂହାର କରିବା ପାଇଁ…

ଦେବମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ

ଭଦ୍ରକ : ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରେ ଆଜି ଠାରୁ ଆରମ୍ଭ ହୋଇଛି କାଳୀପୂଜା । ମା ସପ୍ତମାତୃକା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ଗୁରୁବାର ମା’ ସପ୍ତମାତୃକା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। କରୋନା କଟକଣା ମଧ୍ୟରେ ମା’ ଙ୍କ ପୂଜାର୍ଚ୍ଚନା ଚାଲିଛି।…

ବଢୁଛି ନକଲି ନୋଟ୍ କାରବାର , ଜଣେ ଗିରଫ

ଚାନ୍ଦବାଲି: ଦିନକୁ ଦିନ ଭଦ୍ରକ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ନକଲି ନୋଟ୍ କାରବାର ବଢ଼ିବାରେ ଲାଗିଛି । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ପୀରାହାଟ ଥାନା ଅଞ୍ଚଳରେ। ବାଁସଡା ଥାନା ନୂଆଗାଁ ପଞ୍ଚାୟତ ହଟପୁର ଗ୍ରାମରେ ନିରଞ୍ଜନ ଜେନା ବୋଲି ଜଣାପଡିଛି । ଯୁବକ ଜଣକ ଗଦି ବଜାରରେ ଥିଲା…

ବିନା ଭକ୍ତରେ ୭ଜଣ ସେବାୟତରେ ମାଆ କାଳୀଙ୍କ ପୂଜା

ଭଦ୍ରକ : ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମାଆ ଭଦ୍ରକାଳୀଙ୍କ ପୀଠରେ ପୂଜାର୍ଚ୍ଚନା ପାଇଁ କଟକଣା । ଟ୍ରଷ୍ଟ ପକ୍ଷରୁ କୋଭିଡ କଟକଣା ଭିତରେ ସମସ୍ତ ପ୍ରକାର ଆୟୋଜନ କରାଯାଇଛି । ମାଆଙ୍କ ପୀଠରେ କାଳୀପୂଜା ଅବସରରେ ସପ୍ତ ଦିବସ ବ୍ୟାପି ସପ୍ତମାତୃକା ବେଶରେ ମାଆ ଭଦ୍ରକାଳୀଙ୍କୁ ପୂଜାର୍ଚ୍ଚନା କରାଯିବା…

ପୁଣି ଜବତ ହେଲା ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗର

ଭଦ୍ରକ: ପୁଣି ଜବତ ହେଲା ବ୍ରାଉନସୁଗର । ବାଲେଶ୍ୱରରୁ ଚାଲାଣ ବେଳେ ପୋଲିସ ଦ୍ବାରା ଜବତ ହେଲା ୩୧୬ ଗ୍ରାମର ବ୍ରାଉନସୁଗର । ତେବେ ବ୍ରାଉନସୁଗର ଚାଲାଣ ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ । ଭଦ୍ରକ ବଉଳପୋଖରୀ ଗାଁର ଦୁଇ ଜଣ ଯୁବକଙ୍କ ସହ ଜଣେ…

ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭଦ୍ରକ: ଘରୋଇ ମେସରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଭଦ୍ରକ କଲେଜ ରୋଡ ନିକଟରେ ଥିବା ଏକ ଘରୋଇ ମେସରୁ ଜଣେ ଛାତ୍ରୀର ଝୁଲନ୍ତା ମୃତଦେହକୁ ଭଦ୍ରକ ଟାଉନ ଥାନା ପୁଲିସ ଜବତ କରିଛି । ଯୁବତୀ ଆତ୍ମହତ୍ୟା କରିଛନ୍ତି କି ଅନ୍ୟ କୌଣସି କାରଣରୁ ତାଙ୍କର ମୃତ୍ୟୁ ଘଟିଛି, ତାହାକୁ ନେଇ ପୁଲିସ…

ମାଆଙ୍କ ଦଶମୀ ପୂଜାରେ ସିନ୍ଦୂର ଖେଳ

ଭଦ୍ରକ : ମାଆଙ୍କ ଦଶମୀ ପୂଜା ସହିତ ସିନ୍ଦୂର ଖେଳ ହୋଇଛି। ମାଆଙ୍କ ବିଦାୟ ପୂର୍ବରୁ ମହିଳା ମାନେ ପରସ୍ପରକୁ ସିନ୍ଦୂର ଲଗାଇ ଦୁର୍ଗାଙ୍କୁ ଆବାହନ କରିଥାନ୍ତି । ମଣ୍ଡପରେ ମା’ ଦୁର୍ଗାଙ୍କ ଦଶମୀ ପୂଜା ଅନୁଷ୍ଠିତ ହେଉଛି । ପରେ ମା’ଙ୍କର ବିସର୍ଜନ ହେବ । ତେବେ ଅନେକ ମଣ୍ଡପରେ ପୂଜା ଅନୁଷ୍ଠିତ…

ଭଦ୍ରକରେ ଟୋକା ଗଣେଶଙ୍କ ଭସାଣ ଉତ୍ସବ

ଭଦ୍ରକ: ଧରାପୃଷ୍ଠରୁ ବିଦାୟ ନେଲେ ଟୋକା ଗଣେଶ । ଭଦ୍ରକ ସହରର ପୂରୁଣାବଜାରଠାରେ ଗଣେଶ ଚତୁର୍ଥୀଠାରୁ ମାସେ ଧରି ପୂଜା ପାଇ ଆସୁଥିବା ବାବା ଟୋକା ଗଣେଶଙ୍କର ଭସାଣି ଉତ୍ସବ ଶାନ୍ତା ଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି । ସ୍ଥାଇ ମଣ୍ଡପରୁ ବାବା ଟୋକା ଗଣେଶଙ୍କ ନିରାଡମ୍ବର ଶୋଭାଯାତ୍ରା ବାହାରିଥିଲା…