Latest Odisha News
Browsing Category

ସୁବର୍ଣ୍ଣପୁର

ଜାତୀୟ ରାଜପଥ ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ୧୨ଘଣ୍ଟିଆ ରାସ୍ତା ଅବରୋଧ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ନିକଟ ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ । ଜାତୀୟ ରାଜପଥର ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ବରଗଡ଼ ବୋରିଗୁମା ରାସ୍ତାର  ଡୁଙ୍ଗୁରିପାଲି ଠାରେ  ୨୬ ନମ୍ବର…

ପଳାସ ଗଛରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା କାରଣ ଖୋଜୁଛି ପୋଲିସ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅରିଗାଁ ମହାନଦୀ ନିକଟରେ ଅଭାବନୀୟ ଘଟଣା ଘଟିଛି  । ଏକ ପଲାସ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି  । ମୃତକ ବାବୁପାଲି ପଞ୍ଚାୟତ ପଲସାପାଲି ଗାଁର ପ୍ରେମସିଲା ଠାଟି ବୋଲି ଜଣାପଡିଛି  । ସୂଚନା ଅନୁସାରେ…

ସ୍କୁଟିକୁ ଧକ୍କାଦେଲା ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ଗାଡି : ମାଆ ଓ ଦୁଇ ଶିଶୁ ଗୁରୁତର

ସୁବଣ୍ଣର୍ପୁର:  ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ମର୍ମନ୍ତୁଦ ଦୁର୍ଘଟଣା । ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀଙ୍କ ଗାଡି ଏକ ସ୍କୁଟିକୁ ଧକ୍କା ଦେଇଛି  । ଫଳରେ ସ୍କୁଟି ଚାଳକ ମାଆ ଏବଂ ଦୁଇ ଶିଶୁ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ସୋନପୁର ସହରର ଏକ ଘରୋଇ ସ୍କୁଲରୁ ପରୀକ୍ଷା ଦେଇ…

କ୍ଷତିପୂରଣ ଦାବିରେ ରାସ୍ତାରେ ମୃତଦେହ ରଖି ସୋନପୁର-ସମ୍ବଲପୁର ରାଜରାସ୍ତା ଅବରୋଧ

ସୁବର୍ଣ୍ଣପୁର : ରାସ୍ତାରେ ମୃତଦେହ ରଖି ସୋନପୁର -ସମ୍ବଲପୁର ରାଜରାସ୍ତା ଅବରୋଧ କଲେ ପରିବାର ଲୋକେ  । ଏଭଳି ଘଟଣା ଦେଖିବାକୁ ମିଳିଛି  ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଉଦେପଦର ଛକରେ  ।  କ୍ଷତି ପୂରଣ ଦାବିରେ ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତି ପରିବାର ଲୋକ ଓ ଗ୍ରାମବାସୀ ।…

ସୁବର୍ଣ୍ଣପୁର କମିରା ଗାଁରେ ଝାଡାବାନ୍ତି ଆତଙ୍କ, ୩୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କମିରା ଗାଁରେ ଝାଡାବାନ୍ତି ଆତଙ୍କ । ଏବେ ପର୍ଯ୍ୟନ୍ତ ଝାଡାବାନ୍ତିରେ ପ୍ରାୟ ୩୦ରୁ ଉର୍ଦ୍ଧ୍ବ ଲୋକ ଆକ୍ରାନ୍ତ ହେଲେଣି  । ସେମାନଙ୍କ ମଧ୍ୟରୁ ୧୬ ଜଣ ସୁସ୍ଥ ହୋଇଥିବା ସୂଚନା ମିଳିଛି । ତେବେ ଦେଢ ମାସରେ ୩ ଜଣ ଆକ୍ରାନ୍ତଙ୍କ…

ବଜ୍ରାଘାତ ନେଲା ଜୀବନ: ଜଣେ ମହିଳା ମୃତ, ୩ ଗୁରୁତର

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ କୋଟସମଲାଇ ଗାଁରେ ଅଘଟଣ । ବଜ୍ରାଘାତରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି  । ମୃତ ମହିଳା ଜଣକ ସୁବାସିନୀ ନାୟକ ବୋଲି ଜଣାପଡିଛି  । ଗତକାଲି ଅପରାହ୍ନରେ ୪ଜଣ ମହିଳା ବିଳରେ କାମ କରୁଥିବା ବେଳେ ବଜ୍ରାଘାତ ହୋଇଥିଲା  । ଫଳରେ ୪ ମହିଳା…

ଅକ୍ଟୋବର ୨ରୁ ବୁଲିବ ସାଇବର ସଚେତନତା ରଥ, ଆସନ୍ତାକାଲି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର /ଭଦ୍ରକ : ସୁବର୍ଣ୍ଣପୁର ଜିଲ୍ଲାରେ  ଦିନକୁ ଦିନ ବୃଦ୍ଧି ପାଉଛି ସାଇବର ଅପରାଧ  । ତେଣୁ ଜିଲ୍ଲାବାସୀ ସଚେତନ କରିବା ଲାଗି ବୁଲିବ ସାଇବର ସଚେତନତା ରଥ  । ଏହା  ଆସନ୍ତା ୨ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ବୁଲିବ  । ଏ ନେଇ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ରେ ଅନୁଷ୍ଠିତ ଏକ…

ପାର୍କରେ ଘାସ କାଟିବାବେଳେ ଚାଲିଗଲା ମହିଳାଙ୍କ ଜୀବନ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସହର କୁଞ୍ଜ ଛକ ଠାରେ ଥିବା ସ୍ମାର୍ଟପାର୍କରେ ଅଭାବନୀ୍ୟ ଘଟଣା ଘଟିଛି । ପାର୍କରେ କାମ କରୁଥିବାବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ଖଦାଳପଡାର ବାସନ୍ତୀ ଦାସ ବୋଲି ଜଣାପଡିଛି । ସବୁ ଦିନ ପରି ଆଜି ସକାଳୁ…

ସୁବର୍ଣ୍ଣପୁରରେ ଓପିଏସ୍ ରଥକୁ ଶିକ୍ଷକ ସଂଘ ପକ୍ଷରୁ ଭବ୍ୟ ସ୍ବାଗତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାରେ ଓପିଏସ ରଥ ପହଞ୍ଚିବା ପରେ ଶିକ୍ଷକ ସଂଘ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି ।  ନିଖିଳ ଉତ୍କଳ ପ୍ରାଥମିକ ସଂଘର ରାଜ୍ୟ ସଭାପତି ଅନିତା ମେହେରଙ୍କ ତତ୍ତ୍ବାବଧାନରେ ମନମୁଣ୍ଡାଠାରୁ ଏକ ଶୋଭାଯାତ୍ରାରେ ଏହି ରଥକୁ ପାଛୋଟି ଅଣାଯାଇଥିଲା  । ଶହ ଶହ ଶିକ୍ଷକ ଓ…

ଆସନ୍ତାକାଲି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ: ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି

ସୁବର୍ଣ୍ଣପୁର/ନୂଆପଡା: ରାତି ପାହିଲେ ପାଳିତ ହେବ ପଶ୍ଚିମ ଓଡିଶା ର ଲୋକପର୍ବ ନୁଆଁଖାଇ । ଏଥିପାଇଁ ଏବେ ସାରା ପଶ୍ଚିମ ଓଡିଶା ବେଶ ଚଳଚଞ୍ଚଳ ହୋଇଉଠିଛି  । ନୂଆଁ ନୂଆଁରେ ପାଳନ ହୋଇଥାଏ ନୂଆଖାଇ ପର୍ବ  । ଚାଷୀ ବର୍ଷର ପହିଲି ଶସ୍ୟକୁ ନିଜର ଇଷ୍ଟଦେବୀଙ୍କ ନିକଟରେ ଅର୍ପଣ କରିଥାଏ  ।…