Latest Odisha News

BREAKING NEWS

Browsing Category

ସୁନ୍ଦରଗଡ଼

Sundargarh

ଖୁବ୍ ଶୀଘ୍ର ବଣାଇଗଡ଼ ଉପଖଣ୍ଡସ୍ତରୀୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାଇଲିସିସ୍

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ବଣାଇ ଉପଖଣ୍ଡ ଡାକ୍ତରଖାନାରେ ହେମୋ ଡାଇଲିସିସ୍ ସୁବିଧା ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବୃକକ୍ ଜନିତ ସମସ୍ୟା ଦେଇ ଗତି କରୁଥିବା ରୋଗୀମାନେ ଏହାଦ୍ୱାରା ବିଶେଷ ଭାବେ ଉପକୃତ ହେବେ। ଗଲା ମାର୍ଚ୍ଚ ୨୦୨୩ ରେ…

ଟାଙ୍ଗର ମୁଣ୍ଡା ଦୁର୍ଘଟଣା: ମୃତକଙ୍କ ପରିବାରକୁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ…

ସୁନ୍ଦରଗଡ: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଭୋଜି ସାରି ଫେରିବା ବେଳେ ଏକ ଅଟୋ ସହ ହାଇୱା ଧକ୍କା ହେବା  ଅଟୋ ଓ ହାଇୱା ଦୁଇଟି ଯାକ ଗାଡ଼ି ପ୍ରାୟ ୧୫ ଫୁଟ ତଳକୁ ଧାନ ବିଲରେ ଖସି ପଡିଥିଲା। ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ।…

ରାଉରକେଲାରେ ଡାଇରିଆ ଆତଙ୍କ, ଗଲାଣି ୪ ମୁଣ୍ଡ

ରାଉରକେଲା: ପୁଣି ମୁଣ୍ଡ ଟେକିଲାଣି ଡାଇରିଆ । ରାଉରକେଲାରେ ଆତଙ୍କ ଖେଳାଇଲାଣି ଝାଡାବାନ୍ତି । ଦୁଇ ଦିନରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦୨ ଜଣ ଆକ୍ରାନ୍ତ ଏବେ ରାଉରକେଲାର ଆଇଜିଏଚ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଅଛନ୍ତି ।…

ମିଗଜୋମ ପ୍ରଭାବରେ ଭିଜିଲା ଓଡିଶା : ଆଜି ସୁନ୍ଦରଗଡରେ ସବୁ ସ୍କୁଲ ଛୁଟି ଘୋଷଣା

ସୁନ୍ଦରଗଡ: ବାତ୍ୟା ମିଗଜୋମ୍ ଦୁର୍ବଳ ହୋଇଛି ସତ ହେଲେ ଉଜାଡି ଦେଇଛି ସବୁକିଛି  । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଅଦିନିଆ ବର୍ଷା ଜାରି ରହିଛି । ପୁରା ପାଗର ମିଜାସ ବଦଳିଯାଇଛି । ହଠାତ୍ ବଢିଯାଇଛି ଥଣ୍ଡା  । ଦିନର ତାପମାତ୍ରା ଖସିବା ସହ ଦୁଇ ଦିନରେ ତାପମାତ୍ରା ୫ ଡିଗ୍ରୀ…

ଚାଷ ଜମିରୁ ଘରକୁ ଫେରୁଥିବାବେଳେ କଚାଡି ମାରିଲା ହାତୀ

ସୁନ୍ଦରଗଡ : ବନ ବିଭାଗର ବହୁ ଚେଷ୍ଟା ପରେ ବି ଥମୁନି ହାତୀଙ୍କ ଦୌରାତ୍ମ୍ୟ । ହାତୀ-ମଣିଷ ଲଢେଇ ଭିତରେ କେତେବେଳେ ହାତୀର ଜୀବନ ଯାଉଛି ତ କେତେବେଳେ ମଣିଷ ତାର ବହୁ ମୂଲ୍ୟ ଜୀବନ ହରାଉଛି । ଆଜି ଏମିତି କିଛି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ ଜିଲ୍ଲା ଗରଡବାହାଲ ଗାଁରେ । ଚାଷ ଜମିରୁ ଘରକୁ…

ପୋଲରୁ ୨୦ ଫୁଟ ତଳକୁ ଖସିଲା କାର୍ , ୩ ଆହତ

ବଣାଇ : ବଣାଇ ମହୁଲପଦା ଫୁଲଝର ନିକଟରେ ଅଭାବନୀୟ ଘଟଣା ଘଟିଛି  । ଏକ କାର୍ ପୋଲରୁ ୨୦ ଫୁଟ ତଳକୁ ଖସିପଡିଛି । ଏଥିରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ୩ ଗୁରୁତରଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ରାଉରକେଲା ମେଡିକାଲକୁ  ସ୍ଥାନାନ୍ତର କରାଯାଇଛି । କେନ୍ଦୁଝରରୁ ରାଉରକେଲାକୁ ଆସୁଥିବାବେଳେ ଏଭଳି…

ଟଙ୍କା ପାଇଁ ୩୦ କି.ମି. ଗୁରୁଣ୍ଡିଲେ ଦିବ୍ୟାଙ୍ଗ, ଖବର ପ୍ରସାରଣ ପରେ ବୃଦ୍ଧାଙ୍କୁ ମିଳିଲା ଟ୍ରାଇ ସାଇକଲ

ସୁନ୍ଦରଗଡ: ଦେହରେ ବଳ ନାହିଁ କି ଚାଲି ପାରୁନାହାନ୍ତି ଏହି ବୁଢୀ ମଉସୀ ଜଣଙ୍କ । ସରକାରଙ୍କ ଯୋଜନା ସତେ ଯେପରିକି ମାଉସୀଙ୍କ ପାଇଁ ପାଣି ର ଗାର ସଦୃଶ୍ୟ । ବ୍ୟାଙ୍କରୁ ଟଙ୍କା ପାଇଁ ଦୀର୍ଘ ୩୦ କି.ମି. ପର୍ଯ୍ୟନ୍ତ ଗୁରୁଣ୍ଡି ଗୁରୁଣ୍ଡି ଯାଉଥିଲେ ଏହି ଦିବ୍ୟାଙ୍ଗ ବୃଦ୍ଧା ଜଣଙ୍କ । ସୁନ୍ଦରଗଡ଼…

ନିଆଁରେ ପୋଡି ହୋଇ ଦମ୍ପତି ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ସୁନ୍ଦରଗଡ଼: ନିଆଁରେ ପୋଡ଼ି ହୋଇ ସ୍ୱାମୀ-ସ୍ତ୍ରୀ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ। ଗୁରୁତର ଅବସ୍ଥାରେ ସ୍ବାମୀ ଶିବାଜୀ ଲାକ୍ରା ଓ ସ୍ତ୍ରୀ ଅନିତା ଲାକ୍ରା ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ, ବଣାଇ କଲେଜ ପଛ…

ଗୋଷ୍ଠୀ ବିବାଦକୁ ନେଇ ଫୁଟିଲା ଗୁଳି, ଜଣେ ଗୁରୁତର

ରାଉରକେଲା: ରାଉରକେଲାରେ ଗୁଳିକାଣ୍ଡ । ଗୋଷ୍ଠୀ ବିବାଦକୁ ନେଇ ଫୁଟିଲା ଗୁଳି । ଆଜି ସକାଳ ପ୍ରାୟ ୮ଟାରେ ବିଶ୍ରା ଆଇଟିଆଇ ବସ୍ତିରେ ଗୁଳିକାଣ୍ଡ ହୋଇଛି l ଦୁଇ ଅଜ୍ଞାତ ଯୁବକଙ୍କ ଗୁଳିମାଡ଼ରେ ପିକଅପ ଡ୍ରାଇଭର ମହମ୍ମଦ ରାଜା ଗୁରୁତର ହୋଇଛନ୍ତି l ରାଜାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ…

ଟ୍ରେନ ରହଣି ଦାବି ନେଇ ବିଶ୍ରାମୁଣ୍ଡା ରେଲୱେ ଷ୍ଟେସନରେ ରେଳ ରୋକ ଅନ୍ଦୋଳନ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ରାଉରକେଲାର ବିଶ୍ରାମୁଣ୍ଡା ରେଲୱେ ଷ୍ଟେସନରେ ପାସେଞ୍ଜର ଟ୍ରେନ ରହଣି ଦାବିକୁ ନେଇ ଆନ୍ଦୋଳନ ଜୋରଦାର ଦେଖିବାକୁ ମିଳିଛି। ଏହି ଆନ୍ଦୋଳନ କରିଛି ବିଶ୍ରା ପବ୍ଲିକ ଆକ୍ସନ କମିଟି। ପାସେଞ୍ଜର ଟ୍ରେନ ଷ୍ଟେସନରେ ରହଣୀ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…