Home ଓଡିଶା ବାଲେଶ୍ୱର

ବାଲେଶ୍ୱର

Balasore

ବସ୍ତାରେ୨ କୋଟି ଟଙ୍କାର ବ୍ରାଉନସୁଗର ଜବତ

ବାଲେଶ୍ୱର:  ବସ୍ତା ଥାନା ନିକଟ ବିଦ୍ୟାଧରପୁର ଗାଁରେ ବିପୁଳ ପରିମାଣର ବ୍ରାଉନସୁଗର ଜବତ । ଜବତ ବ୍ରାଉନସୁଗରର ଆନୁମାନିକ ଓଜନ ୨ କିଲୋ ହେବ । ଆଜି ସକାଳୁ କୌଣସି ସୁତ୍ରରୁ ଖବର ପାଇ ୩୫ ଜଣିଆ ସ୍ୱତନ୍ତ୍ର ଟିମ୍ ଚଢଉ କରି...

ପୋଲିସ ବିରୋଧରେ ଗ୍ୟାଙ୍ଗଷ୍ଟର ହାଇଦରର ପତ୍ନୀଙ୍କ ଏତଲା

ବାଲେଶ୍ୱର: ପୋଲିସ ବିରୋଧରେ ଏତଲା ଦେଇଛନ୍ତି ଗ୍ୟାଙ୍ଗଷ୍ଟର ହାଇଦରର ପତ୍ନୀ। ପୋଲିସ କବଜାରୁ ଖସି ପଳାଇବାକୁ ଉଦ୍ୟମ କରୁଥିବାବେଳେ ଏନକାଉଣ୍ଟରରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ଶେଖ୍ ହାଇଦରର ମୃତ୍ୟୁ ହୋଇଥିଲା। ଘଟଣାର ୩ମାସ ପରେ ଶେଖ୍ ହାଇଦରର ପତ୍ନୀ ହାସିନା ବିବି ସିମୁଳିଆ ଥାନାରେ...

ବାଲେଶ୍ୱର ଜିଲ୍ଲା ମଥାନୀରେ ବଢୁଛି ଜଳକା ଜଳସ୍ତର

ବାଲେଶ୍ୱର: ଉପରମୁଣ୍ଡରେ ଲଗାଣ ବର୍ଷା ରେ ବଢୁଛି ଜଳକା ନଦୀର ଜଳସ୍ତର । ବାଲେଶ୍ୱର ଜିଲ୍ଲା ବସ୍ତା ଅନ୍ତର୍ଗତ ମଥାନୀଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଆଜି ମଥାନୀଠାରେ ଜଳକାର ଜଳସ୍ତର ରହିଛି ୬.୩୦ ମିଟର । ଏଠାରେ ବିପଦ...

ଅଢ଼େଇ କୋଟି ଟଙ୍କାର ବ୍ରାଉନସୁଗର ଜବତ

ବାଲେଶ୍ୱର: ବ୍ରାଉସୁଗର ହବ୍ ପାଲଟିଛି ଜଳେଶ୍ୱର । ପୁଣି ଥରେ ବିପୁଳ ପରିମାଣର ବ୍ରାଉନସୁଗର ଜବତ ହୋଇଛି । ଅଢ଼େଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ କରିଛି ପୋଲିସ ଓ ଅବକାରୀ ବିଭାଗ । ଏହି ଘଟଣାର ୨ ମହିଳାଙ୍କ ସମେତ ଜଣେ...

ବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର

ବାଲେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷାରେ ବିପଦ ସଂକେତ ଟପିଲା ଜଳକା ନଦୀର ଜଳସ୍ତର । ବାଲେଶ୍ୱର ଜିଲ୍ଲା ବସ୍ତା ଅନ୍ତର୍ଗତ ମଥାନୀଠାରେ ବିପଦ ସଂକେତ ଟପିଛି । ମଥାନୀଠାରେ ଏବେ ୬.୦୨ ମିଟର ଜଳସ୍ତର ରହିଛି । ଏଠାରେ ଜଳକାର ବିପଦ...

ବଙ୍ଗଳାମୁଖୀ ପୀଠରେ ଜଗତଜନନୀଙ୍କ ‘ମହାଗୌରୀ’ ବେଶ

ବାଲେଶ୍ୱର : ବିଭିନ୍ନ ସ୍ଥାନରେ ବିଭିନ୍ନ ରୂପରେ ପୂଜା ପାଉଛନ୍ତି ଜଗତଜନନୀ ମା' ଦୁର୍ଗା । ବାଲେଶ୍ୱରରେ ଶାରଦୀୟ ଦୁର୍ଗାପୂଜା ଅବସରରେ ବଙ୍ଗଳାମୁଖୀ ପୀଠରେ ଅର୍ଚ୍ଚିତ ହେଲେ ମାଆଙ୍କ ଅଷ୍ଟମ ସ୍ୱରୂପ ‘ମହାଗୌରୀ’। ଶକ୍ତିପୀଠରେ ଚାଲିଛି ମା’ ଆଦ୍ୟାଶକ୍ତିଙ୍କର ନବରାତ୍ର ପୂଜା। ମାନସିକଧାରୀଙ୍କଠାରୁ...

୧୭୭ ବର୍ଷର ଦୁର୍ଗାପୂଜା

ବାଲେଶ୍ୱର : ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା । ବାଲେଶ୍ୱରରେ ୧୭୭ ବର୍ଷ ଧରି ନିଷ୍ଠାର ସହ ଚାଲିଛି ଜମିଦାର ଦାସ ଘରେ ମା’ଙ୍କ ଶାରଦୀୟ ଦୁର୍ଗାପୂଜା । ସ୍ୱତନ୍ତ୍ର ରୀତିନୀତି ଓ କରୋନା କଟକଣା ମଧ୍ୟରେ ମହାମାୟୀଙ୍କ ପୂଜାର୍ଚ୍ଚନା...

ଦଶହରାରେ ବାଲେଶ୍ୱରରେ ଆଖଡ଼ା ଖେଳ ପ୍ରଦର୍ଶନ

ବାଲେଶ୍ୱର: ଦୁର୍ଗାପୂଜାର ଅନ୍ୟତମ ଆକର୍ଷଣ ହେଉଛି ଆଖଡ଼ା ଖେଳ। ବାଲେଶ୍ୱରରେ ଆଖଡ଼ା ଦଳମାନେ ମହାବୀର ମନ୍ଦିର ପ୍ରାଙ୍ଗଣରେ ପହଞ୍ଚି ଶସ୍ତ୍ର ପୂଜା ସହ ହନୁମାନଙ୍କୁ ସଲାମୀ ପ୍ରଦାନ କରିଛନ୍ତି। ଏବର୍ଷ ବାଲେଶ୍ୱର ଆଖଡ଼ା ସଂଘ ପକ୍ଷରୁ ଏହି ପର୍ବ ପାଳିତ ହୋଇଥିଲା। ସହର...

ବାଲେଶ୍ୱରର ଅଧିଷ୍ଠାତ୍ରୀ ଦେବୀ ମା’ କନକ ଦୁର୍ଗା

ବାଲେଶ୍ୱର: ଓଡିଶାର କୋଣଅନୁକୋଣରେ କୌଣସି ନା କୌଣସି ଦେବାଦବୀଙ୍କର ବିଶିଷ୍ଟତା ରହିଛି । ପ୍ରତ୍ୟେକ ସ୍ଥାନରେ ଏମିତି ଜଣେଜଣେ ପ୍ରତ୍ୟକ୍ଷ ଦେବୀ ରହିଛନ୍ତି, ଯିଏ କି ସମଗ୍ର ଅଂଚଳର ରକ୍ଷାକର୍ତ୍ତା ଭାବେ ବିରାଜମାନ ରହିଥାନ୍ତି । ଏହି ଧାରାରେ ବାଲେଶ୍ୱର ଜିଲ୍ଲା ସୁନାହାଟ...

ଦୃଷ୍ଟି ବାଧିତ ମହିଳା କ୍ରିକେଟ ଟିମରେ ବାଲେଶ୍ୱରର ୫ ଜଣ ଛାତ୍ରୀ

ବାଲେଶ୍ୱର : ଦୃଷ୍ଟି ବାଧିତ ମହିଳା କ୍ରିକେଟ ଟିମରେ ବାଲେଶ୍ୱରର ୫ ଜଣ ଛାତ୍ରୀ । ମହିଳା କ୍ରିକେଟ ଟିମ୍ ପାଇଁ ରାଣୀପାଟଣାସ୍ଥିତ ଦୃଷ୍ଟିହୀନ ବିଦ୍ୟାଳୟର ୫ ଜଣ ଛାତ୍ରୀ ମନୋନୀତ ହୋଇଛନ୍ତି । ଏହି ଟିମ୍ ରେ ପଦ୍ମୀନି ଟୁଡୁ ଓ...

ସାହିତ୍ୟ