Latest Odisha News

BREAKING NEWS

Browsing Category

ଯାଜପୁର

Jajpur

ହୋଲି ଖେଳ ସାରି ଗାଧୋଇବା ହେଲେ କାଳ : ଖରସ୍ରୋତା ନଦୀରେ ବୁଡି ଜଣେ ମୃତ , ୫ ନିଖୋଜ

ଯାଜପୁର : ହୋଲି ଖେଳ ସାରି ଗାଧୋଇବା ହେଲା କାଳ ।ଯାଜପୁର ଟାଉନ ଥାନା ବଡ ସୁଆର ଅଞ୍ଚଳରେ ଅଭାବନୀୟ ଘଟଣା । ଖରସ୍ରୋତା ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ବୁଡିଯାଇ ୬ ଜଣ ଯୁବକ ନିଖୋଜ ହୋଇଯାଇଛନ୍ତି । ଜଣଙ୍କର ମୃତ୍ୟୁ ହୋଇଯାଇଥିବା ସୂଚନା ମିଳିଛି ।ଜଣଙ୍କୁ ଉଦ୍ଧାର କରାଯାଇ…

ପୌର ନିର୍ବାଚନ : ଯାଜପୁର ୧୧ନମ୍ବର ୱାର୍ଡର କଂଗ୍ରେସ ପ୍ରାର୍ଥୀନୀଙ୍କୁ ଅପହରଣ ଅଭିଯୋଗ

ଯାଜପୁର : ପୌର ନିର୍ବାଚନକୁ କେନ୍ଦ୍ର କରି ପ୍ରାର୍ଥୀଙ୍କୁ କରାଯାଉଛି ଅପହରଣ । ଯାଜପୁର ପୌରପାଳିକାର ୧୧ ନମ୍ବର ୱାର୍ଡ କଂଗ୍ରେସ ପ୍ରାର୍ଥୀନୀ କବିରନ ବିବିଙ୍କୁ ଅପହରଣ କରିନିଆଯାଇଥିବା ଅଭିଯୋଗ ଆଣିଛନ୍ତି ତାଙ୍କ ପୁଅ ଜଲାଲୋ ଖାନ୍ । ୯ ତାରିଖ ସଂଧ୍ୟା ବେଳଠାରୁ ମାଙ୍କୁ କଂଗ୍ରେସ ନେତାମାନେ…

ସାମାନ୍ୟ ମାଛଧରାକୁ କେନ୍ଦ୍ର କରି ହତ୍ୟାକାଣ୍ଡ, ଜଣେ ମୃତ

ଯାଜପୁର: ମାଛଧରାକୁ କେନ୍ଦ୍ର କରି ଗଣ୍ଡଗୋଳ । ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଚଷାଖଣ୍ଡ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଚଷାଖଣ୍ଡ ଗାଁର ଧୀରେନ୍ଦ୍ର ଜେନା । ଅଭିଯୋଗ ଅନୁସାରେ, କିଛି ଦିନ ତଳେ ମାଛଧରାକୁ କେନ୍ଦ୍ର କରି ଧୀରେନ୍ଦ୍ରଙ୍କର…

ୟୁକ୍ରେନରୁ ଯାଜପୁର ଫେରିଲେ ଓଡ଼ିଆ ଛାତ୍ର ଛାତ୍ରୀ

ଯାଜପୁର:ଦିନକୁ ଦିନ ତୀବ୍ରତର ହେଉଛି ୟୁକ୍ରେନ୍-ଋଷ ଯୁଦ୍ଧ । ତେବେ ୟୁକେନକୁ ପାଠ ପଢିବାକୁ ଯାଇଥିବା ବହୁ ଛାତ୍ରଛାତ୍ରୀ ସେଠାରେ ଫସି ରହିଥିବା ବେଳେ ଅନେକୁ ଛାତ୍ରଛାତ୍ରୀ ନିଜ ଘରକୁ ଫେରିଛନ୍ତି । ୟୁକ୍ରେନରୁ ଯାଜପୁରକୁ ଫେରିଛନ୍ତି ଓଡ଼ିଆ ଛାତ୍ର ଛାତ୍ରୀ । ଯାଜପୁର ଜିଲ୍ଲାର ପାଖାପାଖି…

[ଦେଖନ୍ତୁ ଭିଡିଓ] ୟୁକ୍ରେନରୁ ସୁରକ୍ଷିତ ଫେରିଲେ ଓଡିଆ ଡାକ୍ତରୀ ଛାତ୍ର

ଯାଜପୁର : ଋଷ ଓ ୟୁକ୍ରେନର ଯୁଦ୍ଧ ଚାଲୁଥିବା ସମୟରେ ଅନେକ ଛାତ୍ର ଛାତ୍ରୀ ସେଠାରେ ଫସିରହିଛନ୍ତି । ୧୩ ଜଣ ଛାତ୍ର ଛାତ୍ରୀ ଆଜି ନବମ ଦିନରେ ଆସି ପହଁଚିଛନ୍ତି ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ । ମେଡିକାଲର ଉଚ୍ଚ ଶିକ୍ଷା ପାଇଁ ସୁଦୂର ୟୁକ୍ରେନକୁ ଯାଇଥିବା ଓଡ଼ିଆ ଛାତ୍ର…

ପରାଜିତ ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକମାନଙ୍କ ଉପରେ ଆକ୍ରମଣ

ଯାଜପୁର: ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ ମଙ୍ଗଳପୁର ଥାନା ମଙ୍ଗଳପୁର ପଞ୍ଚାୟତରେ ରାଜନୈତିକ ହିଂସା ଘଟିଛି। ପରାଜିତ ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକଙ୍କ ଉପରେ ବିଜୟୀ ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକମାନେ ଆକ୍ରମଣ କରିଛନ୍ତି। ଏଭଳି ଘଟଣା ଘଟିଛି ମଙ୍ଗଳପୁର ଥାନା ମଙ୍ଗଳପୁର ପଞ୍ଚାୟତର ବଣସାହି…

ଯାଜପୁର ଜିଲ୍ଲାର ୩୯ ଜୋନରୁ ୨୨ଟିରେ ବିଜେଡି ପ୍ରାର୍ଥୀ ବିଜୟୀ

ଯାଜପୁର: ଯାଜପୁର ଜିଲ୍ଲାର ୩୯ ଜୋନରୁ ୨୨ଟିରେ ବିଜେଡି ପ୍ରାର୍ଥୀ ବିଜୟୀ  ।  ଜିଲ୍ଲାର ଜିଲ୍ଲା ପରିଷଦ ଆସନର ଦ୍ବିତୀୟ ଦିନ ଗଣତି ଫଳାଫଳ ଆସିଛି । ଏଥିରେ ୧୨ଟି ଜିଲ୍ଲା ପରିଷଦ ସବୁ ଆସନରୁ  ବିଜେଡି  ବିଜୟୀ ହୋଇଛି । ଜିଲ୍ଲାରେ ମୋଟ ୩୯ ଜୋନରୁ ୨୨ଟି ଜୋନରେ ବିଜେଡି ପ୍ରାର୍ଥୀମାନେ ବିଜୟୀ…

[ଭିଡିଓ] ୟୁକ୍ରେନରେ ଫସି ରହିଛନ୍ତି ଯାଜପୁର ପୁଅ, ଚିନ୍ତାରେ ପରିବାର ଲୋକ

ଯାଜପୁର : ୟୁକ୍ରେନ୍ ଉପରେ ଘନ ଘନ ଆକ୍ରମଣ କରୁଛି ଋଷ ।ଏହି ସମୟରେ ୟୁକ୍ରେନରେ ଫସିଯାଇଛନ୍ତି ଯାଜପୁର ଜିଲ୍ଲା କୋରେଇ ବ୍ଲକ ବରୁଣ୍ଡେଇ ପଞ୍ଚାୟତର ବିରୁହାଁପଡା ଗାଁର ବସନ୍ତ ନାୟକଙ୍କ ଏକମାତ୍ର ପୁଅ ପ୍ରଳୟ କୁମାର ନାୟକ । ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯିବା ଫଳରେ ପୁଅକୁ ପାଇବା…

ଯାଜପୁରରେ ସାମ୍ବାଦିିକଙ୍କୁ ଆକ୍ରମଣ ଘଟଣା: ୩ ଅଭିଯୁକ୍ତ ଗିରଫ

ଯାଜପୁର: ଯାଜପୁରରେ ସାମ୍ବାଦିିକଙ୍କୁ ଆକ୍ରମଣ ଘଟଣାରେ ୩ ଅଭିଯୁକ୍ତ ଗିରଫ । ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ବିଞ୍ଝାରପୁର ବ୍ଲକର ବାଛୋଳ ପଞ୍ଚାୟତ ୨ ନଂ ବୁଥରେ ୩ ଜଣ ସାମ୍ବାଦିକଙ୍କୁ ଆକ୍ରମଣ କରାଯାଇଥିଲା । ଏହି ଘଟଣାରେ ସାମ୍ବାଦିକଙ୍କୁ ଆକ୍ରମଣ ହୋଇଥିବା‌ ବେଳେ ଆଜି ୩ଜଣଙ୍କୁ…

[ଦେଖନ୍ତୁ ଭିଡିଓ] କଡା ସୁରକ୍ଷା ଭିତରେ ବିଭିନ୍ନ ସ୍ଥାନରେ ସାନି ମତଦାନ

ମୟୂରଭଞ୍ଜ: ବିଭିନ୍ନ ସ୍ଥାନରେ ସାନି ମତଦାନ ହୋଇଛି । ମୟୁରଭଞ୍ଜ ଓ ଯାଜପୁରରେ ଭୋଟର ମାନେ ନିଜ ନିଜ ମତଦାନ କରିଛନ୍ତି । କଡା ସୁରକ୍ଷା ଭିତରେ ସକାଳୁ ମତଦାନ ଆରମ୍ଭ ହୋଇଥିଲା । ମୟୂରଭଞ୍ଜ ଜିଲ୍ଲାର ୩ଟି ସ୍ଥାନରେ ସାନି ମତଦାନ । ଆଜି ମୟୂରଭଂଜ ଜିଲ୍ଲାର କପ୍ତିପଦା ବ୍ଲକର ନଟୋ…