Latest Odisha News
Browsing Category

ଅନୁଗୁଳ

Anugul

ନିର୍ଧୁମ୍ ଛେଚା ଖାଇଲା ଚୋର

ଅନୁଗୁଳ :ଘରେ ପଶି ଚୋରି କରୁଥିବା ବେଳେ ଧରାପଡ଼ିଲେ ଚୋର । ନିର୍ଧୁମ୍ ମାଡ ଖାଇବା ପରେ ପୋଲିସ ଚୋରକୁ ବାନ୍ଧି ନେଇଛି । ଏହି ଘଟଣାରେ ସଂପୃକ୍ତ ଅନ୍ୟଦୁଇଜଣ ଫେରାର ଅଛନ୍ତି। ଏପରି ଘଟଣା ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା କୋରଡା ଗାଁର ଆମ୍ବିୁରି ସାହିରେ ଘଟିଛି । ଟଙ୍କା ସହ ସୁନାଗହଣା ଲୁଟିବା…

ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଘନ୍ୟ ହତ୍ୟାକାଣ୍ଡ

ଅନୁଗୁଳ: ବିଳମ୍ବିତ ରାତିରେ ହତ୍ୟାକାଣ୍ଡ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ଅନୁଗୁଳ ଜିଲ୍ଲା । ଗତକାଲି ବନ୍ତଳା ଥାନା ପୁରୁଣାଗଡ କରମଙ୍ଗା ସାହିରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ମିଳିଥିବା ରିପୋର୍ଟ ଅନୁଯାୟୀ ରାତି ପ୍ରାୟ ୧୦ଟାରେ କରମଙ୍ଗା ସାହିର…

ଠିକା କର୍ମଚାରୀଙ୍କୁ ନିର୍ମମ ହତ୍ୟା

ଅନୁଗୁଳ: ଅନୁଗୁଳ ଜିଲ୍ଲା ବିକ୍ରମପୁର ଥାନା FCIର ଚର୍ଚ୍ଚ ନିକଟରେ ହତ୍ୟାକାଣ୍ଡ । ଲୁହା ରଡରେ ମାଡ ମାରି ନାଲକୋର ଜଣେ ଠିକା କର୍ମଚାରୀଙ୍କୁ ହତ୍ୟା କରି ଦୁର୍ବୃତ୍ତ ଫେରାର ହୋଇ ଯାଇଛି । ନୟାଗଡ଼ ଜିଲ୍ଲାର ଜିତେନ୍ଦ୍ର ସାଥୁଆ ନାମକ ଜଣେ ବ୍ୟକ୍ତି ନାଲକୋରେ ଠିକା କର୍ମଚାରୀ ଭାବେ କାମ…

[ଭିଡିଓ] ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ ଫେଲ୍

ଅନୁଗୁଳ:ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ ବିଫଳ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ତୃତୀୟ ମହଲା ଝରକା ତାଜା କୁ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ କରୁଥିଲେ । ଅଗ୍ନିଶମ ବିଭାଗ ଓ ଡାକ୍ତରଖାନା କର୍ମଚାରୀ ତାଙ୍କୁ ଉଦ୍ଧାର କରିବାକୁ ଯାଇ ନ।କେଦମ ହୋଇଛନ୍ତି । ଶେଷରେ ପ୍ରାୟ ଦେଢ଼ ଘଣ୍ଟା…

ମହଙ୍ଗା ପଡ଼ିଲା ମହିଳାଙ୍କୁ ଦୁର୍ବ୍ୟବହାର, ଗିରଫ ହେଲେ ପୁଲିସ୍ ବାବୁ

ଅନୁଗୁଳ: ପୁଣି ଖାକିରେ କଳଙ୍କ । ମହଙ୍ଗା ପଡ଼ିଲା ମହିଳାଙ୍କୁ ଦୁର୍ବ୍ୟବହାର । ଶେଷରେ ବନ୍ଧା ହେଇଛନ୍ତି ପୋଲିସ ବାବୁ । ଆଉ ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି । ରାତି ଅଧିଆ ମହିଳାଙ୍କ ଘରେ ପଶି ଦୁର୍ବ୍ୟବହାର କରିବା ମହଙ୍ଗା ପଡ଼ିଛି ପୋଲିସ ବାବୁଙ୍କୁ । ଏହି…

ଅନୁଗୁଳରେ ଭିନ୍ନ ଧରଣର ଚୋରି

ଅନୁଗୁଳ:ଦୋକାନ ଘର ଉପରେ ଚଢି ଏସିର ପାଇପ୍ ଚୋରି କଲା ଚୋର। ଏଭଳି ଏକ ଘଟଣା ଅନୁଗୁଳରେ ଦେଖିବାକୁ ମିଳିଛି। ଆଉ ଏହି ଚୋରି ବେଳର ସିସିଟିଭ୍ ଫୁଟେଜ ଏବେ ଭାଇରାଲ୍ ହେବାରେ ଲାଗିଛି।ଅନୁଗୁଳ ଜିଲ୍ଲା ତାଳଚେର ମୁନିସିପାଲିଟି ମାର୍କେଟରେ ଥିବା ବିଭିନ୍ନ ଦୋକାନରୁ ଚୋର ଚୋରି କରିଥିବା ଅଭିଯୋଗ…

ଧରାପଡିଲା ଅନୁଗୁଳର କୁଖ୍ୟାତ ଲେଡି ବ୍ରାଉନ୍ ସୁଗାର ଡିଲର୍‌

ଅନୁଗୁଳ: ବ୍ରାଉନ୍ ସୁଗାରର ଲେଡି ଡିଲରର ଗିରଫଦାର୍କୁ ନେଇ ଚର୍ଚ୍ଚାକୁ ଆସିଛି ଅନୁଗୁଳ ଜିଲ୍ଲା । ଅନେକ ଦିନ ଧରି ନାକେଦମ୍ ହୋଇପଡିଥିଲା ଜିଲ୍ଲା ଅବକାରୀ ଓ ପୋଲିସ ବିଭାଗ । ହେଲେ ଶେଷରେ ଜିଲ୍ଲାର କୁଖ୍ୟାତ ମହିଳା ବ୍ରାଉନ୍ ସୁଗାର ବିକ୍ରୟକାରୀକୁ ପୋଲିସ ଗିରଫ କରିବାରେ ସଫଳ ହୋଇଛି ।…

ମାତିଛନ୍ତି ନର ପିଶାଚ, ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଅନୁଗୁଳ: ଜଣେ କଲେଜ ଛାତ୍ରୀଙ୍କ ହତ୍ୟା ମାମଲାକୁ ନେଇ ଚର୍ଚ୍ଚାକୁ ଆସିଛି ଅନୁଗୁଳର ଗିରିଧିବାସିଆ ଗାଁ । ଏକ ନାଳ ପାଖରେ ଥିବା ବୁଦାମୂଳରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ପରେ ସ୍ଥାନୀୟ ଅଂଚଳରେ ଉତ୍ତେଜନା ବୃଦ୍ଧି ପାଇଥିଲା । ଆଜି ସକାଳ ପ୍ରାୟ ୮ଟାବେଳେ ଘର ପାଖ ନାଳକୁ ଯୁବତୀ ଜଣକ…

ଅନୁଗୁଳ ହସ୍ପିଟାଲ ଫାଣ୍ଡି ଆଗରେ ଯୁବକଙ୍କୁ ନିସ୍ତୁକ ମାଡ଼, ପୋଲିସ ସାଜିଲା ଦେଖଣାହାରୀ

ଅନୁଗୁଳ: ରୋଗୀଙ୍କ ସମ୍ପର୍କୀୟଠାରୁ ଟଙ୍କା ଠକେଇ କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା । ଧରା ପଡ଼ିବା ପରେ ନିସ୍ତୁକ ପିଟିଲେ ଲୋକ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଫାଣ୍ଡି ଆଗରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପୋଲିସ ଆଗରେ ଠକେଇ କରିଥିବା ଯୁବକଙ୍କୁ ଯିଏ ଯେମିତି ପାରିଲା…

ଶୋଇଥିବା ବେଳେ ନିଆଁ ଲଗାଇ ହତ୍ୟା ଉଦ୍ୟମ

ଅନୁଗୁଳ : ଅନଗୁଳ ସହର ଆଖଣ୍ଡଳମଣି ମନ୍ଦିର ନିକଟରେ ଘଟିଛି ଅଭାବନୀୟ କାଣ୍ଡ । ମନ୍ଦିର ନିକଟସ୍ଥ ଏକ ସିମେଣ୍ଟ ଚଟାଣରେ ମହମ୍ମଦ ମହବୁଲ ନାମକ ଜଣେ ଯୁବକ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ଜଣା ପଡିଛି । ଫଳରେ ନିଆଁରେ ପୋଡି ହୋଇ ମହମ୍ମଦ ମହବୁଲ…