Latest Odisha News

BREAKING NEWS

Browsing Category

ଅନୁଗୁଳ

Anugul

ଅନୁଗୁଳରେ ଥମୁନି ଦନ୍ତା ଆତଙ୍କ : ଆଜି ବି ପୁଣି ଜଣଙ୍କୁ ଦଳି ମାରିଲା ହାତୀ

ଅନୁଗୁଳ: ଥମୁନି ହାତୀଙ୍କ ଦୌରାତ୍ମ୍ୟ  । ଦିନକୁ ଦିନ ହାତୀ ମଣିଷ ଲଢେଇ ବଢିବାରେ ଲାଗିଛି  । କେତେବେଳେ ହାତୀ ଆକ୍ରମଣରେ ମଣିଷର ଜୀବନ ଯାଉଛି ତ ଆଉ କେତେବେଳେ ହାତୀର ଜୀବନ ଯାଉଛି  । ଏହାରି ମଧ୍ୟରେ ଆଜି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି  । ଅନୁଗୁଳ ବଅଁରପାଳ ବ୍ଳକ ବାଇଝାଲିଆ ସାହିରେ…

ଭିଜିଲାନ୍ସ ଜାଲରେ ପଞ୍ଚାୟତ ଜିଆରଏସ୍: ଆବାସ ଯୋଜନାରେ ଘର କରାଇଦେବାକୁ ନେଉଥିଲେ ୪ ହଜାର ଟଙ୍କା ଲାଞ୍ଚ

ଅନୁଗୁଳ : ଭିଜିଲାନ୍ସ ଜାଲରେ ପଞ୍ଚାୟତ GRS । ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତ GRS ଯଦୁମଣି ମାଝୀ  ଭିଜିଲାନ୍ସ ହାତରେ ଧରା ପଡିଛନ୍ତି  । ଘର କରେଇଦେବା ପାଇଁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି । ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଆବାସ…

ରାସ୍ତାକଡରେ ପଡିଛି ବ୍ୟକ୍ତିଙ୍କ ମୃତଦେହ: ଦୋଷୀକୁ ଗିରଫ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ

ଅନୁଗୁଳ: ଅନୁଗୁଳ ଛେଳିଆପଦାରେ ଅଭାବନୀୟ ଘଟଣା ଘଟିଛି  । ରାସ୍ତାକଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏକ ବାଲିଗଦା ଉପରେ ବ୍ୟକ୍ତିଙ୍କର ମୃତଦେହ ପଡିଥିବା ଦେଖିବାକୁ ମିଳିଛି  । ମୃତକ କାଙ୍କୁଲା ଗାଁର ସଂଗ୍ରାମ ବେହେରା ବୋଲି ଜଣାପଡିଛି  । ସୂଚନା ଅନୁଯାୟୀ ଆଜି ସକାଳୁ…

ଅନୁଗୁଳ ଅବକାରୀ ବିଭାଗକୁ ବଡ ସଫଳତା, ଜବତ ହେଲା ୧୧୦ ଗ୍ରାମ ବ୍ରାଉନସୁଗାର

ଅନୁଗୁଳ: ରାଜ୍ୟରେ ଥମୁନି ବ୍ରାଉନ ସୁଗାର ବେପାର । ବିଭିନ୍ନ ସମୟରେ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ ସହ ଅଭିଯୁକ୍ତଙ୍କୁ ଗିରଫ କରାଯାଉଛି । ମାତ୍ର ଏଥିରେ ମଧ୍ୟ ଅଭିଯୁକ୍ତ ତଥା ବ୍ରାଉନ ସୁଗାର ବେପାରର ମାଷ୍ଟରମାଇଣ୍ଡ ନଡରି ପୁଣି କେଉଁଠି ନା କେଉଁଠି…

ବଗିଚାରେ କାମ କଲାବେଳେ ଦଳିଦେଲା ଦନ୍ତା: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଅନୁଗୁଳ : ଥମୁନି ହାତୀ ଆତଙ୍କ  । ଦିନକୁ ଦିନ ହାତୀଙ୍କ ଉପଦ୍ରବ ବଢିବାରେ ଲାଗିଛି  । କେତେବେଳେ ହାତୀପଲ ଗାଁ ମୁହାଁ ହେଉଛନ୍ତି ତ ଆଉ କେତେବେଳେ ହାତୀ ଆକ୍ରମଣରେ ବହୁମୂଲ୍ୟ ଜୀବନ ଚାଲିଯାଉଛି  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ବନଖଣ୍ଡ ତଳଗଡ଼ ଗାଁରେ  ।  ବଗିଚାରେ କାମ…

ନିଷ୍ଠୁର ଶିକ୍ଷକ: କୋଚିଂ ସେଣ୍ଟରରେ ଛାତ୍ରଙ୍କୁ ମାରିଲେ ନିସ୍ତୁକ ମାଡ, ଭିଡ଼ିଓ ହେଲା ଭାଇରାଲ

ଅନୁଗୁଳ: ଅନୁଗୁଳର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ରଙ୍କୁ ନିସ୍ତୁକ ମାଡ଼ ମାରିବାର ଭିଡ଼ିଓ ଭାଇରାଲ ହେବାରେ ଲାଗିଛି । ଏହି ଘଟଣା ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ସାପୋଇସାହିଠାରେ ଥିବା ଏକ କୋଚିଂ ସେଣ୍ଟରରେ ଘଟିଥିବା ବେଳେ ସାର୍‌ଙ୍କ ଉଗ୍ର ରୂପର ଏପରି ଭିଡିଓ ଏବେ ଭାଇରାଲ ହେଉଛି।…

ଥମୁନି ହାତୀ ଆତଙ୍କ: ଅନୁଗୁଳରେ ଦୁଇ ଜଣଙ୍କୁ ଦଳିଦେଲା ଦନ୍ତା

ଅନୁଗୁଳ: ଥମୁନି ହାତୀ ଆତଙ୍କ  । କେତେବେଳେ ହାତୀ ମୃତ୍ୟୁର ଖବର ଆସୁଛି ତ ଆଉ କେତେବେଳେ ହାତୀ ମଣିଷ ଲଢେଇର ଖବର ସାମ୍ନାକୁ ଆସୁଛି  । କେଉଁଠି ହାତୀ ପଲ ଗାଁ ମୁହାଁ ହେଉଛନ୍ତି ତ ଆଉ କେତେବେଳେ ହାତୀ ଆକ୍ରମଣରେ ଲୋକଙ୍କ ଜୀବନ ଯାଉଛି  । ଏମିତି କିଛି ଘଟଣା ଘଟିଛି ଅନୁଗୁଳ ବନଖଣ୍ଡ…

ରୋଗୀଣା ଝିଅକୁ ସାହାଯ୍ୟର ହାତ ବଢ଼ାଇଲେ କିନ୍ନର ସଂଘ

ଅନୁଗୁଳ: ଦୁଃଖିର ଦୁଃଖକୁ କେବଳ ଜଣେ ଦୁଃଖି ମଣିଷ ହିଁ ବୁଝିପାରେ। ଚିରା ଫଟା ପାଲ ତଳେ ତିନି ବର୍ଷ ହେଲାଣି କଟୁଛି ମାଆ ଓ ରୋଗୀଣା ଝିଅର ଜୀବନ। ଏଥିପ୍ରତି କୌଣସି ପ୍ରଶାସନ ବାବୁମାନଙ୍କର ପଡୁନି ଦୃଷ୍ଟି। ଏ ଦୃଶ୍ୟ ଦେଖି ସାହାଯ୍ୟର ହାତ ବଢ଼ାଇଲେ କିନ୍ନର ସଂଘ। ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା…

ଆମ ହସ୍ପିଟାଲ ଦାବି: ବିକ୍ଷୋଭ କଲେ ଛେଣ୍ଡିପଦାର ୩୦ ଗାଁ ଲୋକେ

ଛେଣ୍ଡିପଦା: ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା ଡାକ୍ତରଖାନାକୁ ଆମ ହସ୍ପିଟାଲ ଯୋଜନାରେ ସାମିଲ କରିବା ଦାବିରେ ଆଜି ୩୦ଟି ଗ୍ରାମରୁ ପ୍ରାୟ ୧୦ ହଜାରରୁ ଅଧିକ ପୁରୁଷ ଓ ମହିଳାମାନେ ଏକତ୍ରିତ ହୋଇ ଦେବଗଡ଼ ଛକଠାରୁ ଏକ ବିରାଟ ରାଲିରେ ଆସି ତହସିଲ୍ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

ଗଞ୍ଜେଇ ଗାଡି ଧକ୍କାରେ ମହିଳା ମୃତ, ଘଟଣାସ୍ଥଳରେ ଉତ୍ତେଜନା

ଅନୁଗୁଳ: ଗଞ୍ଜେଇ ଗାଡି ଧକ୍କାରେ ମହିଳା ମୃତ। ଆଉ ଦୁର୍ଘଟଣା ପରେ ଉତ୍ତେଜନା। ଏଭଳି ଘଟଣା ଅନୁଗୋଳ ଜିଲ୍ଲା ମହିଧରପୁର ନିକଟରେ ଘଟିଛି। ସୂଚନା ଅନୁସାରେ ଅନୁଗୁଳ-କଟକ ପୁରୁଣା ରାଜ୍ୟ ରାଜପଥରେ ବନ୍ତଳା ପଟରୁ ଏକ କାର ଦ୍ରୁତ ଗତିରେ କଟକ ଆଡକୁ ଯାଉଥିଲା। ମହିଧରପୁର ଗାଁ ନିକଟରେ ଜଣେ ମହିଳା…