Latest Odisha News

BREAKING NEWS

Browsing Category

ସହର

City

କମ୍ପିବ ଓଡ଼ିଶା: ବିଜେପିର ଷ୍ଟାର କ୍ୟାମ୍ପେନର କରିବେ ପ୍ରଚାର, ପିପିଲିରେ ରୋଡ୍‌ ସୋ କରିବେ ଡ୍ରିମ୍‌ଗର୍ଲ୍

ଭୁବନେଶ୍ବର: ଗଣନ୍ତ୍ରର ମହାପର୍ବ ପାଇଁ ନେତା ମାନଙ୍କର ପ୍ରସ୍ତୁତି ଜୋରଦାର । ଏହି ମଧ୍ୟରେ ବିଜେପିର ସ୍ପେଶାଲ ଫୋକସ୍ ରହିଛି ଓଡ଼ିଶା ଉପରେ । ସେଥିପାଇଁ ବିଜେପି ନେତାମାନେ ଘନ ଘନ ଓଡିଶା ମୁହାଁ ହୋଇଛନ୍ତି । ଆଜି ଓଡିଶା ଆସୁଛନ୍ତି ଡ୍ରିମ ଗର୍ଲ ହେମା ମାଳିନୀ । ବିଜେପିର ମଥୁରା ସାଂସଦ…

ଜନସମୁଦ୍ର ପାଲଟିଛି ରାଜଧାନୀ ରାଜରାସ୍ତା, ରୋଡ ସୋ’ କରୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜଧାନୀରେ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୁଛନ୍ତି ରୋଡ୍ ସୋ' । ନବୀନଙ୍କ ରୋଡ ସୋ’ରେ ସାମିଲ ହୋଇଛନ୍ତି ହଜାର ହଜାର ଲୋକ । ଜନସମୁଦ୍ର ପାଲଟିଛି ରାଜଧାନୀ ରାଜରାସ୍ତା । ଗଙ୍ଗନଗରରୁ ରୋଡ ସୋ' ଆରମ୍ଭ କରିଛନ୍ତି ନବୀନ । ହାତ ହଲାଇ ଉପସ୍ଥିତ ଜନତାଙ୍କୁ ଅଭିବାଦନ…

ବରଗଡରେ ବଦଳିଲାଣି କି ବାଜି !

ଭୁବନେଶ୍ବର: ବରଗଡରେ ଏଥର ବଡ ଲଢେଇ । ଗତଥର ବିଜେଡି ସବୁ ବିଧାନସଭା ଆସନ ଜିତିଥିଲେ ବି ଲୋକସଭାରେ ବାଜି ମାରି ନେଇଥିଲା ବିଜେପି । ଏଥର ବଦଳିଛନ୍ତି ସବୁ ଦଳର ପ୍ରାର୍ଥୀ । ବିଜେପି ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି ତ ବିଜେଡିରୁ ପରିଣୀତା ମିଶ୍ର ଓ କଂଗ୍ରେସରୁ ସଞ୍ଜୟ…

‘ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର ଦିଆଯିବ’

ଭୁବନେଶ୍ବର: ଆଜି ଅର୍ଥାତ ଗୁରୁବାର କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଫଗନ ସିଂ ଭୁବନେଶ୍ବରରେ ଏକ ପ୍ରେସମିଟ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।  ଓଡ଼ିଶାରେ ମିଳିମିଶି ସରକାର ବଦଳାଇବାକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ । 'ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର…

ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଲେ ରମାରଞ୍ଜନ ବଳିୟାରସିଂହ

ଭୁବନେଶ୍ୱର: ବିଜେପିରୁ ଇସ୍ତଫା ଦେବା ପରେ ବିଜେଡିରେ ମିଶିଲେ ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ । ଆଜି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ଦଳରେ ଯୋଗଦେଲେ ରମା ରଞ୍ଜନ । ଏହି ସମୟରେ ତାଙ୍କୁ ଉପଢୌକନ ଓ ପୁଷ୍ପ ଗୁଚ୍ଛ…

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ଘଟଣାରେ ୮ ଗିରଫ

ବ୍ରହ୍ମପୁର: ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ରାଜନୈତିକ ହିଂସାକାଣ୍ଡ ଘଟଣାରେ ୮ ଗିରଫ। ଆକ୍ରମଣକାରୀଙ୍କ ମଧ୍ୟରୁ ୮ ଜଣଙ୍କୁ ଗିରଫ କଲା ପୋଲିସ। ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି ଭଳି ଘଟଣା ଦେଖିବାକୁ ମିଳିଥିଲା। ଉଭୟ…

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର, ନବୀନ ବାବୁଙ୍କୁ ଆରାମ ଦରକାର: ଜେପି ନଡ୍ଡା

ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ନିଜର ପାୱାର ସୋ କରି ନବୀନ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆଜି ସକାଳ ପାଖାପାଖି ୧୦ ଟା ବେଳକୁ ମାଉସୀ ମା ମନ୍ଦିରଠାରୁ ନିଜର କର୍ମୀ ଓ ସହଯୋଗୀଙ୍କ ସହିତ ରୋଡ ସୋ ଆରମ୍ଭ କରିଥିଲେ ନଡ୍ଡା। ଏହାପରେ ସେ…

ନିର୍ବାଚନ ସମୟରେ ବଢିବ ତାତି, ଶୀଘ୍ର ଆସିବ ମୌସୁମୀ

ଭୁବନେଶ୍ଵର: ଆହୁରି ବଢିବ ତାତି । ଆଗାମୀ ୪ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ୧୮ ତାରିଖ ବେଳକୁ ନୂଆପଡ଼ା ତାପମାତ୍ରା ୪୫ ଡିଗ୍ରି ଛୁଇଁପାରେ ବୋଲି କହିଛି ପାଣିପାଗ ବିଭାଗ । ତେବେ ଏହି ସମୟରେ ଉପକୂଳ ଓଡିଶାରେ ସାମାନ୍ୟ…

ନବୀନ, ନଡ୍ଡାଙ୍କ ପ୍ରଚାରରେ ଦୁଲୁକିବ ରାଜଧାନୀ: ସକାଳେ ବିଜେପି, ସନ୍ଧ୍ୟାରେ ବିଜେଡିର ମେଗା ରୋଡ଼ ସୋ’

ଭୁବନେଶ୍ୱର: ଆଜି ନିର୍ବାଚନ ପ୍ରଚାରରେ ଦୁଲୁକିବ ରାଜଧାନୀ। ବିଜେଡି ଓ ବିଜେପିର ଦୁଇ ହେବିୱେଟ ମେଗା ରୋଡ ସୋ କରିବେ। ସକାଳ ସାଢେ ୯ଟାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମାଉସୀ ମା’ ମନ୍ଦିରଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ଏହି ଶୋ’ କରିବେ। ସନ୍ଧ୍ୟାରେ ବିଜେଡି ସୁପ୍ରିମୋ…

ରାଜଧାନୀରେ ବିଳମ୍ବିତ ରାତିରେ ସିଲିଣ୍ଡର ବିସ୍ଫୋରଣ, ଜଳିଗଲା ୩ ଦୋକାନ

ଭୁବନେଶ୍ୱର: ରାତି ପ୍ରାୟ ସାଢ଼େ ୧୨ଟା ବେଳେ ମଞ୍ଚେଶ୍ବର ଥାନା ପାଣ୍ଡରା ଛକ ନିକଟରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ୩ଟି ଦୋକାନ ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇବା ବେଳେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଅଗ୍ନିଶମ…