Latest Odisha News
Browsing Category

ଅନୁଗୁଳ

Anugul

ଶୋଇଥିବା ବେଳେ ନିଆଁ ଲଗାଇ ହତ୍ୟା ଉଦ୍ୟମ

ଅନୁଗୁଳ : ଅନଗୁଳ ସହର ଆଖଣ୍ଡଳମଣି ମନ୍ଦିର ନିକଟରେ ଘଟିଛି ଅଭାବନୀୟ କାଣ୍ଡ । ମନ୍ଦିର ନିକଟସ୍ଥ ଏକ ସିମେଣ୍ଟ ଚଟାଣରେ ମହମ୍ମଦ ମହବୁଲ ନାମକ ଜଣେ ଯୁବକ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ଜଣା ପଡିଛି । ଫଳରେ ନିଆଁରେ ପୋଡି ହୋଇ ମହମ୍ମଦ ମହବୁଲ…

ହାରିଗଲେ କରୋନା ଯୋଦ୍ଧା ‘ପ୍ରଦୀପ ଘିୱାଲା’…

ଅନୁଗୁଳ: ହାରିଗଲେ ଆଉ ଜଣେ କରୋନା ଯୋଦ୍ଧା ‘ପ୍ରଦୀପ ଘିୱାଲା’ । ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ କରୋନାରେ ମୃତ୍ୟୁ ହୋଇଛି । ‘ବଡ଼ ଖବର’ ଅନୁଗୁଳ ବଇଣ୍ଡାର ପ୍ରତିନିଧି ପ୍ରଦୀପ ଘିୱାଲାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଆଠମଲ୍ଲିକରେ ଜୁନ୍ ୧ରେ ସେ କରୋନା ଟିକା ନେଇଥିଲେ । ତା…

ଆମ ଗପଘରର ଗପ କର୍ମଶାଳା ଆୟୋଜିତ

ଅନୁଗୁଳ : ସାରସ୍ୱତ ଅନୁଷ୍ଠାନ ଆମ ଗପଘର ପକ୍ଷରୁ ଗପ କର୍ମଶାଳା 'ଗପରେ ଗପରେ' ସ୍ଥାନୀୟ ବାଜି ରାଉତ ଛାତ୍ରାବାସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ଭାଷା ସାହିତ୍ୟର ପ୍ରତିଷ୍ଠିତ କଥାକାରମାନଙ୍କ ସହ ରାଜ୍ୟର ବିଭିନ୍ନ ସ୍ଥାନରୁ ବହୁ କବି ଓ ଲେଖକ ଯୋଗ ଦେଇଥିଲେ। ଗପଘରର ସଭାପତି…

୨୦ ଦାଦନ ଶ୍ରମିକ ଉଦ୍ଧାର, ତାମିଲନାଡୁକୁ ହେଉଥିଲେ ଚାଲାଣ

ଆଠମଲ୍ଲିକ: ୨୦ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି ପୋଲିସ । ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ଏକ ଢ଼ାବାରେ ଚଢାଉ କରି ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ଶ୍ରମିକଙ୍କ ମଧ୍ୟରୁ ୯ ଜଣ ନାବାଳକ ଥିବାବେଳେ ୧୧ ଜଣ ସାବାଳକ ଅଛନ୍ତି । ସମସ୍ତ ଶ୍ରମିକଙ୍କ ଘର ସୁବର୍ଣ୍ଣପୁର…

ଅନୁଗୁଳ ଜିଲ୍ଲାପାଳଙ୍କ ଅଫିସ୍ ଘେରିଲେ ଅଙ୍ଗନବାଡି କର୍ମୀ: ସରକାରୀ ମାନ୍ୟତା ସହ ମାସିକ ଦରମା ୧୮ ହଜାର ଟଙ୍କା ଦାବି

ଅନୁଗୁଳ: ଜିଲ୍ଲାପାଳଙ୍କ ଅଫିସ୍ ଘେରିଲେ ଅନୁଗୋଳ ଜିଲ୍ଲା ଅଙ୍ଗନବାଡି କର୍ମୀ । ସରକାରୀ ମାନ୍ୟତା ସହ ମାସିକ ଦରମା ୧୮ ହଜାର ଟଙ୍କା ଦାବି କରିଛନ୍ତି ଅଙ୍ଗନବାଡି କର୍ମୀ । ଅଲ୍ ଓଡିଶା ଅଙ୍ଗନବାଡି ଲେଡିଜ୍‌ ୱାର୍କରସ ଆସୋସିଏସନ ପକ୍ଷରୁ ଆଜି ଜିଲ୍ଲାପାଳଙ୍କ ଅଫିସ ଘେରାଉ କରି ବିକ୍ଷୋଭ…

ଓଡ଼ିଶା ପାଇଁ JSPLର ଭିଜନ୍ -୨୦୩୦, ଅନୁଗୁଳରେ ପ୍ରତିଷ୍ଠା ହେବ ବିଶ୍ବର ସର୍ବବୃହତ୍ତ ଇସ୍ପାତ କାରଖାନା 

ଅନୁଗୁଳ : ଅନୁଗୁଳରେ ବିଶ୍ବର ସର୍ବବୃହତ୍ତ ଇସ୍ପାତ କାରଖାନା ପ୍ରତିଷ୍ଠା କରିବ JSPL ।  ଏନେଇ ଜିନ୍ଦଲ୍ ଷ୍ଟିଲ୍ ଏଣ୍ଡ ପାୱାର୍ ଲିଃର ଅଧ୍ୟକ୍ଷ ନବୀନ ଜିନ୍ଦଲ କମ୍ପାନୀର ଭିଜନ୍ ୨୦୩୦ ଉପସ୍ଥାପନ କରିଛନ୍ତି ।  ଓଡ଼ିଶାକୁ ୧୦୦ ନିୟୁତ ଟନ୍ ଇସ୍ପାତ ନିର୍ମାଣ ହବ୍ ଭାବରେ ପ୍ରତିଷ୍ଠା କରିବା…

ହସ୍ପିଟାଲରୁ କୋଭିଡ୍ ରୋଗୀ ଗାୟବ !

ଅନୁଗୁଳ: ଲକ୍ଷଣ ଦେଖାଦେବାରୁ କୋଭିଡ୍ ଟେଷ୍ଟ କରାଇଥିଲେ । ପଜିଟିଭ ବାହାରିଥିଲା ଟେଷ୍ଟ ରିପୋର୍ଟ । ପରେ ପରାମର୍ଶ କ୍ରମେ ଡାକ୍ତରଖାନାରେ ଭର୍ତ୍ତି ବି ହୋଇଥିଲେ । ହେଲେ ଆରୋଗ୍ୟ ହେବା ପରେ ସେହି ରୋଗୀ ଜଣକ ଏବେ ନିଖୋଜ ଥିବା ଜଣାପଡିଛି । ଏ ନେଇ ପରିବାର ଲୋକେ ଚିନ୍ତାରେ ପଡିଥିବାବେଳେ…

[ଭିଡିଓ] କୁକୁର ପାଇଁ ସାକ୍ଷୀ ଦେଇ ଫସିଗଲେ ବାବୁଲି !

ଅନୁଗୁଳ: ମହଙ୍ଗା ପଡିଲା ବିଦେଶୀ କୁକୁର ପାଇଁ ସାକ୍ଷୀ ଦେବା । ଉଦ୍ଧାର ପାଇଲା କୁକୁର । ଧରାପଡିଲା ଚୋର । ହେଲେ ପୋଲିସକୁ ସହାୟତା କରି ବଳିପଡିଲା ଏକ ନିରୀହ ପରିବାର । ଏଭଳି ଏକ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ଅନୁଗୁଳ ଜିଲ୍ଲା । ଅନୁଗୁଳ ସନ୍ଥପଡାର ବାବୁଲି ସାମଲ । ଘର ଆଗରେ ଲଗାଇଥିଲେ…

[ଭାଇରାଲ୍ ଭିଡିଓ] ମଣିଷ ପାଖେ ପଶୁ ପାଲଟିଲା ମଣିଷ !

ଅନୁଗୁଳ: ସମାଜରେ ପେଟ ପୋଷିବା ପାଇଁ ମୁଣ୍ଡ ବିକୁଛି ମଣିଷ । କେଉଁଠି ପାଠୁଆ ତ ପୁଣି କେଉଁଠି ଅପାଠୁଆ । ହେଲେ ତ୍ରୁଟିର ବିକଳ୍ପ କଣ ମାଡ । ଆଇନ୍‌ କାନୁନ୍‌କୁ ବାଦ୍ ଦେଲେ ମଣିଷ ହୋଇ ମଣିଷକୁ ଶାସ୍ତି ଦେବା କେତେଦୂର ଯୁକ୍ତିଯୁକ୍ତ । କିଛି ଏଭଳି ଘଟଣାକୁ ନେଇ ଏହି ଭିଡିଓଟି ଭାଇରାଲ୍ ହୋଇଛି ।…

ଅନୁଗୁଳ ରାଜ୍ୟର ଉତ୍ତପ୍ତ ସହର ସାବ୍ୟସ୍ତ; ଜାଣନ୍ତୁ ଏହି ୬ଟି ଜିଲ୍ଲାକୁ ରହିଛି ୟେଲୋ ୱାର୍ଣ୍ଣିଂ !

ଭୁବନେଶ୍ୱର: ଆଜି ମଧ୍ୟ ଅସହ୍ୟ ଗୁଳଗୁଳିରେ ରାଜ୍ୟବାସୀ ଅସ୍ତବ୍ୟସ୍ତ ହୋଇ ପଡ଼ିଛନ୍ତି । ଆଜି ରାଜ୍ୟର ୧୪ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିବାର ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବୁଧବାର ଦିନ ଅନୁଗୁଳ ସହର ରାଜ୍ୟର ଉତ୍ତପ୍ତ ସହର ଭାବେ ସାବ୍ୟସ୍ତ ହୋଇଛି ।…