Latest Odisha News

BREAKING NEWS

Browsing Category

ଅନୁଗୁଳ

Anugul

ବିଧବା ମହିଳାଙ୍କ ସହ ପ୍ରେମ ପଡିଲା ମହଙ୍ଗା, ଉଭୟଙ୍କୁ କୋଠରୀ ଭିତରେ ପକାଇଲେ ତାଲା

ଅନୁଗୁଳ: ବିଧବା ମହିଳାଙ୍କ ସହ ପ୍ରେମ ସମ୍ପର୍କ ପଡିଲା ମହଙ୍ଗା। ମହିଳାଙ୍କ ସହ କୋଠରୀ ଭିତରେ ପ୍ରେମିକ ଥିବା ବେଳେ ଶାଶୁ ଘର ତାଲା ପକାଇଦେଲେ। ଆଉ ରାତିସାରା ତାଲା ପକାଇବା ପରେ ସକାଳେ ଉଭୟଙ୍କୁ କୋଠରୀ ଭିତରୁ ବାହାର କରି ଦଉଡ଼ିରେ ବାନ୍ଧି ସାହି ଦାଣ୍ଡରେ ବୁଲାଇଲେ। ଆଉ ଶହ ଶହ ଲୋକ…

ଜମି ବିକ୍ରି ଏବଂ ଅଧିଗ୍ରହଣ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅନୁଗୋଳ : ଚାଷୀ ସୁରକ୍ଷା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ । ଜିଲ୍ଲାର ୯୨ଟି ରାଜସ୍ବ ଗ୍ରାମରୁ ଚକବନ୍ଦୀ ରେକର୍ଡ ଉଚ୍ଛେଦ କରିବା ସହିତ ଜମି ବିକ୍ରି କରିବା ଏବଂ ଅଧିଗ୍ରହଣ ସ୍ଥଗିତ ରଖିବା ନେଇ ଦାବି କରି ରାଜରାସ୍ତାକୁ ଓହ୍ଲାଇଲେ ଶତାଧିକ ଚାଷୀ ।…

ଡାକ୍ତରଖାନା ପରିସରରେ ଅଗ୍ନିକାଣ୍ଡ

ଅନୁଗୁଳ : ଡାକ୍ତରଖାନାର ଔଷଧ ଷ୍ଟୋର ରୁମରେ ଭୟାବହ ଅଗ୍ନିକାଣ୍ଡ ।  ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା କିଶୋରନଗର ଡାକ୍ତରଖାନା ପରିସରରେ । ଆଜି ସକାଳେ କିଶୋରନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡ୍ରଗ ହାଉସ ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା ।…

ଲାଞ୍ଚ ନେବା ବେଳେ ସହକାରୀ ଡାକ ଅଧିକ୍ଷକଙ୍କୁ ଧରିଲା ସିବିଆଇ

ଅନୁଗୁଳ: ସିବିଆଇ ପଞ୍ଝାରେ ଅନୁଗୁଳ ମୁଖ୍ୟ ଡାକଘର ସହକାରୀ ଡାକ ଅଧିକ୍ଷକ। ଲାଞ୍ଚ ନେବା ବେଳେ ରେଡ଼ ହ୍ୟାଣ୍ଡ ଧରାପଡ଼ିଲେ ଟିକନ କୁମାର । ପୋଷ୍ଟ ମାଷ୍ଟରଙ୍କୁ ବଦଳି ଧମକ ଦେଇ ଲାଞ୍ଚ ନେବା ବେଳେ ଡାକ ଅଧିକାରୀଙ୍କୁ ଧରିଲା ସିବିଆଇ। ଅନୁଗୁଳ ଜିଲ୍ଲା କୁରୁଡୁଲ ପୋଷ୍ଟ ଅଫିସରେ ଥିବା ଜଣେ…

ରାସ୍ତା ପାଇଁ ୬ ଘଣ୍ଟିଆ ଆନ୍ଦୋଳନ । ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ଓକିଲ ସଂଘ

ଅନୁଗୁଳ : ରାସ୍ତା ପାଇଁ ଆନ୍ଦୋଳନ । ୬ ଘଣ୍ଟିଆ ଅବରୋଧ ଡାକରା ଦେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଓକିଲ ସଂଘ। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ଯାଏ ରାସ୍ତା ଅବରୋଧ କରିଛନ୍ତି ଅନୁଗୁଳ ୫୫ନମ୍ବର ମୁଖ୍ୟ ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି । ପ୍ରତିଦିନ ଶହଶହ ଲୋକେ ସେହି ରାସ୍ତା ଦେଇ ଯିବା…

[ଦେଖନ୍ତୁ ଭିଡିଓ] ଜିନ୍ଦଲ ପରିସରରେ ମହାପ୍ରଭୁଙ୍କର ରଥଯାତ୍ରା

ଅନୁଗୋଳ: ଅନୁଗୋଳ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପରିସରରେ ମହାପ୍ରଭୁଙ୍କର ରଥଯାତ୍ରା ପାଳିତ ହୋଇଛି। ଜିନ୍ଦଲ ପରିସରରେ ତିନି ଦିଅଁଙ୍କ ପାଇଁ ତିନୋଟି ରଥ ନିର୍ମାଣ ହୋଇଥିଲା । ପ୍ରଥମେ ପରିସରରେ ଥିବା ଜଗନ୍ନାଥ ମନ୍ଦିରରୁ ତିନି ଦିଅଁଙ୍କୁ ପହଣ୍ଡି ବିଜେ ପରେ ରଥାରୂଢ କରାଯାଇଥିଲା। ପରେ ପରେ…

ଜରପଡ଼ା ପତିତପାବନ ଡିଗ୍ରୀ କଲେଜରେ ଅଧ୍ୟାପକଙ୍କ ଜାଲ ସାର୍ଟିଫିକେଟ୍

ଅନୁଗୁଳ: ଜରପଡ଼ା ପତିତ ପାବନ ଡିଗ୍ରୀ ମହାବିଦ୍ୟାଳୟର ଅର୍ଥନୀତି ଅଧ୍ୟାପକ ବିକାଶ ଚନ୍ଦ୍ର ମିଶ୍ର ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିଲେ । ସେ ତାଙ୍କ ପିଜି ମାର୍କସିଟର ଦୁଇଟି ବିଷୟରେ ଜାଲିଆତି କରି ଚାକିରି କରିଥିବା କଥା ଜଣାପଡ଼ିବା ପରେ ବିକାଶ ଚନ୍ଦ୍ର ମିଶ୍ରଙ୍କ ବିରୋଧରେ ତଦନ୍ତ ଆରମ୍ଭ…

ରାଜ୍ୟର ଏହି ଶିଳ୍ପ ସମୃଦ୍ଧ ଜିଲ୍ଲାରେ ବଢୁଛି ବାଲ୍ୟ ବିବାହ, କେନ୍ଦ୍ର ଦେଲା ରିପୋର୍ଟ

ଅନୁଗୋଳ: ରାଜ୍ୟର ଅନ୍ୟତମ ପ୍ରମୁଖ ଶିଳ୍ପ ସମୃଦ୍ଧ ଜିଲ୍ଲା ଅନୁଗୋଳରେ ବଢୁଛି ବାଲ୍ୟ ବିବାହ । ଅର୍ଥାତ ୧୮ ବର୍ଷ ହେବା ପୂର୍ବରୁ ଅଧିକାଂଶ ଝିଅଙ୍କର ଏହି ଜିଲ୍ଲାରେ ହେଉଛି ବାହାଘର। କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ନିକଟରେ କରିଥିବା ସର୍ଭେରୁ ଏଭଳି ଏକ ରିପୋର୍ଟ…

ସିଗାରେଟ କିଣାକୁ ନେଇ ବଚସା, ଦୋକାନୀର ଆକ୍ରମଣରେ ଗ୍ରାହକର ମୃତ୍ୟୁ

ଅନୁଗୋଳ: ସିଗାରେଟ କିଣାକୁ ନେଇ ବଚସା ପରେ ହତ୍ୟା । ଦୋକାନୀ ସିଗାରେଟ ଦେବାରେ ବିଳମ୍ବ କରିବାରୁ ଦୁଇ ଜଣଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଥିଲା ପରେ ଏହାର ଚରମ ପରିଣତି ଦେଖିବାକୁ ମିଳିଛି। ଘଟଣାଟି ଘଟିଛି ଅନୁଗୋଳ ସଦର ଥାନା ଅନ୍ତର୍ଗତ ନୂଆସାହି ଗ୍ରାମରେ। ସୂଚନା ଅନୁସାରେ ନୂଆସାହି ଗାଁର…

[ଦେଖନ୍ତୁ ଭିଡିଓ] ମା’କୁ ପିଟି ପିଟି ହତ୍ୟା କଲା ପିଶାଚ ପୁଅ

ଅନୁଗୁଳ: ଟଙ୍କା ଆଗରେ ତୁଚ୍ଛ ହୋଇଛି ସମ୍ପର୍କ । ମା'କୁ ପିଟି ପିଟି ହତ୍ୟା କରିଛି ପିଶାଚ ପୁଅ । ଏଭଳି ଅଭାବନୀୟ ଘଟଣା ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ବାଗଡିଆ ଦେହୁରୀସାହିରେ ଦେଖିବାକୁ ମିଳିଛି । ମୃତକ ଜଣଙ୍କ ହେଲେ ଅବସରପ୍ରାପ୍ତ ଏଏନଏମ ବୀଣା ପାଣି ଦାଶ ବୋଲି ଜଣା ପଡିଛି । ବାଗଡିଆ…