Latest Odisha News

BREAKING NEWS

Browsing Category

ବରଗଡ଼

Baragarh

ଚୋର ସନ୍ଦେହରେ ନିର୍ଧୁମ ଛେଚିଲେ ଲୋକେ: ୨ ମୃତ୍ୟୁ, ଜଣେ ଗୁରୁତର

ବରଗଡ଼: ୩ ଜଣଙ୍କୁ ଚୋର ଭାବି ନିସ୍ତୁକ ମାଡ଼ ମାରିଲେ ଗ୍ରାମବାସୀ। ଚୋରି କରିବାକୁ ଯାଇ ଗ୍ରାମବାସୀଙ୍କ ହାତରେ ଧରାପଡ଼ି ମାଡ଼ ଖାଇ ୨ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ସାହୁଟିକ୍ରାରେ। ମୃତ ଦୁଇ ଯୁବକ ହେଉଛନ୍ତି ବିଜୟ ବାଗ ଓ…

ଜମୁଛି ଜୁଗାର ଯାତ୍ରା , ଲାଉମୁଣ୍ଡାରେ ହଜାର ହଜାର ଲୋକଙ୍କ ସମାଗମ

ବରଗଡ : ବରଗଡ ଜିଲ୍ଲା ଲାଉମୁଣ୍ଡାର ପ୍ରସିଦ୍ଧ ଯୁଗାର ଯାତ୍ରା । ଦୀର୍ଘ ୬୨ ବର୍ଷ ହେବ ଏହି ଯାତ୍ରା ପାଳିତ ହୋଇଆସୁଛି । ଏହି ବିରାଟ ଯାତ୍ରାକୁ ଦେଖିବାକୁ  ଜିଲ୍ଲା ତଥା ଜିଲ୍ଲା ବାହାରୁ ପ୍ରାୟ ୫୦ରୁ ୬୦ ହଜାର ଲୋକ ଏହି ଯୁଗାର ଯାତ୍ରାରେ ସାମିଲ ହୋଇଛନ୍ତି । ପାରମ୍ପରିକ ନୃତ୍ୟ, ଗୀତ…

ସିସିଟିଭିରେ ଆମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା

ବରଗଡ : ଆମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା  । ସିସି ଟିଭିରେ କଏଦ ହୋଇଛି ପୁରା ଦୃଶ୍ୟ  । ଏ ନେଇ ଆଉ ଏକ ସିସିଟିଭି ଭିଜୁଆଲ ସାମ୍ନାକୁ ଆସିଛି । କିପରି ଯୁବକମାନେ  ଥାନା ମଧ୍ୟକୁ ପ୍ରବେଶ କରୁଛନ୍ତି  । ଟେବୁଲ , ଚେୟାର ସବୁକୁ ଭଙ୍ଗାରୁଜ୍ଜା କରୁଛନ୍ତି । ଥାନାରେ ଥିବା କାଗଜପତ୍ର ଗୁଡିକୁ…

ଆମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା : ବିଧାୟକ ସୁଶାନ୍ତ ସିଂଙ୍କ ଗିରଫ ଦାବିରେ ଏସପି ଅଫିସ ଘେରିଲା ବିଜେପି

ବରଗଡ : ଆମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା । NHRCରେ ଅଭିଯୋଗ କଲେ ସୂଚନା ଅଧିକାର କର୍ମୀ ସୁବ୍ରତ ଦାଶ । ଭଟଲୀ ବିଧାୟକ ସୁଶାନ୍ତ ସିଂଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି କରାଯାଇଛି । ସୁଶାନ୍ତଙ୍କ ନାଁରେ ପୋଲିସ କୌଣସି ମାମଲା ରୁଜ୍ଜୁ କରୁନି ,ଏ ନେଇ ସୁବ୍ରତ ଫେରାଦ ହୋଇଛନ୍ତି…

ବିଶ୍ୱ କର୍କଟ ସଚେତନତା ଦିବସରେ ବରଗଡରେ ସ୍ଵତନ୍ତ୍ର ରାଲି

ବରଗଡ: ଆଜି ବିଶ୍ୱ କର୍କଟ ସଚେତନତା ଦିବସ । ଏହି ଦିବସ ଉପଲକ୍ଷେ ବରଗଡ ଗଙ୍ଗାଧର ନଗର ସ୍ଥିତ ଏ. ଇ. ଏମ୍ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଆନୁକୁଲ୍ୟରେ ଫାଇଟର ଗ୍ରୁପ ବରଗଡ଼ ସହାୟତାରେ କ୍ୟାନ୍ସର ସଚେତନତା ଦିବସ ପାଳିତ ହୋଇଯାଇଛି । ଉକ୍ତ ଶୋଭାଯାତ୍ରାକୁ ବରଗଡ଼ର ମାନନୀୟ ବିଧାୟକ ଶ୍ରୀ ଦେବେଶ…

ଅମ୍ବାଭୋନା ଥାନାରେ ଭଙ୍ଗାରୁଜା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ବରଗଡ଼ ଏସପି ଅଫିସ ଘେରିଲା କଂଗ୍ରେସ

ବରଗଡ଼: ଅମ୍ବାଭୋନା ଥାନା ଭଙ୍ଗାରୁଜ୍ଜା ଘଟଣା  । କାର୍ଯ୍ୟାନୁଷ୍ଠାନ ଦାବିରେ ଆଜି ବରଗଡ଼ ଆରକ୍ଷୀ ଅଧୀକ୍ଷକଙ୍କ ଅଫିସ୍ ଘେରିଛନ୍ତି ଶତାଧିକ କଂଗ୍ରେସ କର୍ମୀ। ଘଟଣାକୁ ଦୁଇ ଦିନ ବିତିଯାଇଛି ହେଲେ ଏପର୍ଯ୍ୟନ୍ତ  କାହିଁକି କାହାରିକୁ ଗିରଫ କରାଯାଇନାହିଁ ବୋଲି ଜିଲ୍ଲା କଂଗ୍ରେସ ସଭାପତି…

ଭାରି ପଡିଲା ମିଛ ଅପହରଣ, ବ୍ୟବସାୟୀଙ୍କୁ ଗିରଫ କଲା ପୋଲିସ

ବରଗଡ଼: ବ୍ୟବସାୟୀ ସୁନୀଲ ଅଗ୍ରୱାଲ ଅପହରଣ ଘଟଣାର ନୂଆ ମୋଡ । ମହଙ୍ଗା ପଡିଲା ନିଜେ ନିଜକୁ ଅପହରଣ କରିବା । ଅପହରଣ ଚାଲ କରି ୮୦ ଲକ୍ଷ୍ୟର ଚୁନା ଲଗାଇଥିଲେ ବ୍ୟବସାୟୀ । ଶେଷରେ ଗିରଫ କଲା ପୋଲିସ । ବରଗଡ ଟାଉନ ଥାନା ପୋଲିସ ଏଭଳି ଏକ ମିଛ ଅପହରଣ ଘଟଣାର ପର୍ଦାଫାସ କରିଛି । ସୂଚନା…

ସିନ ରିକ୍ରେସନ ବେଳେ ସତ ମାନିଲା ଅଭିଯୁକ୍ତ : କମେଣ୍ଟମରାକୁ କେନ୍ଦ୍ର କରି ହତ୍ୟା କରିଥିବା ସ୍ବୀକାର

ବରଗଡ: ଅମ୍ବାଭୋନା ଥାନା ସାନ ଦର୍ଲୀପାଲି ଗାଁରେ କମେଣ୍ଟମରାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା ଘଟଣା  । କମେଣ୍ଟମରାକୁ କେନ୍ଦ୍ର କରି ହତ୍ୟା କରିଥିବା ସ୍ବୀକାର କରିଛି ଅଭିଯୁକ୍ତ । ସିନ ରିକ୍ରେସନ ବେଳେ ଅଭିଯୁକ୍ତ ଜଣକ ସତ ମାନିଛି । ମୃତକ ରାଜେଶ ବେହେରା ବୋଲି ଜଣାପଡିଛି । ପୂର୍ବ…

ସ୍କ୍ରବ୍ ଟାଇଫସ ଆତଙ୍କ: ବରଗଡରେ ପହଞ୍ଚିଲା ଚାରି ଜଣିଆ କେନ୍ଦ୍ରୀୟ ଟିମ୍

ବରଗଡ: ସାରା ରାଜ୍ୟରେ ଆତଙ୍କ ଖେଳାଉଛି ସ୍କ୍ରବ୍ ଟାଇଫସ । ଦିନ କୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ଏନେଇ ବରଗଡରେ ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଛନ୍ତି ଚାରି ଜଣିଆ କେନ୍ଦ୍ରୀୟ ଟିମ୍ । ତାଙ୍କ ସହ ରାଜ୍ୟର ୨ ଜଣ ସଦସ୍ୟ ରହିଛନ୍ତି । ଟିମ୍ ପ୍ରଥମେ ଜିଲ୍ଲା…

ରାଜ୍ୟରେ ଚିନ୍ତା ବଢାଉଛି ସ୍କ୍ରଵ ଟାଇଫସ ମାମଲା, ବରଗଡରେ ପହଞ୍ଚିଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ

ବରଗଡ଼: ରାଜ୍ୟରେ ବିଷାକ୍ତ କୀଟ କାମୁଡାରେ ଅନେକ ଲୋକଙ୍କ ମୃତ୍ୟୁ ହେବା ଘଟଣା ସାମନାକୁ ଆସିବା ପରେ ଚିନ୍ତାରେ ପଡିଛି ସ୍ଵାସ୍ଥ୍ୟ ବିଭାଗ । ବରଗଡରେ ସ୍କ୍ରଵ ଟାଇଫସ ମାମଲା ଦିନକୁ ଦିନ ବଢିବାରେ ଲାଗିଛି । ଏହାର ସତ୍ୟତା ଅନୁଧ୍ୟାନ ପାଇଁ ଭୁବନେଶ୍ୱରରୁ ତିନିଜଣିଆ ଡାକ୍ତରୀ ଦଳ ବରଗଡ଼ରେ…