Latest Odisha News

BREAKING NEWS

Browsing Category

ନୟାଗଡ଼

Nayagarh

ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ, କାରଣ ଅସ୍ପଷ୍ଟ…

ନୟାଗଡ: ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ । ନୟାଗଡ଼ ଜିଲ୍ଲା ଇଟମାଟି ଥାନା ପାଣ୍ଡେରିପାଟଣା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ଯବାନ ଜଣଙ୍କ ହେଉଛନ୍ତି ପାଣ୍ଡେରିପାଟଣା ଗ୍ରାମର ବଂଶୀଧର ସାହୁଙ୍କ ପୁଅ କାହ୍ନୁଚରଣ ସାହୁ । କାହ୍ନୁଚରଣ ଛତିଶଗଡ଼ର ନାନ୍ଦିରେ ସି.ଆର.ପି.ଏଫ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଫୁଟିଲା ବୋମା; ୮ ଆହତ, ୨ ଗୁରୁତର

ନୟାଗଡ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁରେ ବୋମାମାଡ । ବୋମା ମାଡ଼ରେ ୧୦ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା କୁମ୍ଭାରପଡ଼ା ଗାଁରେ । ଘଟଣାସ୍ଥଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି…

ଗାଧୋଉ ଥିବାବେଳେ ପୋଖରୀରେ ବୁଡ଼ି ୨ ଭାଇ ମୃତ

ନୟାଗଡ଼: ଇଟାମାଟି ଥାନା ଅଭିମାନପୁର ଗାଁରେ ଅଭାବନୀୟ ଘଟଣା। ଗାଧୋଉ ଥିବାବେଳେ ପୋଖରୀରେ ବୁଡ଼ି ମୃତ ୨ ସମ୍ପର୍କୀୟ ଭାଇ ମୃତ। ମୃତ ଦୁଇ ନାବାଳକ ଥିବା ବେଳେ ଜଣଙ୍କର ବୟସ ୧୧ ବର୍ଷ ଓ ଅନ୍ୟ ଜଣଙ୍କର ବୟସ ୧୨ ବର୍ଷ ଥିବା ସୂଚନା ରହିଛି। ମୃତ ଦୁଇ ନାବାଳକ ଦାଦା ପୁଅ ଓ ବଡ଼ବାପା ପୁଅ ଭାଇ।…

ଆର୍‌ବିଆଇ-ଭୁବନେଶ୍ୱର ପକ୍ଷରୁ କ୍ଷେତ୍ର ସ୍ତରୀୟ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼: ଭାରତୀୟ ରିଜର୍ଭ ବ୍ୟାଙ୍କ-ଭୁବନେଶ୍ୱର କାର୍ଯ୍ୟାଳୟ ତରଫରୁ ଅକ୍ଟୋବର ୨୭ ତାରିଖ ଦିନ ନୟାଗଡ଼ ଜିଲ୍ଲାରେ ଏକ କ୍ଷେତ୍ର ସ୍ତରୀୟ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ(ଏଫଏଲ୍ଏଫ୍ଏଲ୍ଇ) ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଆର୍ଥିକ ସାକ୍ଷରତା ଓ ସଚେତନତାର ଆବଶ୍ୟକତା…

ପୋଖରୀରେ ବୁଡ଼ି ମାଆ-ଝିଅ ମୃତ

ନୟାଗଡ଼: ଦଶପଲ୍ଲା ଥାନା ଘୋଳାହାଣ୍ଡି ଗାଁରେ ଅଭାବନୀୟ ଘଟଣା। ପୋଖରୀରେ ଗାଧୋଇବା ବେଳେ ଅସାବଧାନତା ଯୋଗୁଁ ମା’ ଓ ଝିଅ ମୃତ। ଅପରାହ୍ନ ସମୟରେ ମା’ ଝିଅ ଗାଧେଇବାକୁ ପୋଖରୀକୁ ଯାଇଥିଲେ। ହେଲେ ଅସାବଧାନତା ଯୋଗୁଁ ପ୍ରଥମେ ଝିଅ ଓ ପରେ ମାଆ ପୋଖରୀରେ ବୁଡ଼ିଗଲେ। ମୃତକ ମା’ ରୀନା ପ୍ରଧାନ(୩୦…

ଖଣ୍ଡପଡାରେ ମର୍ମନ୍ତୁଦ ସଡକ ଦୁଘର୍ଟଣା: ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖଣ୍ଡପଡା: ମର୍ମନ୍ତୁଦ ସଡକ ଦୁର୍ଘଟଣା । ହାଇଓ୍ବା ଧକ୍କାରେ ଚାଲିଯାଇଛି  ଜଣେ ଯୁବକଙ୍କର ଜୀବନ । ଏମିତି କିଛି ଘଟଣା ଘଟିଛି ନୟାଗଡ ଜିଲ୍ଲା ଖଣ୍ଡପଡା ଭାପୁର ଛକ ନିକଟରେ । ଖବର ଅନୁଯାୟୀ, ନୟାଗଡ ଭାପୁର ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ବତ୍ତର୍ମାନ ପର୍ଯ୍ୟନ୍ତ ମୃତକଙ୍କ…

ରାଇସ ମିଲରେ ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକ ମୃତ

ନୟାଗଡ଼ : ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକ ମୃତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଓଡ଼ଗାଁ ଥାନା ରୋହୀବାଙ୍କରେ ଥିବା ମା ମଙ୍ଗଳା ରାଇସ ମିଲରେ । ସେହି  ମିଲରେ କାମ କରୁଥିବା ବେଳେ ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ହାଇସ୍କୁଲ ପ୍ରତିଷ୍ଠା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଅଭିଭାବକଙ୍କ ସହ ଛାତ୍ରଛାତ୍ରୀ

ନୂଆପଡା: ହାଇସ୍କୁଲ ପ୍ରତିଷ୍ଠା ଦାବି ନେଇ ବୋଡେନ ବ୍ଲକ ଡୁର୍କାମୁଣ୍ଡାରେ ଆନ୍ଦୋଳନକୁ ଓହ୍ଲାଇଲେ ଅଭିଭାବକଙ୍କ ସହ ଛାତ୍ରଛାତ୍ରୀ। ଗ୍ରାମବାସୀଙ୍କ ସହ ସମୂହ ଛାତ୍ରଛାତ୍ରୀ ଡୁର୍କାମୁଣ୍ଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗେଟରେ ତାଲା ମାରି ରାଜ ରାସ୍ତାକୁ ଓହ୍ଲାଇଛନ୍ତି। ଆଜି ସକାଳୁ…

ନୟାଗଡ଼ ନାକିଠଣା ଜଙ୍ଗଲ ନିକଟରୁ ୧୦ଫୁଟ ଅଜଗର ସାପ ଉଦ୍ଧାର

ନୟାଗଡ଼ : ଉଦ୍ଧାର ହୋଇଛି ଅଜଗର ସାପ । ୧୦ଫୁଟ ଲମ୍ବର ଏହି ଅଜଗର ସାପକୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ଲୋକେ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ନୟାଗଡ଼ ଅଞ୍ଚଳରେ। ନୟାଗଡ଼ର ରଣପୁର ରେଞ୍ଜ ଅଧୀନ ନାକିଠଣା ବିଟ୍ ହାଉସ ନିକଟରୁ ଏହି ୧୦ଫୁଟ ଲମ୍ବର ଅଜଗରକୁ ଉଦ୍ଧାର କରାଯାଇଛି। ନିକଟରେ ଥିବା ଜଙ୍ଗଲରେ…

ଉତ୍ତର-ଦକ୍ଷିଣ ଉପକୂଳ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ: ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଶନିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଦିଆଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଦୁଇ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ…