Latest Odisha News

BREAKING NEWS

Browsing Category

ବଲାଙ୍ଗୀର

Bolangir

ଭୋଜିରୁ ଫେରୁଥିଲେ: ହାଇୱାକୁ ଧକ୍କା ଦେଲା କାର୍‌, ପରିବାରର ୫ ସଦସ୍ୟ ମୃତ

ବଲାଙ୍ଗୀର: ଜିଲ୍ଲାର ଛୁଇଁବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ହାଇୱାକୁ ପଛପଟୁ ଧକ୍କା ଦେଲା କାର୍‌। ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ମଙ୍ଗଳବାର ମଧ୍ୟରାତ୍ରରେ ବଲାଙ୍ଗୀର ସହରଠାରୁ ୩ କିଲୋମିଟର୍ ଦୂର ଛୁଇଁବନ୍ଧ ନିକଟରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ହାଇୱା ଟ୍ରକ୍‌କୁ ଏକ…

ପାଟଣାଗଡ଼ରେ ଚାଞ୍ଚଲ୍ୟ, ବୋମା ବିସ୍ଫୋରଣରେ ଯୁବକ ଗୁରୁତର

ଓଡ଼ିଶା ସମ୍ବାଦ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଲକରେ ବୋମା ବିସ୍ଫୋରଣ। ଉକ୍ତ ବ୍ଲକର ବିଲେଇସାଥୀ ଗାଁ ନିକଟରେ ପରିତ୍ୟକ୍ତ ଅବସ୍ଥାରେ ଏକ ପଲିଥିନ ଭିତରେ ଥିବା ବୋମା ହେଲା ବିସ୍ଫୋରଣ। ଏହି ବିସ୍ଫୋରଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ହେଲେ ଉକ୍ତ ଗ୍ରାମର ହେମସାଗର…

ଆଗଲପୁର ବ୍ଲକ ଆଇସିଡିଏସ ସୁପରଭାଇଜର କୁନି ନାଏକ ଗିରଫ

ଆଗଲପୁର: ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକର ରୋଧ ସେକ୍ଟର ଆଇସିଡିଏସ ସୁପରଭାଇଜର କୁନି ନାଏକଙ୍କୁ ଭିଜିଲାନ୍ସ ଗିରଫ କରିଛି । ୧୯ ହଜାର ୮୦୦ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ରାଜ୍ୟ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ତାଙ୍କ ଅଧୀନସ୍ଥ ୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କ ଠାରୁ…

[ଦେଖନ୍ତୁ ଭିଡିଓ] ଗାଡ଼ି ଧକ୍କାରେ ୩ମୃତ,୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ନିର୍ଦ୍ଦେଶ

ଭୁବନେଶ୍ୱର: ବଲାଙ୍ଗୀର-ସୋନପୁର ରାସ୍ତାର ବଡ଼ବାହାଲୀ ଛକ ନିକଟରେ  ସଡ଼କ ଦୁର୍ଘଟଣା । ୩ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।  ବଡ଼ବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି ।…

ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଘଟଣା : ଗୋବିନ୍ଦ ସାହୁଙ୍କୁ ୨ ସପ୍ତାହ ଜାମିନ୍

ବଲାଙ୍ଗୀର: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ହାଇକୋର୍ଟ ଆଜି ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ସ୍ତ୍ରୀ ଓ ପୁଅର  ଚିକିତ୍ସା ପାଇଁ  ହାଇକୋର୍ଟ ୨ ସପ୍ତାହ ପାଇଁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ଦେଇଛନ୍ତି। ଗୋବିନ୍ଦ…

ଉତ୍ତର-ଦକ୍ଷିଣ ଉପକୂଳ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ: ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଶନିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଦିଆଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଦୁଇ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ…

ପୁରୀ ଐତିହ୍ୟ କରିଡର ପ୍ରକଳ୍ପ, ଆରଟିଆଇ ଖୋଲିଲା ଆଉ ଏକ ଗୁମର

ବଲାଙ୍ଗୀର: ଶ୍ରୀଜଗନ୍ନାଥ ମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପକୁ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ଏହି ପ୍ରକଳ୍ପକୁ ନେଇ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ବଳରେ ମିଳିଥିବା ସୂଚନା ଅନୁୟାୟୀ, ଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ବରେ ଥିବା 100 ମିଟର…

ହାଟରେ ଲାଗିଲା ମାଓ ପୋଷ୍ଟର, ୨୦ରେ ଓଡିଶା ବନ୍ଦକୁ ସଫଳ କରିବାକୁ ଆହ୍ୱାନ

ବଲାଙ୍ଗୀର : କିଛି ଦିନର ନୀରବତା ପରେ ପୁଣି ମାଓ ବ୍ୟାନର । ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଲାଠୋର ଥାନା ଅନ୍ତର୍ଗତ ପୁଟୁକେଲଚୁଆ ଓ ଘୁନୁସର ମଝିରେ ଥିବା ବଜାର ପେଣ୍ଡାଲ ଠାରେ ପୃଥକ ପୃଥକ ସ୍ଥାନରେ ଦୁଇଟି ମାଓ ବ୍ୟାନର ଲାଗିଛି । ପୋଲିସ ଦମନ ବିରୋଧରେ ମେ ୨୦ ତାରିଖରେ…

ମନ୍ତ୍ରୀ ଟୁକୁନି ସାହୁଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ

ଟିଟିଲାଗଡ: ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ । ଟିିଟିଲାଗଡର ଅଧ୍ୟକ୍ଷ ତଥା ବିଜେପି ନେତ୍ରୀ ମମତା ଦେବୀ ଜୈନ ଆଣିଛନ୍ତି ଏପରି ଅଭିଯୋଗ । ଶୁକ୍ରବାର ଟିଟିଲାଗଡ଼ ପୌର ପରିଷଦ ବୈଠକ ବସିଥିଲା । ଏଥିରେ ଟିଟିଲାଗଡର ଅଧ୍ୟକ୍ଷା ମମତା ଦେବୀ ଜୈନ…

ମୃତ୍ୟୁ ପୂର୍ବରୁ ଛାତ୍ରଙ୍କ ହ୍ୱାଟସଆପ୍ ଚାଟ୍, ରାଗିଂ ଅଭିଯୋଗକୁ କେମିତି ଅସ୍ୱୀକାର କରିବେ କଲେକ କର୍ତ୍ତୃପକ୍ଷ ?

ବଲାଙ୍ଗୀର: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜରେ ୧୦ ଦିନ ହେବ ଏମବିବିଏସ ପ୍ରଥମ ବର୍ଷରେ ନାମଲେଖାଇଥିବା ଛାତ୍ର ନିଶାନ୍ତ କୁମାରଙ୍କ ମୃତ୍ୟୁ ପଛରେ ରାଗିଂ ଅଭିଯୋଗ ! ଡିନ୍ ଡାକ୍ତର ସବିତା ମହାପାତ୍ର ରାଗିଂ ଅଭିଯୋଗକୁ ମୂଳରୁ ଖାରଜ କରୁଛନ୍ତି। ଏପରି ସ୍ଥିତିରେ ପୁଲିସ ମୃତ୍ୟୁ ଘଟଣାର…