Latest Odisha News

BREAKING NEWS

Browsing Category

ଯାଜପୁର

Jajpur

ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଯାଜପୁର: ଚଣ୍ଡିଖୋଲ ସମାବେଶରେ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକର୍ପଣ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି ଭାରତୀୟ…

ଆସିବେ ପ୍ରଧାନମନ୍ତ୍ରୀ, ଚାଲିଛି ପ୍ରସ୍ତୁତି

ଯାଜପୁର: ଆସନ୍ତା ୫ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଯାଜପୁର ଜିଲ୍ଲା ବଡଚଣା ନିର୍ବାଚନ ମଣ୍ଡଳୀର ଚଣ୍ଡିଖୋଲ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ବେଣାପୁର ଠାରେ…

ମୋଦୀଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ପ୍ରସ୍ତୁତି

ଭୁବନେଶ୍ବର: ଆାସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଯାଜପୁର ଜିଲ୍ଲା ଚଣ୍ଡିଖୋଲ କାର୍ଯ୍ୟକ୍ରମରେ ଯୋଗ ଦେବାର କର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ପ୍ରଶାସନିକ ପ୍ରସ୍ତୁତି ପାଇଁ ସମ୍ପର୍କରେ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ବସିଥିଲା । ୫…

୫ରେ ଓଡ଼ିଶା ଆସିବେ ମୋଦୀ

ଯାଜପୁର: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବା ନେଇ ସହପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି । ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ କର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କାର୍ଯ୍ୟକ୍ରମ ସ୍ଥିର ହେବ…

ଦିନିକିଆ ଯାଜପୁର ଜିଲ୍ଲା ଗସ୍ତରେ ଆସି ଗରିବଙ୍କ ଦୁଃଖ ବୁଝିଲେ ରାଜ୍ୟପାଳ ରଘୁବର ଦାସ

ଯାଜପୁର: ଦିନିକିଆ ଯାଜପୁର ଜିଲ୍ଲା ଗସ୍ତରେ ଅଛନ୍ତି ରାଜ୍ୟପାଳ ରଘୁବର ଦାସ । ଯାଜପୁର ଜିଲ୍ଲା ଗସ୍ତରେ ଆସି ଦଶରଥପୁର ବ୍ଲକର ବିଭିନ୍ନ ଅଞ୍ଚଳକୁ ଯାଇ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ଭେଟିଛନ୍ତି । ପ୍ରଥମେ ଖଣ୍ଡରା ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ସେଠାରେ ବିଭିନ୍ନ ବ୍ୟକ୍ତି ମାନଙ୍କୁ ଭେଟିବା…

ଯାଜପୁରରେ ଚାଞ୍ଚଲ୍ୟ, ବାଡିପଟରୁ ମିଳିଲା ଶିଶୁର କଟାମୁଣ୍ଡ

ଯାଜପୁର: ଯାଜପୁରରୁ ଆସିଛି ଏକ ଚାଞ୍ଚଲ୍ୟକର ଘଟଣା । ଘରପଛ ବାଡିରୁ ଏକ ଶିଶୁର କଟା ମୁଣ୍ଡ ଉଦ୍ଧାର କରାଯାଇଛି । ଯାଜପୁର ରୋଡ ଥାନା ଶଙ୍ଖଚିଲା ରାଧାନଗର ଗ୍ରାମରେ ଦେଖିବାକୁ ମିଳିଛି ଏହି ଅଭାବନିୟ ଘଟଣା । ମୃତ ଶିଶୁର ପରିଚୟ ମିଳିପାରିନାହିଁ । ପୋଲିସ କଟାମୁଣ୍ଡକୁ ଉଦ୍ଧାର କରି ତଦନ୍ତ ଆରମ୍ଭ…

ବିଶ୍ବର ସର୍ବୋଚ୍ଚ ଶୃଙ୍ଗ ଏଭରେଷ୍ଟରେ ବେସ କ୍ୟାମ୍ପ ଆରୋହଣ କରିଛନ୍ତି ଓଡ଼ିଆ ମହିଳା ମମତା

ଯାଜପୁର: ବିଶ୍ୱର ସର୍ବୋଚ୍ଚ ଶୃଙ୍ଗ ଏଭରେଷ୍ଟର ବେସ କ୍ୟାମ୍ପ ଆରୋହଣ କରିଛନ୍ତି ଓଡିଶାର ମହିଳା । ଓଡ଼ିଆ ମହିଳା ମମତା ରାଉତ ସଫଳତାର ସହ ମାଉଣ୍ଟ ଏଭରେଷ୍ଟ ଆରୋହଣ କରିଛନ୍ତି । ଯାଜପୁର ଜିଲା ଧର୍ମଶାଳା ପଟୁଣିଆ ଗ୍ରାମର ମୂଳ ବାସିନ୍ଦା ମମତା ଏବେ ଭୁବନେଶ୍ବର ଜଗନ୍ନାଥ ବିହାର ଅଞ୍ଚଳରେ…

ଆରମ୍ଭ ହେଲା ଇଣ୍ଟରନେସନାଲ୍ କ୍ରାଫ୍ଟ ସମିତ, ଯୋଗ ଦେଲେ ବଲିଉଡ଼ ଅଭିନେତା ନବାଜୁଦ୍ଦିନ୍ ସିଦ୍ଦିକି

ଯାଜପୁର: ଯାଜପୁର ଜିଲ୍ଲା ବ୍ୟାସନଗର ଠାରେ ଇଣ୍ଟରନେସନାଲ୍ କ୍ରାଫ୍ଟ ସମ୍ମିଟ୍ ବା ଆନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଭର୍ଚୁଆଲ ମୋଡ଼ରେ ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ହସ୍ତତନ୍ତ, ବସ୍ତ୍ର ଏବଂ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆୟୋଜିତ…

ପୁଣି ଚର୍ଚ୍ଚାରେ ନଗଡା: ଆଉ ଏକ ନବଜାତ ଶିଶୁ ଅପପୁଷ୍ଟିର ଶିକାର!

ଯାଜପୁର:ପୁଣି ଥରେ ମୁଣ୍ଡ ଟେକୁଛି କି ବହୁ ଚର୍ଚ୍ଚିତ ନଗଡା ଅପପୁଷ୍ଟି ମାମଲା । ପୁଣି ଥରେ ନଗଡାରେ ଏକ ନବଜାତ ଶିଶୁ ଅପପୁଷ୍ଟିର ଶିକାର ହୋଇଥିବା ସୂଚନା ମିଳିଛି । ତେବେ ଏହି ଘଟଣାରେ କେତେ ସତ୍ୟତା ରହିଛି ତାହା ଏବେ ଏଠାରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୂଚନାଯୋଗ୍ୟ ଯେ, ନିକଟରେ ନଗଡା…

ପୋଖରୀରେ ବୁଡି ଚାଲିଗଲା ଭାଇ ଭଉଣୀଙ୍କ ଜୀବନ

ଯାଜପୁର: ପୋଖରୀରେ ବୁଡି ଚାଲିଗଲା ଭାଇ ଭଉଣୀଙ୍କ ଜୀବନ। ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଲାଲବାଗ କୁଳସାହି ଗ୍ରାମରେ ଘଟିଛି ଏଭଳି ଅଘଟଣ। ମୃତକ ଦୁଇ ଜଣ ଗୋଟିଏ ପରିବାରର ବୋଲି ଜଣାପଡିଛି । ସମ୍ପର୍କରେ ଉଭୟେ ଭାଇ ଭଉଣି ବୋଲି ସୂଚନା ମିଳିଛି । ଗ୍ରାମର ମାନସ ଜେନାଙ୍କ ୩ବର୍ଷ ର ପୁଅ…