Latest Odisha News
Browsing Category

ସୁବର୍ଣ୍ଣପୁର

ମାଁ ସୁରେଶ୍ୱରୀଙ୍କ ବଗଲାମୁଖି ବେଶ

https://youtu.be/_gZuqKlpFuU ସୁବର୍ଣ୍ଣପୁର: ଆଜି ଆଶ୍ୱୀନ ମାସ ଷଷ୍ଠୀ ତିଥି । ସୁବର୍ଣ୍ଣପୁର ଇଷ୍ଟଦେବୀ ମାଁ ସୁରେଶ୍ୱରୀ ଆଜି ବଗଲାମୁଖୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଗତ କାଲି ଭୁବନେଶ୍ଵରୀ ବେଶରେ ଦର୍ଶନ ଦେଇଥିବା ବେଳେ ଆଜି ବଗଲାମୁଖୀ ବେଶ ଧାରଣ କରିଛନ୍ତି । ସବୁ…

ମାଁ ଲଙ୍କେଶ୍ୱରୀଙ୍କ ପୀଠରେ ଦଶହରା ମହା ଆଳତୀ

ସୋନପୁର: ଜୁନାଗଡ଼ ସହର ଓ ଆଖପାଖ ଅଞ୍ଚଳର ପ୍ରତ୍ୟକ ଶକ୍ତି ପୀଠରେ ଦଶହରା ପୂଜା ଚାଲିଥିବା ବେଳେ ସବୁ ପୂଜା ମଣ୍ଡପରେ ବେଶ ଜାକଜମକରେ ଜଗତ ଜନନୀ ମା ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଛି। ଏହିସବୁ ପୀଠ ଓ ମଣ୍ଡପ ମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ ବଢ଼ିବାରେ ଲାଗିଥିବା ଦେଖିବାକୁ ମିଳୁଛି । ମହାନଦୀ…

ଆଜି ଭୁବନେଶ୍ବରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ସୁରେଶ୍ୱରୀ

ସୁବର୍ଣ୍ଣପୁର : ଆସୁଛି ପାର୍ବଣ  । ବିଭିନ୍ନ ଶକ୍ତିପୀଠ ଗୁଡିକରେ ଚାଲିଛି ମାଆଙ୍କର ଷୋଡଶ ଉପଚାର ପୂଜା  । ଏଥିଲାଗି ଚଳଚଞ୍ଚଳ ହୋଇପଡିଛି ଗାଁଠୁ ସହର  । ଚଣ୍ଡିପାଠରେ କମ୍ପୁଛି ସାରା ପରିବେଶ  ।  ଆଜି ମାଁ ସୁରେଶ୍ୱରୀ ଭୁବନେଶ୍ଵରୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଗତକାଲି…

ପବିତ୍ର ମହାଳୟା, ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମାଆ ସୁରେଶ୍ଵରୀ

ସୋନପୁର: ଆଜି ପବିତ୍ର ମହାଳୟା । ଆଶ୍ବିନ କୃଷ୍ଣ ଅମାବାସ୍ୟା ତିଥିରେ ସୋନପୁର ଗଡଜାତର ଇଷ୍ଟଦେବୀ ମାଆ ସୁରେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ଗଡ଼ଜାତର ମହାବଳୀ ପରମ୍ପରା ଅତି ପ୍ରାଚୀନ ହୋଇଥିବାବେଳେ ବଳୀଯାତ୍ରାରେ ଇଷ୍ଟଦେବୀ ବିଭିନ୍ନ ବେଶ ଧାରଣ କରି ମହାଳୟାରୁ ଦଶମୀ ତିଥି ଯାଏଁ…

ଆସିପାରିଲାନି ଆମ୍ବୁଲାନ୍ସ : ପୁଣି ଖଟିଆ ପାଲଟିଲା ପ୍ରସୂତିଙ୍କ ସାହାଭରସା

ସୁବର୍ଣ୍ଣପୁର: ସରକାର ଗ୍ରାମାଞ୍ଚଳ ଗୁଡିକରେ ଉତ୍ତମ ରାସ୍ତାଘାଟର ସୁବିଧା ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି  । କିନ୍ତୁ କେଉଁଠି ନା କେଉଁଠି ତାହା ଫେଲ ମାରୁଛି । ଆଜି ବି ଏମିତି କିଛି ଗାଁ ରହିଛି ଲୋକେ ମୌଳିକ ସୁବିଧା ପାଇବା ତ ଦୂରର କଥା ଏଠାକୁ ଯିବାକୁ ଭଲ ରାସ୍ତା ଖଣ୍ଡିଏ…

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ଉଲୁଣ୍ଡା: ଦୁର୍ଘଟଣାରେ ଦୁଇ ମୃତ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ମେଟାକାନୀ ବୁଲାଣି ରାସ୍ତାରେ ବାଇକ ଦୁର୍ଘଟଣାରେ ଦୁଇଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଯୁବକ ମାନେ ହେଲେ ଢେଳେଇ ଗ୍ରାମର କାହ୍ନା ମିଶ୍ର ଏବଂ ଅଇଁଲାଛାଟର ସୁଶାନ୍ତ ସାହୁ ବୋଲି ଜଣାପଡିଛି । ସୂଚନା…

୧୨ ଘଣ୍ଟିଆ ଡୁଙ୍ଗୁରିପାଲି ବନ୍ଦ; ଯାତାୟତ ଠପ୍

ସୋନପୁର: ଆଜି ୧୨ ଘଣ୍ଟିଆ ଡୁଙ୍ଗୁରିପାଲି ବନ୍ଦ। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ନିକଟ ୨୬ ନମ୍ବର ଜାତୀୟ ରାଜପଥର ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ଡୁଙ୍ଗୁରିପାଲି ବନ୍ଦ କରାଯାଇଛି । ଫଳରେ  ଯାତାୟତ…

ଜାତୀୟ ରାଜପଥ ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ୧୨ଘଣ୍ଟିଆ ରାସ୍ତା ଅବରୋଧ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ନିକଟ ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ । ଜାତୀୟ ରାଜପଥର ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ବରଗଡ଼ ବୋରିଗୁମା ରାସ୍ତାର  ଡୁଙ୍ଗୁରିପାଲି ଠାରେ  ୨୬ ନମ୍ବର…

ପଳାସ ଗଛରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା କାରଣ ଖୋଜୁଛି ପୋଲିସ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅରିଗାଁ ମହାନଦୀ ନିକଟରେ ଅଭାବନୀୟ ଘଟଣା ଘଟିଛି  । ଏକ ପଲାସ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି  । ମୃତକ ବାବୁପାଲି ପଞ୍ଚାୟତ ପଲସାପାଲି ଗାଁର ପ୍ରେମସିଲା ଠାଟି ବୋଲି ଜଣାପଡିଛି  । ସୂଚନା ଅନୁସାରେ…

ସ୍କୁଟିକୁ ଧକ୍କାଦେଲା ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ଗାଡି : ମାଆ ଓ ଦୁଇ ଶିଶୁ ଗୁରୁତର

ସୁବଣ୍ଣର୍ପୁର:  ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ମର୍ମନ୍ତୁଦ ଦୁର୍ଘଟଣା । ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀଙ୍କ ଗାଡି ଏକ ସ୍କୁଟିକୁ ଧକ୍କା ଦେଇଛି  । ଫଳରେ ସ୍କୁଟି ଚାଳକ ମାଆ ଏବଂ ଦୁଇ ଶିଶୁ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ସୋନପୁର ସହରର ଏକ ଘରୋଇ ସ୍କୁଲରୁ ପରୀକ୍ଷା ଦେଇ…