Latest Odisha News
Browsing Category

ବୌଦ୍ଧ

Boudh

ରାଜ୍ୟର ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୮ ଆହତ

ବୌଦ୍ଧ/ସୁବର୍ଣ୍ଣପୁର: ରାଜ୍ୟର ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୮ ଜଣ ଆହତ ହୋଇଛନ୍ତି । ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ଖଜୁରୀପଡ଼ା ନିକଟରେ ଯାତ୍ରୀବାହୀ ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଗୁରୁତର…

କେତେ ନିଷ୍ଠୁର ଏ ମୃତ୍ୟୁ: ବାପାଙ୍କ ଶେଷକୃତ୍ୟ ସାରି ଫେରିବା ବାଟରେ ଦୁର୍ଘଟଣା ନେଲା ପୁଅର ଜୀବନ

ବୌଦ୍ଧ: ବାପାଙ୍କ ଶେଷକୃତ୍ୟ ସାରି ପୁରୀରୁ ଫେରିବା ବେଳେ ଅଧାବାଟରେ ଚାହିଁ ରହିଥିଲା ମୃତ୍ୟୁ । ସଡ଼କ ଦୁର୍ଘଟଣାରେ ଆଖି ବୁଜିଲା ପୁଅ । ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା ୫୭ନମ୍ୱର ଜାତୀୟ ରାଜପଥର କରଡ଼ାକୋଠା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…

ଭାରସାମ୍ୟ ହରାଇ ବୌଦ୍ଧରେ ଓଲଟିଲା ବସ୍: ୪ ଆହତ, ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

ବୌଦ୍ଧ: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ବିଦ୍ୟୁତ ଖୁଣ୍ଟରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହେଲା । ଏଥିରେ ୪ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୫୦ ଯାତ୍ରୀ । ବୌଦ୍ଧ ଜିଲ୍ଲା ଖୁଣ୍ଟବନ୍ଧ ନିକଟରେ ଏହି ଦୁର୍ଘଟଣା ଘଟିଛି । ସ୍ଥାନୀୟ ଲୋକ…

ହରଭଙ୍ଗାରେ ଜେଏମଏଫସି କୋର୍ଟ ଉଦ୍‌ଘାଟିତ

ବୌଦ୍ଧ:ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଚାରି ଛକରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ଉଦ୍‌ଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ହାଇକୋର୍ଟ ମୁଖ୍ୟ ବିଚାରପତି ଡ.ଏସ.ମୁରଲୀଧର ଯୋଗ ଦେଇ ବ୍ଲକ ହେର୍ଡ କ୍ୱାର୍ଟର ଚାରି ଛକଠାରେ ହରଭଙ୍ଗା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ଲୋକାର୍ପିତ…

ଓଲଟିଲା ଯାତ୍ରୀବାହୀ ବସ୍, ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୩୫ ଯାତ୍ରୀ

ବୌଦ୍ଧ: ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ତିନି ଜଣ ଆହତ ହୋଇଛନ୍ତି । ଅନ୍ୟ ୩୫ ଜଣ ଯାତ୍ରୀ ସୁରକ୍ଷିତ ଅଛନ୍ତି । ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ଯାତ୍ରୀ । ବୌଦ୍ଧ ଜିଲା ମନମୁଣ୍ଡା ଥାନା ୫୭ ନମ୍ବର ଜାତୀୟ ରାଜପଥ ମସିଣାପଡାରେ ଏହି ଦୁର୍ଘଟଣା ଘଟିଛି । ଗତକାଲି ରାତିରେ ଡଲଫିନ୍…

ଅଟୋକୁ ଧକ୍କା ଦେଲା ଡମ୍ପର, ମହିଳା ଓ ଶିଶୁ ମୃତ

ବୌଦ୍ଧ: ବୌଦ୍ଧର ମନମୁଣ୍ଡା-କଣ୍ଟାମାଳ ରାସ୍ତା ଗୋପାଳମାଳ ଛକରେ ଏକ ଅଟୋକୁ ଧକ୍କା ଦେଇଛି ପିଚୁ ବୋଝେଇ ଡମ୍ପର। ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମହିଳା ଓ ତାଙ୍କର ପୁଅ ଏବଂ ଝିଅର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାବ୍ୟତୀତ ଅନ୍ୟ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତେବେ…

ଅଶୁଭ ସୋମବାର: ବୌଦ୍ଧରେ ସଡ଼କ ଦୁର୍ଘଟଣାରେ ୨ ମୃତ, ୨୫ରୁ ଅଧିକ ଆହତ

ବୌଦ୍ଧ: ରାସ୍ତାରେ ଠିଆ ହୋଇଥିବା ଇନୋଭାକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଲୋକ ଆହତ ହୋଇଛନ୍ତି । ବୌଦ୍ଧ ଜିଲ୍ଲାର କିଆକଟା ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଦୁର୍ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି ଦୁଇ ଜଣ । ଗତକାଲି…

ପଶ୍ଚିମ ଓଡ଼ିଶାରେ ମାଡୁଛି କରୋନା, ଫୋକସରେ S-S-B ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ମାଡ଼ି ମାଡ଼ି ଚାଲିଛି କରୋନା ଚେର । ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବରେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପଜିଟିଭ୍ କେସ ଶତକ ପାର କରିଥିବା ବେଳେ ବରଗଡ଼ ଜିଲ୍ଲାରୁ ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ଲକଡାଉନରେ ଭାରତ: ଛତିଶଗଡ଼ରେ ଫସି ରହିଛନ୍ତି ଓଡ଼ିଆ ଶ୍ରମିକ

ପଦ୍ମପୁର:ସଂପ୍ରତି ମହାମାରୀ କରୋନା ଯୋଗୁଁ ଲକଡାଉନ୍ ସାରା ଦେଶରେ ଚାଲିଛି । ଦେଶର ପ୍ରତ୍ୟେକ ରାଜ୍ୟରେ ଓଡ଼ିଆ ଲୋକ ଫସି ରହିଛନ୍ତି । ଓଡିଶା ସରକାର ସେମାନଙ୍କୁ ବାହାର ରାଜ୍ୟରେ କମିଶନର ରଖି ତାଙ୍କର ଖାଦ୍ୟ ପେୟ ର ବନ୍ଦୋବସ୍ତ କରିଛନ୍ତି । କିନ୍ତୁ ତାହା ସଂପ୍ରତି ଫେଲ ମାରିଛି ଛତିଶଗଡ ର…