Latest Odisha News

BREAKING NEWS

Browsing Category

ଭଦ୍ରକ

Bhadrak

ଭଦ୍ରକରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୩ ବେପାରୀ ଗିରଫ

ଭଦ୍ରକ: ବ୍ରାଉନସୁଗର ଚାଲାଣ ବେଳେ ଧରିଲା ପୋଲିସ । ଭଦ୍ରକ ଜିଲ୍ଲା ଚରମ୍ପା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଧାମରା ରେଲଓ୍ୱେ ଓଭର ବ୍ରିଜ ପାଖରୁ ୨୮୦ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି । ଏହି ଘଟଣାରେ ତିନି ଜଣେ ବେପାରୀଙ୍କୁ ବାନ୍ଧିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ । ସେମାନେ ହେଲେ…

ସମ୍ଭାବ୍ୟ ବାତ୍ୟା “ୟସ” ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ

ଭଦ୍ରକ: ଆସନ୍ନ ବାତ୍ୟା ୟସକୁ ନେଇ ଜାଗତିଆର ଓଡିଶା ରାଜ୍ୟ । ଉପକୂଳବର୍ତ୍ତି ଜିଲ୍ଲାଗୁଡିକ ବାତ୍ୟା ମୁକିବାଲି ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି । ଏହି ଧାରାରେ ସାମିଲ ହୋଇ ଭଦ୍ରକ ଜିଲ୍ଲା ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିଥିବା ସୂଚନା ରହିଛି । ସମୁଦ୍ର ତଟବର୍ତ୍ତି ଦୁଇଟି ବ୍ଲକ…

ଭଦ୍ରକ ହସ୍ପିଟାଲ୍ କୋଭିଡ୍ ୱାର୍ଡରେ ଅଗ୍ନିକାଣ୍ଡ

ଭଦ୍ରକ: ଜିଲ୍ଲା ମୁଖ୍ୟ ଡାକ୍ତରଖାନା ପରିସର କୋଭିଡ୍ ୱାର୍ଡରେ ଅଗ୍ନିକାଣ୍ଡ । ଭଦ୍ରକ ଡାକ୍ତରଖାନା ପରିସରରେ ଥିବା କୋଭିଡ ୱାର୍ଡର ଡିଜି ରୁମରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି । ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବାବେଳେ ଡିଜି ରୁମରେ ସାମାନ୍ୟ କ୍ଷୟକ୍ଷତି ହୋଇଛି । ଅଗ୍ନିକାଣ୍ଡ…

ବାତ୍ୟା ଆଶ୍ରୟସ୍ଥଳୀରେ ସ୍ଥିତି ପରଖିଲେ ଭଦ୍ରକ ଜିଲ୍ଲାପାଳ

ଭଦ୍ରକ: ବାତ୍ୟା ୟଶ ଆସୁଛି । ସଜାଗ ରହିବା ପାଇଁ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଏହାପରେ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ଭଦ୍ରକ ଜିଲ୍ଲାପାଳ ଡକ୍ତର ଜ୍ଞାନ ଦାସ ବାସୁଦେବପୁର ଅଞ୍ଚଳରେ ଥିବା ବାତ୍ୟା ଆଶ୍ରୟ ସ୍ଥଳୀ ପରିଦର୍ଶନ…

ଚାନ୍ଦବାଲି ଭାଟପଡା ପଞ୍ଚାୟତରେ ହୋଇଥିବା ମହାଦୁର୍ନୀତିକୁ ନେଇ ବିଜେପିର ସାମ୍ବାଦିକ ସମ୍ମିଳନୀ,

ଚାନ୍ଦବାଲି:ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଭାଟପଡା ପଞ୍ଚାୟତରେ ହୋଇଥିବା ମହାଦୁର୍ନୀତିକୁ ନେଇ ବିଜେପିର ସାମ୍ବାଦିକ ସମ୍ମିଳନୀ । ଆଜି ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ସଭାପତି ହେମନ୍ତ ପାଢ଼ୀ ଅଧ୍ୟକ୍ଷତା କରିଥିଲେ ।…

ରାତିରେ ବୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୫ ବଖରା ଘର ଓ ୧୧ ଗୋରୁ ଜୀବନ୍ତ ଦଗ୍ଧ

ଭଦ୍ରକ: ରାତିରେ ଲାଗିଲା ନିଆଁ । ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୫ ବଖରା ଘର । ୧୧ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅନ୍ତର୍ଗତ ହେଙ୍ଗୁପତି ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ହୋଇଛି । ଘଟପୁର ମହାଳିକ ସାହିରେ ହଠାତ୍ ନିଆଁ ଲାଗିଥିଲା । ଧୀରେ…

ବେଆଇନ୍ ଗୋ-ଚାଲାଣକୁ ନେଇ ଗୋଷ୍ଠୀ ସଂଘର୍ଷ, ୩ ଜଣ ଗୁରୁତର

ଭଦ୍ରକ: ବେଆଇନ୍ ଗୋ-ଚାଲାଣକୁ ନେଇ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି । ଏସ୍କର୍ଟ ପାର୍ଟିର ଆକ୍ରମଣର ୩ ଜଣ ଗୋ ସୁରକ୍ଷା ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରେ ଏହି ଘଟଣା ଘଟିଛି । ବେଆଇନ୍ ଗୋ ଚାଲାଣ ହେଉଥିବା ଖବର…

ଭୟାବହ ଅଗ୍ନିକାଣ୍ଡ: ରାତିରେ ଶୋଇଥିବା ବେଳେ ନିଆଁ ଲାଗି ୫ଟି ପରିବାରର ୧୧ବଖରା ଜଳି ପାଉଁଶ

ଭଦ୍ରକ: ରାତିରେ ଶୋଇଥିବା ବେଳେ ଘରେ ଲାଗିଲା ନିଆଁ । ଚାହୁଁ ଚାହୁଁ ବ୍ୟାପିଲା । ଗୋଟିଏ ଘରୁ ଆଉ ଗୋଟିଏ ଘରକୁ ଡେଇଁଲା । ନିଆଁ ଗିଳିଦେଲା ୫ଟି ପରିବାରର ୧୧ ବଖରା ଘର । ପାଉଁଶ ହୋଇଛି ବର୍ଷ ବର୍ଷର ସାଇତା ସମ୍ପତ୍ତି । ଭଦ୍ରକ ଜିଲ୍ଲା ଚରମ୍ପା ବେଲମଳା ଗାଁରେ ଗତକାଲି ରାତିରେ ଭୟାବହ…

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୧ ବଖରା ଘର 

ଭଦ୍ରକ: ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୧ ବଖରା ଘର । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ୍ ଦକ୍ଷିଣବାଡ ପଞ୍ଚାୟତ କହରାପୋଖରୀ ସ୍ଥିତ ମୁଣ୍ଡାସାହିରେ ଅଗ୍ନିକାଣ୍ଡ ଘଟିଛି ।  ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଭଣ୍ଡାରିପୋଖରୀରୁ ଦମକଳ ଗାଡି ଆସି ନିଆଁ ଲିଭାଇବାକୁ ଉଦ୍ୟମ ଜାରି…

ଘରେ ନିଆଁ ଲାଗି ମାଆ ଜୀବନ୍ତ ଦଗ୍ଧ, ଝିଅ ଗୁରୁତର

ଭଦ୍ରକ: ଶୋଇଥିବା ବେଳେ ରାତିରେ ଘରେ ଲାଗିଲା ନିଆଁ । ଅଗ୍ନିକାଣ୍ଡରେ ମାଆ ଜୀବନ ଦଗ୍ଧ ହୋଇଛନ୍ତି । ଝିଅ ଗୁରୁତର ଆହତ ହୋଇଛନ୍ତି । ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ବାଣୀତିଆ ପଞ୍ଚାୟତ ମହଲା ସାହିରେ ଘଟିଛି ଏହି ଦୁର୍ଘଟଣା । ଗୁରୁତର ଝିଅକୁ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି…