Latest Odisha News

BREAKING NEWS

Browsing Category

ସୁନ୍ଦରଗଡ଼

Sundargarh

ଥମିବାର ନାଁ ଧରୁନି ସ୍କ୍ରବ ଟାଇଫସ ସଂକ୍ରମଣ, ଆଜି ପୁଣି ୯ ସଂକ୍ରମଣ

ରାଉରକେଲା: ଥମିବାର ନାଁ ଧରୁନି ରାଜ୍ୟରେ ସ୍କ୍ରବ ଟାଇଫସ ସଂକ୍ରମଣ । ଦିନକୁ ଦିନ ହୁ ହୁ ହୋଇ ବଢୁଛି ସଂକ୍ରମଣ । ହଟସ୍ପଟ ପାଲଟିଛି ସୁନ୍ଦରଗଡ ଜିଲ୍ଲା । ଗତ ୨୪ ଘଣ୍ଟାରେ ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୯ ଆକ୍ରାନ୍ତ । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏବେ ସୁନ୍ଦରଗ଼ଡରେ ଏବେ ମୋଟ…

ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ଘଟଣା: ଏଚଆରପିସିକୁ ତଦନ୍ତ ଭାର ହସ୍ତାନ୍ତର କଲେ ରାଉରକେଲା ଏସ୍ପି

ରାଉରକେଲା: ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ଘଟଣା । ମୃତ୍ୟୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର । ସୁସ୍ମିତା ମିଞ୍ଜଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ତଦନ୍ତ ଦାୟିତ୍ୱ ପୁଲିସ୍‌ ବିଭାଗର  ମାନବଧିକାର ସୁରକ୍ଷା…

ରାଜ୍ୟରେ ବଢୁଛି ସ୍କ୍ରବ୍ ଟାଇଫସ୍ ଆତଙ୍କ, ସୁନ୍ଦରଗଡରୁ ଚିହ୍ନଟ ହେଲେ ପୁଣି ୧୩ ଆକ୍ରାନ୍ତ

ସୁନ୍ଦରଗଡ: ଡେଙ୍ଗୁ ପରେ ପରେ ଏବେ ରାଜ୍ୟ ପାଇଁ ସ୍କ୍ରବ୍ ଟାଇଫସ୍ ଚିନ୍ତାର କାରଣ ପାଲଟିଛି । ଦିନକୁ ଦିନ ବଢିବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ରୋଗୀଙ୍କ ସଂଖ୍ୟା । ଯାହା ସ୍ଵାସ୍ଥ୍ୟ ବିଭାଗ ଆଖିରୁ ନିଦ ହଜାଇଦେଇଛି । ଆଜି ପୁଣି ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ ସ୍କ୍ରବ ଟାଇଫସ୍‌ ପଜିଟିଭ୍‌…

ସୁନ୍ଦରଗଡର ପିଛା ଛାଡୁନି ସ୍କ୍ରବ୍ ଟାଇଫସ୍ : ପୁଣି ୧୪ ନୂଆ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ୨୪୪କୁ ବୃଦ୍ଧି

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଳାର ପିଛା ଛାଡୁନି ସ୍କ୍ରବ୍ ଟାଇଫସ୍  । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଛି । କମିବାର ନାଁ ଧରୁନି  । ପୁଣି ୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଯାହାକି ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୨୪୪ରେ ପହଞ୍ଚିଛି । ୮୬ ଜଣଙ୍କ…

ସୁନ୍ଦରଗଡ଼ରେ ଥମୁନି ସ୍କ୍ରବ୍ ଟାଇଫସ୍ ଆତଙ୍କ: ପୁଣି ୧୦ ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂଖ୍ୟା ୨୨୧କୁ ବୃଦ୍ଧି

ସୁନ୍ଦରଗଡ଼ : ସୁନ୍ଦରଗଡରେ ଥମୁନି ସ୍କ୍ରବ୍ ଟାଇଫସ୍ ଆତଙ୍କ  । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଛି  । ଗତକାଲି ୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ୧୦ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଛନ୍ତି  । ଅର୍ଥାତ୍ ମୋଟ୍ ସଂଖ୍ୟା ବର୍ତ୍ତମାନ ୨୨୧କୁ ବୃଦ୍ଧି ପାଇଛି…

ଟେନସନ୍ ଦେଉଛି ସ୍କ୍ରବ ଟାଇଫସ୍: ସୁନ୍ଦରଗଡ଼ରେ ପଜିଟିଭ ସଂଖ୍ୟା ୨୧୧କୁ ବୃଦ୍ଧି

ସୁନ୍ଦରଗଡ଼: ରାଜ୍ୟରେ ଦିନକୁ ଦିନ ଭୟ ବଢାଉଛି ସ୍କ୍ରବ୍ ଟାଇଫସ୍ । ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସ୍କ୍ରବ ଟାଇଫସ୍ ର ହବ୍ ପାଲଟିଛି ସୁନ୍ଦରଗଡ । ଆଜି ପୁଣି ସୁନ୍ଦରଗଡ଼ରୁ ୫ ଜଣ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏହାକୁ ମିଶାଇ ଜିଲ୍ଲାରେ ପଜିଟିଭ ସଂଖ୍ୟା…

ସୁନ୍ଦରଗଡରେ ଦନ୍ତା ଦୌରାତ୍ମ୍ୟ : ଫସଲ ନଷ୍ଟ ସହ ଭାଙ୍ଗୁଛନ୍ତି ଘରଦ୍ବାର, ଚିନ୍ତାରେ ବନ ବିଭାଗ

ସୁନ୍ଦରଗଡ଼:  ସୁନ୍ଦରଗଡ ବଡଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପାହାଡରେ ହାତୀ ପଲଙ୍କ ଉପଦ୍ରବ  । ପାହାଡରେ କିଛି ଦିନ ରହିବା ପରେ ଏହି ହାତୀ ପଲ  ଏବେ ଧିରେ ଧିରେ ଗାଁ ମୁହାଁ ହେଉଛନ୍ତି  । ଏକ ମାସରୁ ଉର୍ଦ୍ଧ୍ବ ସମୟ ହେବ  ୪ ଟିକିଆ ହାତୀ ପଲ ସଦର ବ୍ଲକର କିଞ୍ଜିମା, ମହୁଲ ଜୋର,…

ହାଇୱା ଧକ୍କାରେ ୨ କିନ୍ନର ମୃତ

ସୁନ୍ଦରଗଡ: ହାଇୱା ଧକ୍କାରେ ଦୁଇ କିନ୍ନର ମୃତ। ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ୧୪୩ ନମ୍ବର ଜାତୀୟ ରାଜପଥ ରଜାମୁଣ୍ଡା ବାଇପାସ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ରାତିରେ ଦୁଇ କିନ୍ନର ରଥ କିଷାନ ଓ ରାଜା ପାତ୍ର ଙ୍କ ସହ ହାଇୱା ଡ୍ରାଇଭରଙ୍କ ବଚସା ହୋଇଥିଲା। ସୂଚନା…

ଚୁନାଘାଟିରେ ଓଲଟିଲା ଟ୍ରକ୍, ଜଣେ ମୃତ

କୋଇଡ଼ା: ପୁଣି ଚୁନାଘାଟିରେ ଦୁର୍ଘଟଣା। ଟ୍ରକ୍ ଏବଂ ହାଇୱା ମୁହାଁମୁହିଁ ଧକ୍କା ହେବା ଫଳରେ ଓଲଟିଲା ଟ୍ରକ୍ । ଦୁର୍ଘଟଣାରେ ଗାଡ଼ି ଡ୍ରାଇଭର ମୃତ । ଗତକାଲି ରାତି ପ୍ରାୟ ୧୧ଟାରେ ଦୁର୍ଘଟଣାଟି ଘଟିଥିବା ବେଳେ ପ୍ରାୟ ୮ ଘଣ୍ଟାର ପରିଶ୍ରମ ପରେ ଆଜି ସକାଳେ ମୃତ ଡ୍ରଇଭରର ମର ଶରୀରକୁ ବାହାର କରିଛି…

ସାଲବିରାରେ ଡବଲ ମର୍ଡର । ଗାଁ ମୁଖିଆଙ୍କୁ ନିର୍ମମ ଭାବେ ହତ୍ୟା

ସୁନ୍ଦରଗଡ : ଗାଁ ମୁଖିଆଙ୍କୁ ନିର୍ମମ ଭାବେ ହତ୍ୟା। ହେଲେ ସବୁଠୁ ଆଶ୍ଚର୍ଯ୍ୟ କଥା ହେଉଛି ମୁଖିଆଙ୍କୁ ହତ୍ୟା କରିଥିବା ଅଭିଯୁକ୍ତକୁ ବି ହତ୍ୟା କରାଯାଇଛି । ଗାଁରେ ଦୁଇଟି ଦୁଇଟି ହତ୍ୟାକାଣ୍ଡ ନେଇ ଚିନ୍ତା ବଢିବାରେ ଲାଗିଛି । ଏହି ଘଟଣା ଘଟିଛି ସୁନ୍ଦରଗଡ଼ର ସାଲବିରା ଗାଁରେ। ସାଲବିରା…