Latest Odisha News

BREAKING NEWS

Browsing Category

ଅନୁଗୁଳ

Anugul

ଅଜଗରକୁ ଗିଳିଦେଲା ଅହିରାଜ, ଜାଣନ୍ତୁ କେଉଁଠି ?

ଅନୁଗୁଳ: ଅଜଗରକୁ ଗିଳିଲା ଅହିରାଜ । ଅହିରାଜଟି ଅଜଗରକୁ ଗିଳିବା ପରେ ଜଣେ ବ୍ୟକ୍ତିଙ୍କ ଘରେ ପଶିଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ବନକର୍ମଚାରୀ ପହଞ୍ଚି ଅହିରାଜ ସାପଟିକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡ଼ିଦେଇଛି । ସୂଚନାନୁସାରେ, ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟ ଅଞ୍ଚଳରେ ଏକ…

ବେଆଇନ ଗଞ୍ଜେଇ ଚାଷ ଉପରେ ଚଢାଉ , ୬ ହଜାର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ

ଅନୁଗୁଳ :ବେଆଇନ ଗଞ୍ଜେଇ ଚାଷ ଉପରେ ଚଢାଉ। ଅନୁଗୁଳ ଜିଲ୍ଲାରେ ବେଆଇନ ଗଞ୍ଜେଇ ଚାଷ ଉପରେ ଚଢାଉ କରି ୬ ହଜାର ଗଛ ନଷ୍ଟ କଲା ପୋଲିସ ।  ଗଞ୍ଜେଇ ଚାଷ ହୋଇଥିବା ଖବର ପାଇ ପୁରୁଣାକୋଟ ପୋଲିସ ଓ ଅନୁଗୁଳ ସ୍ପେଶାଲ ପୋଲିସ ଟିମ ପୁରୁଣାକୋଟ ଥାନା ଅଞ୍ଚଳର କନ୍ଧକୋଇଲି , ମୁଣ୍ଡାସାହି ଓ…

ଅନୁଗୁଳ କୋର୍ଟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ଅନୁଗୁଳ : ଅନୁଗୁଳରେ କରୋନା ସଂକ୍ରମଣ ହାର ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଅନୁଗୁଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା କୋର୍ଟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ସୂଚନା ଅନୁସାରେ ଅନୁଗୁଳ କୋର୍ଟରୁ ୧୨ ଜଣ ସଂକ୍ରମିତ ହୋଇଥିବା ନେଇ ଓକିଲ ସଂଘ ସଭାପତି କହିଛନ୍ତି ।…

ଭୁଜାଲି ଆକ୍ରମଣରେ ଦୁର୍ଦ୍ଦାନ୍ତ ଅପରାଧୀ ଟିକନର ମୃତ୍ୟୁ

ଅନୁଗୁଳ: ଅନୁଗୁଳ ଜିଲ୍ଲା ବେନ୍ତପୁର ଗାଁରେ ଭୁଜାଲି ଆକ୍ରମଣରେ ଦୁର୍ଦ୍ଦାନ୍ତ ଅପରାଧି ଟିକନର ମୃତ୍ୟୁ ହୋଇଛି । ବିଳମ୍ବିତ ରାତିରେ ତାକୁ କେହି ଜଣେ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ତାଳଚେର: ଅନୁଗୁଳ ଜିଲ୍ଲା କୋଲିୟରୀ ଥାନା ଅଞ୍ଚଳରୁ ୧୩୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏଥିରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କାରୁ ଉଦ୍ଧ୍ୱର୍ ହେବ । ସୂଚନା ଅନୁସାରେ ରେସକ୍ୟୁ କଲୋନୀ…

ପୂର୍ବତନ ବିଜେଡି ଜିଲ୍ଲା ସମ୍ପାଦକ ଦୁର୍ଗାଚରଣ ପ୍ରଧାନଙ୍କୁ ବିଜେପିରେ ସ୍ୱାଗତ କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳ ଜିଲ୍ଲାର ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ତଥା ବିଜେଡ଼ିର ପୂର୍ବତନ ଜିଲ୍ଲା ସମ୍ପାଦକ ଦୁର୍ଗାଚରଣ ପ୍ରଧାନଙ୍କ ସମେତ ଅନେକ ବିଜେଡ଼ି ସମର୍ଥକଙ୍କୁ ଦଳରେ ସ୍ୱାଗତ କରିଛନ୍ତି ।…

ଟ୍ରେନ୍‌ ଦୁର୍ଘଟଣା, ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି

ଅନୁଗୁଳ : ଟ୍ରେନ୍‌ ଦୁର୍ଘଟଣାରେ ଜଣେ ଗୁରୁତର । ଅନୁଗୁଳ ଜିଲ୍ଲା ରାଧାକିଶୋରପୁର ଷ୍ଟେସନ୍‌ ନିଟକରେ ଘଟିଛି ଏହି ଦୁର୍ଘଟଣା । ବୁଧବାର ସକାଳ ସମୟରେ ରାଧାକିଶୋରପୁର ଷ୍ଟେସନ୍ ନିକଟରେ ଜଣେ ବ୍ୟକ୍ତି ଟ୍ରେନ୍‌ରୁ ପଡି ଗୁରୁତର ହୋଇଛନ୍ତି । ଟ୍ରେନ୍‌ରେ ଚଢୁଥିବା ବେଳେ ସେହି…

ଅନୁଗୁଳରେ କଲରାପତାରିଆ ବାଘର ମୃତ୍ୟୁ

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ପୁଣି ବାଘର ମୃତ୍ୟୁ ହୋଇଛି । ଜରପଡ଼ା ରେଞ୍ଜ ଓ ଆଠମଲ୍ଲିକ ବନଖଣ୍ଡ ଧଣ୍ଡାତୋପା ରେଞ୍ଜ ବାତ୍ରାଖୋଲ ନିକଟରେ ବାଘର ମୃତ୍ୟୁ ଘଟିଥିବା ଦେଖିବାକୁ ମିଳିଛି । ଗତକାଲି ରାତିରେ ଏକ କଲରାପତରିଆ ବାଘ ମରିପଡ଼ିଥିବା ଜଣାପଡ଼ିଛି । କେଉଁ ପରିସ୍ଥିତିରେ ବାଘଟିର ମୃତ୍ୟୁ…

ବନ୍ଧୁକ ଡିଲ୍ ବେଳେ ମାଡ଼ିବସିଲା ଏସଟିଏଫ୍: ୮ଟି ଦେଶୀ ବନ୍ଧୁକ ସହ ଅଭିଯୁକ୍ତ ଗିରଫ

ଅନୁଗୋଳ: ଏସଟିଏଫର ଚଢ଼ାଉ ବେଳେ ମିଳିଲା ୮ଟି ଦେଶୀ ବନ୍ଧୁକ । ୭ଟି ଗୁଳି । ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ କେରଜାଙ୍ଗ ଗାଁ ନିକଟରୁ ଏସବୁ ବନ୍ଧୁକ ଜବତ କରିଛି ଏସଟିଏଫ୍ । ଗିରଫ ଅଭିଯୁକ୍ତର ନାଁ ରତ୍ନାକର କାଲଟା । ଘର ସମ୍ୱଲପୁର ଜିଲ୍ଲା…

ହସ୍ପିଟାଲ ଛାତରୁ ଡ଼େଇଁ ରୋଗୀଙ୍କ ଆତ୍ମହତ୍ୟା

ଅନୁଗୁଳ: ହସ୍ପିଟାଲ ଛାତରୁ ତଳକୁ ଡ଼େଇଁ ରୋଗୀଙ୍କ ଆତ୍ମହତ୍ୟା । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଘଟିଛି ଏହି ଘଟଣା । ଆତ୍ମହତ୍ୟା କରିଥିବା ଯୁବକ ଜଣକ ହେଲେ ଚିକୁନ ବିଶ୍ୱାଳ । ସୂଚନା ଅନୁସାରେ, ଗତକାଲି ସାନିଟାଇଜର ପିଇ ଦେଇଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…