Latest Odisha News
Browsing Category

ସୁନ୍ଦରଗଡ଼

Sundargarh

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁଓ ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍ ହୋଇଛି । ତାଙ୍କ ନାଁ ପର୍ଶୁରାମ ନାଏକ । ଏକକାଳୀନ ୩ଟି ସ୍ଥାନରେ ଚଢାଉ ଚଳାଇଛନ୍ତି ରାଉରକେଲା ଭିଜିଲାନ୍ସ ଡିଭିଜନର ଟିମ୍ ।…

ବନ୍ଦ ଘରୁ ନବବିବାହିତାଙ୍କ ମୃତଦେହ ଉଦ୍ଧାର, ସ୍ୱାମୀ-ଶ୍ୱଶୁର ଫେରାର

ସୁନ୍ଦରଗଡ଼: ବନ୍ଦ ଘର ଭିତରୁ ନବ ବିବାହିତାଙ୍କ ମୃତଦେହ ଉଦ୍ଧାର । ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି ମୃତଦେହ । ବାହାରୁ ଘର ବନ୍ଦ ରହିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ ସରସରା ଗାଁରେ । ମୃତକ ହେଲେ ବିଭୂତି ବେହେରାଙ୍କ ପତ୍ନୀ…

ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ଜଣ ଗୁରୁତର, କାରଣ ଅସ୍ପଷ୍ଟ

ସୁନ୍ଦରଗଡ଼: ବାଇକରେ ଆସି ଗୁଳିମାଡ଼ କଲେ ଦୁର୍ବୃତ୍ତ । ଏଥିରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବସଷ୍ଟାଣ୍ଡ ନିକଟରେ ଏହି ଗୁଳିମାଡ଼ ହୋଇଛି । ଦୁର୍ବୃତ୍ତଙ୍କ ଗୁଳିରେ ଜଣେ ଗହଣା ଦୋକନୀ ପୁଅଙ୍କ ସମେତ ୨ଜଣ ଗୁରୁତର ହୋଇଛନ୍ତି । ବାଇକରେ ତିନି ଜଣ ଦୁର୍ବୃତ୍ତ ଆସି…

ଗଞ୍ଜେଇ ଚାଲାଣ ରାକେଟରେ ମହିଳା, ୪ ଜଣ ଗିରଫ

ସୁନ୍ଦରଗଡ଼: ଗଞ୍ଜେଇ ଚାଲାଣ ରାକେଟରେ ମହିଳା । କାରରେ ଚାଲାଣ ବେଳେ ଧରିଲା ସୁନ୍ଦରଗଡ଼ ଟାଉନ୍ ଥାନା ପୋଲିସ । ଜଣେ ମହିଳାଙ୍କ ସମେତ ୪ ଜଣ ଗିରଫ ହୋଇଛନ୍ତି । ଟାଉନ୍ ଥାନା ଅନ୍ତର୍ଗତ ରାଣୀବଗିଚା ବାଇପାସ ନିକଟରୁ ଗାଡ଼ି ଓ ଗଞ୍ଜେଇ ଜବତ ହୋଇଛି । ପୋଲିସ ଜବତ କରିଛି ୭୦ କିଲୋଗ୍ରାମ୍ ଗଞ୍ଜେଇ ।…

ଧାନ ସଂଗ୍ରହରେ ଅଚଳାବସ୍ଥା ଅଭିଯୋଗ, ମନ୍ତ୍ରୀ ପ୍ରତାପ ଜେନାଙ୍କ ବାଟ ଓଗାଳିଲେ ଚାଷୀ

ସୁନ୍ଦରଗଡ଼: ଧାନ ସଂଗ୍ରହରେ ଅଚଳାବସ୍ଥା ନେଇ ତାତିଲେ ଚାଷୀ । ସୁନ୍ଦରଗଡ଼ର ଶତାଧିକ ଚାଷୀ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଘେରାଉ କରିଥିଲେ । ଦୁଇଦିନିଆ ସୁନ୍ଦରଗଡ଼ ଗସ୍ତରେ ଆସି ମନ୍ତ୍ରୀ ସର୍କିଟ ହାଉସରେ ରାତ୍ରିଯାପନ କରିଥିଲେ । ଆଜି ସକାଳୁ ଶତାଧିକ ଚାଷୀ ଧାନ ଉଠାଣ ଦାବିରେ ସେଠାରେ ନାରାବାଜି…

ଆରମ୍ଭ ହେଲା ‘ସୁଦକ୍ଷ’ କାର୍ଯ୍ୟକ୍ରମ, ଶିକ୍ଷିତ ଯୁବକ ଯୁବତୀଙ୍କ ନିଯୁକ୍ତି ଦକ୍ଷତା ବଢ଼ାଇବାକୁ ଅଭିନବ ପଦକ୍ଷେପ

ସୁନ୍ଦରଗଡ଼: ଶିକ୍ଷିତ ଯୁବକ ଯୁବତୀଙ୍କ ନିଯୁକ୍ତି ଦକ୍ଷତା ବଢ଼ାଇବାକୁ ପ୍ରୟାସ । ଆରମ୍ଭ ହୋଇଛି ‘ସୁଦକ୍ଷ’ କାର୍ଯ୍ୟକ୍ରମ । ସୁନ୍ଦରଗଡ଼ ଜିଲ୍ଲାର ଶିକ୍ଷିତ ଯୁବକ ଯୁବତୀଙ୍କୁ ମାଗଣାରେ ନିଯୁକ୍ତି ଉପଯୋଗୀ କୋଚିଂ ଦେବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ‘ସୁଦକ୍ଷ’ କାର୍ଯ୍ୟକ୍ରମ ।…

ଗ୍ରାମାଞ୍ଚଳର ମହିଳାମାନଙ୍କୁ ଟାଟା ଷ୍ଟିଲ ବିଏସଏଲ୍ ପକ୍ଷରୁ ଛତୁଚାଷ ତାଲିମ ପ୍ରଦାନ

କଳମଙ୍ଗା: ସୁନ୍ଦରଗଡ ଜିଲ୍ଲାର କୋଇରା ବ୍ଲକ ଅନ୍ତର୍ଗତ କଳମଙ୍ଗା ଗାଁରେ ଟାଟା ଷ୍ଟିଲ ବିଏସଏଲ ପକ୍ଷରୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନଙ୍କୁ ଛତୁ ଚାଷ ପାଇଁ ତାଲିମ ପ୍ରଦାନ କରାଯାଇଛି । ଗାଁର ମହିଳାମାନଙ୍କୁ ଉଦ୍ୟୋଗୀ ସୁଯୋଗ ଯୋଗାଇଦେବା ଉଦ୍ଦେଶ୍ୟରେ କଲମାଙ୍ଗରେ ଥିବା ଟାଟା…

ଲାଞ୍ଚ ନେବା ବେଳେ ମେଡିକାଲ ଅଫିସରଙ୍କୁ ଧରିଲା ଭିଜିଲାନ୍ସ

ସୁନ୍ଦରଗଡ଼: ଲାଞ୍ଚ ନେଉଥିଲେ ମେଡିକାଲ୍ ଅଫିସର । ରେଡ୍ ହ୍ୟାଣ୍ଡ ଧରିଲା ଭିଜିଲାନ୍ସ । ସୁନ୍ଦରଗଡ଼ ହେମଗିରି ସିଏସିର ମେଡିକାଲ୍ ଅଫିସର ଇନଚାର୍ଜ ଡାକ୍ତର ଶ୍ରଦ୍ଧାକର ଗଡତିଆ । ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରିଛି ଭିଜିଲାନ୍ସ ବିଭାଗ । ହେମଗିରି ହସ୍ପିଟାଲର ଜଣେ ମହିଳା…

ବିକାଶ କ୍ଷେତ୍ରରେ ଅଭିନବ କାର୍ଯ୍ୟକ୍ରମ: ସ୍କଚ୍ ଆୱାର୍ଡ଼ର ସେମିଫାଇନାଲରେ ସୁନ୍ଦରଗଡ଼ ଜିଲ୍ଲା, ମୁଖ୍ୟମନ୍ତ୍ରୀଙ୍କ…

ସୁନ୍ଦରଗଡ଼ : ଜିଲ୍ଲାର ବିକାଶ କ୍ଷେତ୍ରରେ ବିଭିନ୍ନ କାର୍ଯ୍ୟକ୍ରମ ଲାଗୁ କରି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ମର‌୍ୟ୍ୟାଦାଜନକ ‘ସ୍କଚ୍ ଆୱାର୍ଡ଼’ର ସେମିଫାଇନାଲରେ ପହଁଚିଛି। ଜାତୀୟ ସ୍ତରରେ ପରିଚିତ ଏହି ପୁରସ୍କାରର ‘ବେଷ୍ଟ ପ୍ରାକ୍ସିସେସ୍’ବର୍ଗରେ ସେମି ଫାଇନାଲ…

ତାତିଲେ ଚାଷୀ, ଧାନ ବସ୍ତା ରଖି ରାସ୍ତା ଅବରୋଧ

ସୁନ୍ଦରଗଡ଼: କଟନି ଛଟନି ଓ ଟୋକନ ନ ମିଳିବାରୁ ତାତିଲେ ଚାଷୀ । ସୁନ୍ଦରଗଡ଼ ଜିଲ୍ଲାରେ ରାସ୍ତାକୁ ଓହ୍ଲଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କର ଅନ୍ତର୍ଗତ କରମଡିହି ଜସପୁର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ଚାଷୀ । ଧାନ ବସ୍ତା ଓ ଟ୍ରାକ୍ଟର ରଖି ରାସ୍ତାରୋକ କରିଛନ୍ତି । ଚାଷୀ ଅଭିଯୋଗ…