Latest Odisha News

BREAKING NEWS

Browsing Category

ସୁନ୍ଦରଗଡ଼

Sundargarh

କୋଇଡ଼ାରେ ଶିକ୍ଷିତ ଯୁବକ ଯୁବତୀଙ୍କ ପାଇଁ ମାଗଣା ଶିକ୍ଷା, ସୁଦକ୍ଷର ଚତୁର୍ଥ କୋଚିଂ ଉଦଘାଟିତ

ସୁନ୍ଦରଗଡ଼: କୋଇଡ଼ାରେ ଖୋଲିଲା ସୁଦକ୍ଷ କୋଚିଂ କେନ୍ଦ୍ର। ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଏବଂ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କ ଉପସ୍ଥିତିରେ ବୁଧବାର ଏହି କେନ୍ଦ୍ର ଉଦଘାଟିତ ହୋଇଯାଇଛି। ପୂର୍ବରୁ ସୁନ୍ଦରଗଡ଼, ରାଉରକେଲା ଏବଂ ବଣାଇଁଠାରେ ୩ଟି ସୁଦକ୍ଷ କେନ୍ଦ୍ର ରହିଛି। ଏବେ କୋଇଡ଼ାରେ ଆଉ…

ଭିଜିଲାନ୍ସ ଜାଲରେ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ । ସୁନ୍ଦରଗଡ଼ ଜିଲ୍ଲା ସର୍ଗିପାଲି ନିୟନ୍ତ୍ରିତ ବଜାର ପରିଷଦ(ଆରଏମସି) କୋପରେଟିଭ୍ ଇନିସପେକ୍ଟର ବନମାଳୀ ନାଏକଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ହୋଇଛି । ସୁନ୍ଦରଗଡ଼ ଜିଲ୍ଲାରେ ତାଙ୍କ ଘର, ଅଫିସ…

କଂଗ୍ରେସରୁ ଇସ୍ତଫା ଦେଲେ ଜର୍ଜ ତିର୍କି

ସୁନ୍ଦରଗଡ: ଜିଲ୍ଲା କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଆଦିବାସୀ ନେତା ଜର୍ଜ ତିର୍କି । ସେ ତାଙ୍କ ଇସ୍ତଫା ପତ୍ର ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି। ଇସ୍ତଫା ପଛର କାରଣ ନିର୍ବାଚନ ବେଳେ ଦଳୀୟ ନେତାଙ୍କ ଅସହଯୋଗ ଏବଂ ରାଜ୍ୟ ନେତୃତ୍ୱ ନିଷ୍କ୍ରିୟ…

‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନ, ବହି ପଢ଼ା ଆଗ୍ରହ ସୃଷ୍ଟି ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ସୁନ୍ଦରଗଡ଼: କରୋନା ମହାମାରୀର ପ୍ରକୋପ କମିବା ପରେ ସୁନ୍ଦରଗଡ଼ ଜିଲ୍ଲାରେ ‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନକୁ ପୁଣିଥରେ ଆରମ୍ଭ କରାଯାଇଛି। ଆଜିର ଡିଜିଟାଲ ଯୁଗରେ ଛାତ୍ରଛାତ୍ରୀ, ଯୁବପିଢ଼ି ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କ ମଧ୍ୟରେ ବହି ପଢ଼ା ପ୍ରତି ଆଗ୍ରହ ସୃଷ୍ଟି କରିବା ଲାଗି ଏହି ଅଭିଯାନ…

ସୁନ୍ଦରଗଡରେ ୬୦ ଫୁଟ ଉଚ୍ଚ ମୋବାଇଲ ଟାୱାର ଉପରକୁ ଚଢିଗଲେ ବ୍ୟକ୍ତି

ସୁନ୍ଦରଗଡ : ସୁନ୍ଦରଗଡ ଓହ୍ଲାଣି ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମୋବାଇଲ ଟାୱାର ଉପରକୁ ଚଢିଗଲେ । ହେଲେ ଓହ୍ଲାଇବାର ନାଁ ଧରିଲେନି ।ନାକେଦମ ହେଲା ପୋଲିସ ବାହିନୀ । ସୁନ୍ଦରଗଡ ଜିଲ୍ଲା ହାତିବାରି ଥାନା ଅନ୍ତର୍ଗତ ଓହ୍ଲାଣି ଗାଁରେ ଜଣେ ବ୍ୟକ୍ତି ଗତକାଲି ସନ୍ଧ୍ୟା ସମୟରେ ୬୦…

ସୁନ୍ଦରଗଡର ୧୫ଟି ଜୋନରେ ବିଜେଡି ପ୍ରାର୍ଥୀ ଆଗୁଆ

ସୁନ୍ଦରଗଡ: ପ୍ରଥମ ଦିନରେ ସୁନ୍ଦରଗଡର ସମସ୍ତ ୧୭ଟି ଜୋନର ଆସିଲା ଟ୍ରେଣ୍ଡ । ମଧ୍ୟାହ୍ନ ସୁଦ୍ଧା ୧୫ଟି ଜୋନରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛନ୍ତି । କୋଇଡାରେ ସିପିଏମ୍ ଓ ଗୁରୁଣ୍ଡିଆରେ ଜେଏମଏମ ପ୍ରାର୍ଥୀ ଆଗୁଆ ରହିଛନ୍ତି । ସୁନ୍ଦରଗଡରେ ମୋଟ ୩୫ଟି ଜିଲ୍ଲା ପରିଷଦ ଜୋନ୍ ରହିଛି । ଗତଥର…

ସୁନ୍ଦରଗଡ଼ ଜିଲ୍ଲାରେ ୬୭୪ ବୁଥ୍‌ରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି

ରାଉରକେଲା: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ। ଆଜି ସୁନ୍ଦରଗଡ଼ ଜିଲ୍ଲାର ଲେଫ୍ରିପଡା, ହେମଗିରି ଓ ଲହୁଣିପଡା ତିନି ବ୍ଲକରେ ମତଦାନ ସୁରୁଖୁରୁରେ ଚାଲିଛି। କୌଣସି ସ୍ଥାନରେ କିଛି ଅଘଟଣ ଘଟି ନଥିବା କୁହାଯାଉଛି । ତିନିଟି ବ୍ଲକର ୬ ଜିଲ୍ଲା ପରିଷଦ, ୫୩ ସରପଞ୍ଚ ଓ ୬୭୪…

ବଣାଇରେ ପ୍ରାକ୍ ନିର୍ବାଚନୀ ହିଂସା: ସମିତି ସଭ୍ୟା ମହିଳା ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ

ରାଉରକେଲା: ବଣାଇରେ ପ୍ରାକ୍ ନିର୍ବାଚନୀ ହିଂସା । ଆସନ୍ତ ୧୬ ତାରିଖରେ ହେବାକୁ ଯାଉଛି ବଣାଇରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ତା ପୂର୍ବରୁ ନିର୍ବାଚନୀ ହିଂସାର ଅଭିଯୋଗ ହୋଇଛି । ସୁନ୍ଦରଗଡ଼ ଜିଲ୍ଲା ବଣାଇ ବ୍ଲକ ଗୋବିନ୍ଦପୁର ପଞ୍ଚାୟତର ସମିତି ସଭ୍ୟା ପାର୍ଥୀ ପୁଷ୍ପିତା ଜେନାଙ୍କୁ ମରଣାନ୍ତକ…

ଗିରଫ ହେଲେ ସୁନ୍ଦରଗଡ଼ର କୋଟିପତି ଏଡିଏମ୍ ବିଶ୍ୱଜିତ ମହାପାତ୍ର

ସୁନ୍ଦରଗଡ଼: ଅତିରିକ୍ତ ଜିଲ୍ଲାପାଳଙ୍କୁ ମହଙ୍ଗା ପଡ଼ିଲା ଆୟଠୁ ଅଧିକ ସମ୍ପତ୍ତି ଠୁଳ । ସୁନ୍ଦରଗଡ଼ର ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ଦୁଇ ଦିନର ମାରାଥନ୍ ରେଡ୍ ଓ ଜେରା ପରେ ତାଙ୍କୁ ଗିରଫ କରାଯାଇଛି । କୋଟିପତି ଏଡିଏମ୍ ଓ ତାଙ୍କ ପତ୍ନୀଙ୍କ…

ସୁନ୍ଦରଗଡ଼ ADM ବିଶ୍ୱଜିତ୍‌ ମହାପାତ୍ରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି

ସୁନ୍ଦରଗଡ଼: ସୁନ୍ଦରଗଡ଼ ADM ବିଶ୍ୱଜିତ୍‌ ମହାପାତ୍ରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ । ଭିଜିଲାନ୍ସ ଜାଲରେ ରାଜ୍ୟ ସରକାରଙ୍କ ଆଉ ଜଣେ କୁବେର ବାବୁ ADM ବିଶ୍ୱଜିତ୍‌ ମହାପାତ୍ର । ଭିଜିଲାନ୍ସ ସୁନ୍ଦରଗଡ଼ ADM ବିଶ୍ୱଜିତଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି । ଆଜି ତାଙ୍କୁ…