Latest Odisha News
Browsing Category

ଅନୁଗୁଳ

Anugul

କୋଭିଡ୍ ମହାମାରୀରେ ମିଥ୍ୟା ତଥ୍ୟ ପ୍ରଘଟ, ସାମ୍ବାଦିକ ଗିରଫ

ଅନୁଗୁଳ: ପୂର୍ବରୁ ଠିକାଦାର କିମ୍ବା ବେସରକାରୀ ସଂସ୍ଥାକୁ ବଟି ମାଗି ସାମ୍ବାଦିକ ଗିରଫ ହେବା ଖବର ସାମ୍ନାକୁ ଆସିଥିଲା । କିଛି ହାତଗଣତି ଲୋକଙ୍କ ପାଇଁ ସମ୍ବିଧାନର ଚତୁର୍ଥ ସ୍ତମ୍ଭ ବୋଲାଉଥିବା ଗଣମାଧ୍ୟମ ଅଳ୍ପ ବହୁତ ବଦନାମ ବି ହୋଇଥିଲା । ହେଲେ ଏବେ କୋଭିଡ୍ ମହାମାରୀ ଭଳି ସମ୍ବେଦନଶୀଳ…

ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ତାଳଚେର : ଘରୋଇ କଳିର କୁ ପରିଣତି । ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ ।ତାଳଚେର ବଙ୍ଗାଲିତଇଲା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ । ପାରିବାରିକ କଳହ ଯୋଗୁଁ ସ୍ୱାମୀ ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କରିଛି । ଶୁକ୍ରବାର ସକାଳେ ଗାଁର ଜୀବନ ବେହେରା ଓ ତାଙ୍କ ସ୍ତ୍ରୀ ମଧ୍ୟରେ ଝଗଡ଼ା…

ତାଳଚେର କୋଲ୍ ହ୍ୟାଣ୍ଡଲିଂ ପ୍ଲାଣ୍ଟରେ ଅଗ୍ନିକାଣ୍ଡ, କ୍ଷତିଗ୍ରସ୍ତ ସାଇଲୋ

ତାଳଚେର: ଭରତପୁର କୋଇଲା ଖଣିର କୋଲ ହ୍ୟାଣ୍ଡଲିଂ ପ୍ଲାଣ୍ଟ ଓ ସାଇଲୋରେ ଅଗ୍ନିକାଣ୍ଡ । ଗତକାଲି ରାତିର ଅଗ୍ନିକାଣ୍ଡ ଘଟିଥିଲାବେଳେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଥିବା ସୂଚନା ମିଳିଛି । ମିଳଥିବା ରିପୋର୍ଟ ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ସାଇଲୋରେ ଲାଗିଥିବା ବେଲ୍ଟରେ ହଠାତ୍ ନିଆଁ…

ଅନଗୁଳ ଜେଏସ୍‌ପିଏଲ୍‌ରେ କୋଭିଡ୍ କେୟାର ସେଣ୍ଟର ଉଦ୍‌ଘାଟିତ

ଅନୁଗୁଳ: ଜେଏସ୍‌ପିଏଲ୍ ପରିସରରେ ନୂତନ୍ କୋଭିଡ୍ କେୟାର ସେଣ୍ଟରକୁ ଲୋକାର୍ପଣ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅକ୍ସିଜେନ ସଂଯୁକ୍ତ ୨୭୦ ଶଯ୍ୟା ବିଶିଷ୍ଟ ଏହି କୋଭିଡ୍ କେୟାର ସେଣ୍ଟରର ଉଦଘାଟନୀ ଉତ୍ସବରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଏବଂ…

ରଘୁନାଥଙ୍କ ବିୟୋଗରେ ତାଳଚେର ସାମ୍ବାଦିକଙ୍କ ଶୋକସଭା

ଅନୁଗୁଳ: କରୋନା ମହାମାରୀର ଦ୍ୱିତୀୟ ଲହରରେ ହଜିଗଲା ଅନୁଗୁଳର ସାମ୍ବାଦିକ ରଘୁନାଥ ସାହୁଙ୍କ ଜୀବନ । ଶୁକ୍ରବାର ତାଙ୍କ ନିଧନ ଖବର ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳାଇଦେଇଥିଲା । ତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ତାଳଚେର କାର୍ଯ୍ୟରତ ସାମ୍ବାଦିକ ସଙ୍ଗଠନ ତରଫରୁ ଶୋକସଭା ଅନୁଷ୍ଠିତ ହୋଇଥିଲା…

ସାତକୋଶିଆରେ ନୂଆ ଅତିଥି

ଅନୁଗୁଳ - ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ପାଇଁ ଖୁସି ଖବର । ସାତକୋଶିଆ ଗଣ୍ଡର ପ୍ରାକୃତିକ ଆବାସ ସ୍ଥଳୀରେ ପୁଣି ଥରେ ବିରଳ ଘଡ଼ିଆଳ କୁମ୍ଭୀର ଜନ୍ମ ନେଇଛନ୍ତି । ସାତକୋଶିଆର ଟିକରପଡା ବନ୍ୟପ୍ରାଣୀ ବନାଞ୍ଚଳ ମହାନଦୀର ବଳଦମରା ପାଖରେ ଶନିବାର ଏକ ମାଆ ଘଡ଼ିଆଳ ସହ କିଛି ନବଜାତକ ଘଡ଼ିଆଳ…

ଆଣିଥିଲି ଘୋଡା, ଦେଇପାରୁନି ଭଡା !

ଅନୁଗୁଳ: ବାହାରେ ଘୁରିବୁଲୁଥିବା ଜୀବଜନ୍ତୁଙ୍କ ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ୬୦ ଲକ୍ଷ ଟଙ୍କାର ସହାୟତା ରାଶି । ରାଜ୍ୟ ସରକାରଙ୍କୁ ଏହି ପଦକ୍ଷେପକୁ ବିଭିନ୍ନ ମହଲରୁ ମିଳିଛି ଭୁରିଭୁରି ପ୍ରଶଂସା । ହେଲେ ଏହାରି ଭିତରେ ଏକ ଖବର ଅନେକ ଲୋକଙ୍କ ଧ୍ୟାନ ଆକର୍ଷଣ କରିଛି । ଜଣେ…

ମହଙ୍ଗା ପଡିଲା ସରକାରୀ ଜମି ବିକା, ବନ୍ଧା ହେଲା ଜମି ମାଫିଆ !

ଅନୁଗୁଳ: ଶିଳ୍ପ ସମୃଦ୍ଧ ସହର ତାଳଚେରରେ ନିତିଦିନ ସାମ୍ନାକୁ ଆସୁଛି ଅଭିନବ ଠକେଇ ମାମଲା । ମାତିଛନ୍ତି ଭଦ୍ରମୁଖା ଠକ । କେତେବେଳେ ଚାକିରୀ ତ ପୁଣି କେତେବେଳେ ଜାଗା କିଣାବିକା ନାଁରେ ହେଉଛି ବଡ ଧରଣର ଠକେଇ । ଶିକାର ସାଜୁଛନ୍ତି ସରଳ ଲୋକ । ଏପରିକି ଠକମାନଙ୍କ ନାଲି ଆଖିକୁ ଡରି ଅନେକ ଲୋକ…

ଚାକିରି ନାଁରେ ୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପା-ପୁଅ ଗିରଫ

ଅନୁଗୋଳ: ଚାକିରି ଦେବା ନାଁରେ ୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଅନୁଗୋଳ ଜିଲ୍ଲା ତାଳଚେର ଅଞ୍ଚଳରୁ ଠକ ବାପା-ପୁଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ସେମାନେ ହେଲେ ଚାଇଁପାଳ ଗାଁର ପରମାନନ୍ଦ ବେହେରା ଓ ତାଙ୍କ ବାପା ପ୍ରୀତମ ବେହେରା । ଏନେଇ ତାଳଟେର କୋଲିୟରି ଥାନାରେ ଗତ ୭…

[ଭିଡ଼ିଓ] ଆପଣା ସାଜିଲେ ପର, ପର ସାଜିଲେ ଆପଣା

ଅନୁଗୁଳ: ଗୋହିରାପଶି ଗାଁରେ ଅଭାବନୀୟ ଘଟଣା । ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ପାଖ ମାଡିଲେନି ପରିବାର କି ଗାଁ ଲୋକେ । ଶେଷରେ ଆଗେଇ ଆସିଥିଲେ କିଛି ସରକାରୀ ବାବୁ ଓ ସ୍ଥାନୀୟ ସରପଂଚ । ଦେଖାଇଥିଲେ ମାନବିକତାର ଜ୍ୱଳନ୍ତ ଉଦାହରଣ । ଗତକାଲି ସଂଧ୍ୟା ୮ଟାବଳେ ଗୋବିନ୍ଦ ମାଝୀ ନାମକ ଜଣେ…