Latest Odisha News

BREAKING NEWS

Browsing Category

ସହର

City

୪୪ ଡିଗ୍ରୀ ସହ ବୌଦ୍ଧ ଓ ନୂଆପଡ଼ା ରାଜ୍ୟର ଉତ୍ତପ୍ତ ସହର, ଉପକୂଳରୁ ହଟିଲା ଗ୍ରୀଷ୍ମପ୍ରବାହ ସ୍ଥିତି

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ । ତେବେ ଉପକୂଳ ଓଡ଼ିଶାରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ପଶ୍ଚିମ ଓଡ଼ିଶାରେ ଅଗ୍ନି ବର୍ଷୁଛି । ସେହିପରି ଆଜି ୨୫ ଟି ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି । ୪୪ ଡିଗ୍ରୀ ସହ…

ବିଜେଡିର ମିଶ୍ରଣ ପର୍ବ: ଶଙ୍ଖ ଫୁଙ୍କିଲେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ର

ଭୁବନେଶ୍ୱର: ଶଙ୍ଖ ଭବନରେ ଆଜି ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ରଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆନୁଷ୍ଠାନିକ ଭାବେ ଦଳରେ ଯୋଗଦେଇଛନ୍ତି । ଏହି ଅବସରରେ…

ରାଣୀଙ୍କ ଆଖିରେ ଲୁହ !

ଭୁବନେଶ୍ବର: ନା ଏକୂଳର ହେଲେ ନା ସେକୂଳର । ମଝି ଦରିଆରେ ହଟହଟା ଦେବଗଡ ରାଣୀ । ବଡ ଆଶାରେ ବିଜେଡିରେ ଯୋଗ ଦେଇଥିଲେ ଅରୁନ୍ଧତୀ ଦେବୀା ଦଳରେ ମିଶୁ ମିଶୁ ଟିକେଟ୍ ବି ଦେଇଥିଲା ବିଜେଡି । ପ୍ରାର୍ଥୀ ହେବା ପରେ ମଇଦାନରେ ସକ୍ରିୟ ଥିଲେ । ଗ୍ରାଉଣ୍ଡରେ ପ୍ରଚାର ବି କରୁଥିଲେ । ହେଲେ ହଠାତ୍…

ଆମ୍ରି ହସ୍ପିଟାଲ ପକ୍ଷରୁ ମାଗଣା ଯକୃତ ପରାମର୍ଶ ଶିବିର ଆୟୋଜିତ

ଭୁବନେଶ୍ଵର: ପୂର୍ବ ଭାରତର ଏହି ଅଗ୍ରଣୀ ସ୍ୱାସ୍ଥ୍ୟସେବା ଅନୁଷ୍ଠାନ ଆମ୍ରି ହସ୍ପିଟାଲ ଜନସାଧାରଣଙ୍କୁ ସେବା ଯୋଗାଇବା ନିମନ୍ତେ ପୁଣି ଆଉ ଏକ ପଦକ୍ଷେପ ଗ୍ରହଣ କରିଛି । ଆମ୍ରି ହସ୍ପିଟାଲ ପରିସରରେ ଏକ ଲିଭର କ୍ଲିନିକର ଶୁଭାରମ୍ଭ କରିଛି । ଏଠାରେ ଆସନ୍ତା ମେ' ୮ ତାରିଖରେ ଏକ ମାଗଣା ଯକୃତ…

ଭଡା ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭୁବନେଶ୍ୱର: ରାଜଧାନୀରେ ଏକ ଭଡା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ଯୁବତୀଙ୍କ ନାଁ ବିଷ୍ଣୁପ୍ରିୟା ରାଉତ । ତେବେ ଯୁବତୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାରଲୋକେ । ଅଭିଯୋଗକୁ ଭିତ୍ତି କରି ତଦନ୍ତ କରୁଛି ପୋଲିସ । ଖବର ମୁତାବକ, ବିଷ୍ଣୁପ୍ରିୟା ତାଙ୍କ…

ଆସନ୍ତା କାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: କାଲି ତଥା ରବିବାର ଦିନ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । କାଲି ରାତି ସାଢେ ୯ଟାରେ ଭୁବନେଶ୍ବରରେ ପହଁଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏଥିସହ କାଲି ରାତିରେ  ଭୁବନେଶ୍ବରରେ ରହିବେ ପ୍ରଧାନମନ୍ତ୍ରୀ । ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ସୂଚନା ।…

ରାଜ୍ୟରେ ଆରମ୍ଭ ହୋଇଛି କଲରାପତରିଆ ବାଘ ଗଣନା

ଭୁବନେଶ୍ଵର: ଚଳିତବର୍ଷରୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା ଆରମ୍ଭ କରିଛନ୍ତି। ରାଜ୍ୟର ୫୧ଟି ଡିଭିଜନରେ କଲରାପତରିଆ ବାଘ ଗଣନା କରାଯାଉଛି । ଗଣନା ପାଇଁ ୩,୩୧୨ଟି ଟ୍ରାପ କ୍ୟାମେରା ବ୍ୟବହାର କରାଯିବ। ପ୍ରତ୍ୟେକ ଡିଭିଜନରେ ପ୍ରତି ୨୫ ବର୍ଗ କିଲୋମିଟରରେ ୫ଟି ଟ୍ରାପ କ୍ୟାମେରା…

ଟିକେଟ୍ ଫେରାଇଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି

ଭୁବନେଶ୍ଵର: ଟିକେଟ୍ ଫେରାଇଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି । ଦଳ ଫଣ୍ଡିଂ ନ ଦେବାରୁ ସୁଚରିତା ଟିକେଟ୍‌ ଫେରାଇଥିବା ନେଇ ଏଆଇସିସିକୁ ଜଣାଇଛନ୍ତି । ବିନା ପାର୍ଟି ଫଣ୍ଡିଂରେ ପ୍ରଚାର କରିବା ସମ୍ଭବ ନୁହେଁ ବୋଲି ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଏଆଇସିସି ସାଧାରଣ…

ଆଜି ୪ ଜିଲ୍ଲାରେ ମାରାଥନ ପ୍ରଚାର କରିବେ ନବୀନ

ଭୁବନେଶ୍ଵର: ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକସଭା କ୍ଷେତ୍ର ମଧ୍ଯରୁ ୩ଟି ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସକାଳ ୧୦ ଟା ୧୦ରେ…

ଆଜି ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ଵର: ଓଡିଶା ମୁହାଁ ବିଜେପିର ଶୀର୍ଷ ନେତା । ଆସନ୍ତା ମେ’ ୬ରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି ଆସିବେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର । ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଏସ.ଜୟଶଙ୍କର । ଭୁବନେଶ୍ବର, କଟକ ଓ ସମ୍ବଲପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବା ସହ…