Latest Odisha News

BREAKING NEWS

Browsing Category

ସୁବର୍ଣ୍ଣପୁର

ବିଦ୍ୟୁତ୍ ତାର ଲାଗି ଚାଲିଗଲା ଦୁଇ ନାବାଳକଙ୍କ ଜୀବନ

ସୁବର୍ଣ୍ଣପୁର : ବାରହା ଶିକାର ପାଇଁ ତାର ବିଛା ଯାଇଥିଲା । ହେଲେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ନୀରିo ନାବାଳକଙ୍କ ଜୀବନ ଚାଲିଯାଇଛି । ଏଭଳି କିଛି ଦୁଃଖଦ ଖବର ଆସିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସିଂହପାଲି ଗାଁରୁ  ।  ମୃତକ ଦୁଇ ନାବାଳକ ସିଂହପାଲି ଗାଁର ନବୀନ…

ଚପଲ ଦୋକାନ ଆଜବେଷ୍ଟ ଭାଙ୍ଗି ଲୁଟିନେଲେ

ସୁବର୍ଣ୍ଣପୁର : ପୁଣି କଳାକନା ବୁଲାଇଲେ ଚୋର । ଗତକାଲି ବିଳମ୍ବିତ ରାତିରେ ଚପଲ ଦୋକାନ ଭାଙ୍ଗି ଟଙ୍କା ଲୁଟିନେଲେ ଲୁଟେରା । ଏମିତି କିଛି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲାରେ  । ଗଣେଶ ମାର୍କେଟ କମ୍ପ୍ଲେକ୍ସ ରେ ଥିବା କୃପାମୟୀ ଚପଲ ଦୋକାନର ଆଜବେଷ୍ଟ୍ ଭାଙ୍ଗି କଲାକନା ବୁଲାଇଛନ୍ତି ଚୋର…

ଶାଢୀରେ ଚମକୁଛି ଓଡିଶାର ସଂସ୍କୃତି, ବୋଇତ ବନ୍ଦାଣ ଡିଜାଇନ କରି ଚର୍ଚ୍ଚାରେ ବାନ୍ଧଶିଳ୍ପୀ

ସୋନପୁର: ଯୁଗ ବଦଳିଛି ତା ସହ ବଦଳିଛି ଲୋକଙ୍କ ରୁଚି । ଲୋକଙ୍କ ରୁଚି ଅନୁସାରେ କାରିଗରମାନେ ମଧ୍ୟ  ନିଜର ଯାଦୁକରୀରେ କରିଥାନ୍ତି କଳାର ନିଦର୍ଶନ l ବିଶେଷ ଭାବରେ ସୁବର୍ଣ୍ଣପୁର ଜିଲ୍ଲାରେ ରହିଥିବା ବାନ୍ଧ ଶିଳ୍ପୀମାନେ ସମୟ ସହ ତାଳ ଦେଇ କରିଥାନ୍ତି ନୂତନ ନୂତନ ଡିଜାଇନ l ତେବେ ଏଭଳି ଏକ…

କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ନୌକା ଚାଳନା ପ୍ରତିଯୋଗିତା, ଭାଗ ନେଲେ ୭୦ ପ୍ରତିଯୋଗୀ

ସୁବର୍ଣ୍ଣପୁର: ମହାନଦୀର ତେନ୍ତୁଳି ଘାଟରେ ଆଜକୁ ୬୦ବର୍ଷ ଧରି ଆୟୋଜିତ ହୋଇ ଆସୁଛି ନୌକା ଚାଳନା ପ୍ରତିଯୋଗୀତା। ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମା ତିଥିର ଅପରାହ୍ନରେ ଜିଲ୍ଲା ତଥା ଜିଲ୍ଲା ବାହାରର ବିଭିନ୍ନ ସ୍ଥାନର ନାବିକମାନଙ୍କୁ ନେଇ ଏହି ପ୍ରତିଯୋଗିତା ଆୟୋଜନ କରାଯାଉଛି। ସହରର ଭଗବତ…

ଭିଜିଲାନ୍ସ ‘ଆଖି’ରେ ଚକ୍ଷୁ ଡାକ୍ତର

ସୁବର୍ଣ୍ଣପୁର : ଭିଜିଲାନ୍ସ ପଞ୍ଝାରେ ଚକ୍ଷୁ ଡାକ୍ତର  । ୫,୫୦୦ ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ବିଶେଷଜ୍ଞ ଡାକ୍ତର ସଂଜୀବ କୁମାର କର । ଯାଲୋଇ ଗାଁ ର ଲକ୍ଷ୍ମଣ ତ୍ରିପାଠୀ ଙ୍କ ଅପରେସନ ପାଇଁ ସେ ଏହି ଟଙ୍କା ନେଉଥିଲେ । ଏହି…

ସ୍ଵାମୀ-ସ୍ତ୍ରୀ ମିଶି କରୁଥିଲେ ଗଞ୍ଜେଇ ବେପାର, ମାଡି ବସିଲା ଅବକାରୀ ବିଭାଗ

ବିନିକା: ସ୍ଵାମୀ-ସ୍ତ୍ରୀ ମିଶି କରୁଥିଲେ ଗଞ୍ଜେଇ ବେପାର । ପେଟ୍ରୋଲିଙ୍ଗ ବେଳେ ମାଡିବସିଲା ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ବିଭାଗ । ୨୧ କେଜିର ଗଞ୍ଜେଇ ସହ ଏକ କାରକୁ ଜବତ କରିଛି ଅବକାରୀ ବିଭାଗ । ସୂଚନା ଅନୁସାରେ, ଆଜି ସକାଳୁ ବିନିକା ବ୍ଲକ ଅଞ୍ଚଳର କରତଙ୍ଗ ଛକରେ ଅବକାରୀ ବିଭାଗ…

ପୂଜକଙ୍କ ଘର ଗ୍ରିଲ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଲୁଟି ନେଲେ ଦୁର୍ବୃତ୍ତ

ସୋନପୁର: ପୂଜକଙ୍କ ଘରୁ ଗ୍ରିଲ ଓ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଅଳଙ୍କାର ଚୋରି କରିନେଇଗଲେ ଚୋର । ସୁବର୍ଣ୍ଣପୁର ସଦର ରାମଜୀ ନଗରରେ ରହୁଥିବା ସୋନପୁର ଥାନା ପୂଜକଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ସୋନପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l…

ସୁବର୍ଣ୍ଣପୁରରେ ଜମୁଛି କଲାସି ଯାତ୍ରା : ତନ୍ତ୍ରମନ୍ତ୍ର ରୀତିନୀତିରେ ମାଆଙ୍କୁ କରାଯାଏ ଆବାହନ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ବିନିକା ଏନଏସି ଡବଳା ଗାଁରେ ବଡ ଧୂମଧାମ ସହକାରେ ଚାଲିଛି କଲାସି ଯାତ୍ରା । ସନ୍ଧ୍ୟା ହେଲେ ଶହ ଶହ ଭକ୍ତଙ୍କର ସମାଗମ ହେଉଛି  । ଡବଳାଠାରେ ଚାଲିଥିବା ଏହି  ଯାତ୍ରାର ରହିଛି ଭିନ୍ନ ଆକର୍ଷଣ  । କାର୍ତିକ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିଠାରୁ ଆରମ୍ଭ…

ପୁରୀରୁ ପାତାଳି ଶ୍ରୀକ୍ଷେତ୍ରକୁ ଆସିଲା ସୁଭଦ୍ରାଙ୍କ ରଥ ଚକ

ସୁବର୍ଣ୍ଣପୁର :  ଶ୍ରୀକ୍ଷେତ୍ର ପୁରୀରୁ ଆସିଲା ଦେବୀ ସୁଭଦ୍ରାଙ୍କ ରଥ ଚକ। ଏହି ରଥ ଚକ ପାତାଳୀ କ୍ଷେତ୍ର ସୁବର୍ଣ୍ଣପୁର ଜିଲ୍ଲା କୋଟସମଲେଇଠାରେ ରହିବ । କୋଟସମଲେଇ ପାତାଳୀ କ୍ଷେତ୍ର ରୁ ଯାଇଥିବା ତୁଳସୀ ଗାଡିରେ ଶ୍ରୀକ୍ଷେତ୍ର ପୁରୀରୁ ଦେବୀ ସୁଭଦ୍ରା ଙ୍କ ରଥରେ ଲାଗିଥିବା ଏକ ଚକ ଆସିଛି ।…

ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡି ବସିଲା ପୋଲିସ, ୫ ଗିରଫ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ପୋଲିସକୁ ବଡ ସଫଳତା । ୩୨ କେଜିର ଗଞ୍ଜେଇ ଜବତ କରିବା ସହ ୫ ଜଣଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ମାନେ ବିଲାସପୁର ଜିଲ୍ଲା ମଟିଆରି ଗ୍ରାମର ବୋଲି ଜଣା ପଡିଛି । ସୂଚନା ଅନୁସାରେ, ଉଲୁଣ୍ଡା ପୋଲିସ ପେଟ୍ରୋଲିଙ୍ଗ୍ କରୁଥିବା ସମୟରେ…