Home ଓଡିଶା ସୁବର୍ଣ୍ଣପୁର

ସୁବର୍ଣ୍ଣପୁର

ବୀଭତ୍ସ ହତ୍ୟାକାଣ୍ଡ: ସ୍ତ୍ରୀର ପରକୀୟା ପ୍ରୀତି ଯୋଗୁଁ ସ୍ବାମୀ ନେଲା ୪ ଜଣଙ୍କ ମୁଣ୍ଡ, ଅଭିଯୁକ୍ତ ଗିରଫ

ବିନିକା: ଗୋଟିଏ ଦିନରେ ଟ୍ରିପଲ୍ ମର୍ଡର ମାମଲାରେ ମୁଖ୍ୟ ଅଭିଯୁକ୍ତ ପପୁ ସେନ୍ ଗିରଫ ହୋଇଛି । ସ୍ତ୍ରୀର ପରକିୟା ପ୍ରୀତି ଓ ପ୍ରେମିକ ସହ ଫେରାର ହେବାରୁ ପ୍ରତିଶୋଧ ପରାୟଣ ହୋଇ ଅଭିଯୁକ୍ତ ହତ୍ୟାକାଣ୍ଡ ଘଟାଇଥିବା ସ୍ୱୀକାର କରିଛି । ସୁବର୍ଣ୍ଣପୁର...

ବହୁଚର୍ଚ୍ଚିତ ସୁବର୍ଣ୍ଣପୁର ଡକାୟତି ମାମଲା…

ସୁବର୍ଣ୍ଣପୁର: ବହୁଚର୍ଚ୍ଚିତ ସୁବର୍ନପୁର ଜିଲ୍ଲା ବନ୍ଧୁକ ମୁନରେ ୨୧ ଲକ୍ଷ ଟଙ୍କା ଲୁଟ୍ ମାମଲା । ଚଳିତମାସ ୧୭ ତାରିଖ (ବୁଧବାର) ଦିନ ବୀରମହାରାଜପୁର ଥାନା ଅନ୍ତର୍ଗତ ବାଘଲପୁର ଗାଁ ନିକଟରେ ବନ୍ଧୁକ ମୁନରେ ହୋଇଥିଲା ବଡ ଧରଣର ଲୁଟ୍ । ଏହି...

ହୋଲିରେ ଅଘଟଣ, ଅକାଳରେ ଚାଲିଗଲା ଜୀବନ

ସୁବର୍ଣ୍ଣପୁର: ରାଜ୍ୟରେ ହୋଲିକୁ ନେଇ ଲାଗିଥିଲା ସରକାରୀ କଟକଣା । ତଥାପି ଘରେ ହେଉ ଅବା ସାହି ପଡିଶାରେ ଜମିଥିଲା ହାଲକାଫୁଲକା ହୋଲି ଖେଳର ରଙ୍ଗିନ୍ ମାହୋଲ । ହେଲେ ଏହି ରଙ୍ଗିନ୍ ମାହୋଲରେ ସତରେ ଯେମିତି କଳାର ବାଦଲ ଘୋଟିଆସିଥିଲା ସୋନପୁର...

ରାଜ୍ୟର ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୮ ଆହତ

ବୌଦ୍ଧ/ସୁବର୍ଣ୍ଣପୁର: ରାଜ୍ୟର ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୮ ଜଣ ଆହତ ହୋଇଛନ୍ତି । ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ଖଜୁରୀପଡ଼ା ନିକଟରେ ଯାତ୍ରୀବାହୀ ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୧୦ଜଣ ଯାତ୍ରୀ...

କୋଭିଡ୍ ନିୟମ ଉଲଘଂନ ଦର୍ଶାଇ ସିଲ୍ ହେଲା ପେଟ୍ରୋଲ ପମ୍ପ

ସୋନପୁର: ଦିନକୁ ଦିନ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଲାଣି । ଏଥି ପାଇଁ ରାଜ୍ୟ ସରକାର କରୋନା ନିୟମକୁ କଡାକଡି ପାଳନ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି । ଆଜି କୋଭିଡ ନିୟମ ଉଲଘଂନ କରିବା ଅଭିଯୋଗରେ ସୋନପୁରର ଏକ...

ଟଙ୍କା ନେଣଦେଣକୁ ନେଇ ଫୁଟିଲା ଗୁଳି, ଜଣେ ଗୁରୁତର

ସୋନପୁର: ଟଙ୍କା ନେଣଦେଣକୁ କେନ୍ଦ୍ର କରି ଫୁଟିଲା ଗୁଳି । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଆମ୍ବସରଭଟାରେ ଗୁଳିମାଡ଼ ହୋଇଛି । ଜଣେ ଜେସିବି ଡ୍ରାଇଭରଙ୍କୁ ଗୁଳିମାଡ଼ କରି ଫେରାର୍ ହୋଇଯାଇଛି ଦୁର୍ବୃତ୍ତ । ଜେସିବି ଡ୍ରାଇଭର ଅଡାଲ ଗାଁର ଭଜନ ପ୍ରଧାନଙ୍କୁ...

ଥାନାରେ ଯୁବ ଠିକାଦାରଙ୍କ ଆତ୍ମାହୁତି ଉଦ୍ୟମ

ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନାରେ ଯୁବ ଠିକାଦାରଙ୍କ ଆତ୍ମାହୁତି ଉଦ୍ୟମ । ସେଠାରେ ଉପସ୍ଥିତ ପୁଲିସ୍‌ କର୍ମୀ ତାଙ୍କୁ କାବୁ କରିନେବା ଫଳରେ ଏକ ବହୁତ ବଡ଼ ଅଘଟଣ ଟଳି ଯାଇଥିବା ଜଣାଯାଇଛି ।  ସୂଚନା ଅନୁଯାୟୀ, ଦୀର୍ଘ ଦଶ ବର୍ଷ ତଳେ...

ବିଲ ଭିତରୁ ଯୁବତୀଙ୍କ ଅଧାପୋଡ଼ା ମୃତଦେହ ଠାବ

ବିନିକା(ସୁବର୍ଣ୍ଣପୁର): ବିଲ ଭିତରୁ ଯୁବତୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ତୁଲୁଣ୍ଡୁପାଲି ଗାଁ ନିକଟ ବିଲରେ ପଡିଛି ମୃତଦେହ । କିଛି ଦୂରରେ ଡ୍ରେସ, ଚପଲ, ବ୍ୟାଗ ଏଣେତେଣେ ପଡ଼ିଥିବା ଦେଖିବାକୁ ମିଳିଛି । କେହି ହତ୍ୟା...
Vigilance Recovers Over Rs 1 Lakh Unaccounted Cash From Tehsildar In Cuttack

ଲାଞ୍ଚ ନେଇ ବନ୍ଧା ହେଲେ ତହସିଲ ସୁପରଭାଇଜର

ସୋନପୁର: ଲାଞ୍ଚ ନେଇ ଧରାପଡ଼ିଲେ ତହସିଲ ରେଭିନ୍ୟୁ ସୁପରଭାଇଜର । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ରେଭିନ୍ୟୁ ସୁପରଭାଇଜର ଗିରଫ ହୋଇଛନ୍ତି । ତାଙ୍କ ନାଁ ନବେନ୍ଦ୍ର ମହାକୁଡ । ହାଇଟେକ୍ ସେଟେଲମେଣ୍ଟରେ ମା’ ନାଁରେ ଥିବା ଜମିକୁ ପୁଅ ଥାବର ମେହରେଙ୍କ...

୭ ଦିନ ହେଲା ନାବାଳିକା ନିଖୋଜ, ପତ୍ତା ପାଉନି ପୋଲିସ: ପ୍ରତିବାଦରେ ଥାନା ଘେରାଉ କଲା ବସ୍ତି ବାସିନ୍ଦା...

ବୀରମହାରାଜପୁର: ନାବାଳିକା ନିଖୋଜର ୭ ଦିନ ପରେ ବି ମିଳୁନି ପତ୍ତା । ପୋଲିସ ନିଷ୍କ୍ରିୟତାର ପ୍ରତିବାଦରେ ବସ୍ତି ବାସିନ୍ଦା ସୁରକ୍ଷା ମଞ୍ଚ ପକ୍ଷରୁ ବୀରମହାରାଜପୁର ଥାନା ଘେରାଉ କରାଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମୁର୍ଷୁଣ୍ଢି ଗାଁର ସୁରେନ୍ଦ୍ର ସନ୍ୟାସୀଙ୍କ...

ସାହିତ୍ୟ