Home ସହର ବ୍ରହ୍ମପୁର

ବ୍ରହ୍ମପୁର

Berhempur

ବେଆଇନ ବିଦେଶୀ ମଦ ଦୋକାନ ଉପରେ ଚଢ଼ାଉ: ମଦ ନଷ୍ଟ କଲା ପୋଲିସ

ସାନଖେମୁଣ୍ଡି: ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ୍ ମଦ ବିକ୍ରି । ମଦ ଦୋକାନ ଉପରେ ଅତର୍କିତ ଚଢ଼ାଉ କରାଯାଇ ମଦ ଜବତ କରାଯିବ ପରେ ତାହାକୁ ନଷ୍ଟ କରାଯାଇଛି । ପାଟପୁର ଥାନାରୁ ମାତ୍ର ୧ କି.ମି. ଦୂର ପଳାସପୁରଠାରେ...

ସୁନାପୁର ବେଳାଭୂମିରେ ଲାଗିଲା‌ ବିଶାଳକାୟ ସାର୍କ, ମତ୍ସ୍ୟଜୀବୀ-ବନ କର୍ମଚାରୀ ଛାଡ଼ିଲେ ସମୁଦ୍ରରେ

ବ୍ରହ୍ମପୁର: ଆଜି ଅପରାହ୍ଣରେ ବେଳାଭୂମିରେ ଲାଗିଥିଲା ଏକ ବିଶାଳକାୟ ସାର୍କ । ହାତ ପାଆନ୍ତାରେ ଏତେ ବଡ଼ ସାର୍କକୁ ଦେଖି ‌ସେଠାରେ ଥିବା ମତ୍ସ୍ୟଜୀବୀ ଓ ସ୍ଥାନୀୟ ବାସିନ୍ଦା ଆଶ୍ଚର୍ଯ୍ୟ ହୋଇଯାଇଥିଲେ । କ’ଣ କରିବେ ଚିନ୍ତାରେ ପଡ଼ି ଯାଇଥିଲେ ।  ହ୍ବେଲ୍‌...

ଗୋପାଳପୁର ବେଳାଭୂମିକୁ ବ୍ଲୁ ଫ୍ଳାଗ୍ କରିବାକୁ ଜିଲ୍ଲା ପ୍ରଶାସନର ପଦକ୍ଷେପକୁ ମତ୍ସ୍ୟଜୀବୀଙ୍କ ବିରୋଧ 

ବ୍ରହ୍ମପୁର: ଗୋପାଳପୁର ବେଳାଭୂମିକୁ ବ୍ଲୁ ଫ୍ଳାଗ୍ କରିବା ପଦକ୍ଷେପକୁ ବିରୋଧ । ପ୍ରତିବାଦରେ ଗୋପାଳପୁର-ବ୍ରହ୍ମପୁର ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ମତ୍ସ୍ୟଜୀବୀ । ସମୁଦ୍ର କୂଳରୁ ଡଙ୍ଗାଗୁଡିକୁ ହଟାଇବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବା ପରେ  ମତ୍ସ୍ୟଜୀବୀଙ୍କ ତରଫରୁ ପ୍ରତିବାଦ କରାଯାଇଛି...

ଵ୍ରହ୍ମପୁର ମହାନଗର କଂଗ୍ରେସର ନୂତନ ସଭାପତି ହେଲେ ଯୁବନେତା ସୁଜୟ

ଵ୍ରହ୍ମପୁର: ଵ୍ରହ୍ମପୁର ମହାନଗର କଂଗ୍ରେସର ନୂତନ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଵ୍ରହ୍ମପୁରର ଯୁବନେତା ସୁଜୟ କୁମାର ଆଚାର୍ୟ୍ୟ । ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ଘୋଷଣା କରାଯିବା ସହ ସୁଜୟଙ୍କୁ...

ବିମାନବନ୍ଦର ସ୍ଥାପନ ନେଇ ସପ୍ତମ ପଥପ୍ରାନ୍ତ ସଭା

ବ୍ରହ୍ମପୁର: ବ୍ରହ୍ମପୁର ଆଂକୁଲି ଛକଠାରେ ସପ୍ତମ ପଥପ୍ରାନ୍ତ ସଭା ଓ ପୋଷ୍ଟକାର୍ଡ ବ୍ୟାନେର ଦସ୍ତଖତ ଆନ୍ଦୋଳନ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ବିମାନ ବନ୍ଦର ସ୍ଥାପନ ନେଇ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆନ୍ଦୋଳନ କରାଯାଇଛି ।  ବ୍ରହ୍ମପୁରଠାରେ ବିମାନ ବନ୍ଦର ସ୍ଥାପନ ନେଇ...

ଟ୍ରକ ଧକ୍କାରେ ଓଲଟିଲା ପିକଅପ ଭ୍ୟାନ, ୩ ଆହତ

ବ୍ରହ୍ମପୁର: ଜାତୀୟ ରାଜପଥ ୧୬ କନିସି ଛକରେ ସୋମବାର ଏକ ଟ୍ରକ ଓ ପିକଅପ ମଧ୍ୟରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ କାର୍ଯ୍ୟରତ ହୋମଗାର୍ଡଙ୍କ ସହ ୩ ଜଣ ଆହତ ହୋଇଛନ୍ତି ।  ଟ୍ରକ ଧକ୍କାରେ ପିକଅପଟି ରାସ୍ତା ମଝିରେ ଓଲଟି...

ରାଜ୍ୟ ସରକାର ତୈଳ ଦର ନକମାଇଲେ ଫେବୃଆରୀ ୧୫ରେ କଂଗ୍ରେସର ଆନ୍ଦୋଳନ: ନିରଞ୍ଜନ

ବ୍ରହ୍ମପୁର:ବ୍ରହ୍ମପୁର ଖଲ୍ଲିକୋଟ କଲେଜ ପଡ଼ିଆରେ ଗଞ୍ଜାମ ଜିଲ୍ଲା କଂଗ୍ରେସ ତରଫରୁ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଇଛି । ଏହି ଅବସରରେ ବ୍ରହ୍ମପୁରକୁ ଗାନ୍ଧୀଙ୍କ ଆଗମନର ୧୦୦ ବର୍ଷ ପୂର୍ତ୍ତି ସ୍ମୃତିଚାରଣ କରାଯାଇଥିଲା ।  ଏହି ସମାରୋହରେ ରାଜ୍ୟ ପ୍ରଭାରୀ ଚେଲ୍ଲାକୁମାର ଯୋଗ...

ଆମେ ଗାନ୍ଧିଜୀଙ୍କ ପୂଣ୍ୟତିଥି ପାଳନ କରିବୁ, କଂଗ୍ରେସକୁ ଅଟକାଇଲେ ଆନ୍ଦୋଳନ ହେବ: ବାହିନୀପତି 

ବ୍ରହ୍ମପୁର : ଆସନ୍ତାକାଲି ବ୍ରହ୍ମପୁର ଠାରେ କଂଗ୍ରେସ ଦଳ ପକ୍ଷରୁ ମହାତ୍ମାଗାନ୍ଧିଙ୍କ ତିରୋଧାନ ଦିବସ ପାଳନ କରାଯିବ । ଖଲିକୋଟ କଲେଜ ଷ୍ଟାଡିୟମରେ ପୂର୍ବାହ୍ନ ୧୧ଟାରେ ଏହି କାର୍ଯ୍ୟକ୍ରମ ହେବ । କାର୍ଯ୍ୟକ୍ରମରେ ଆସିବାକୁ ଥିବା କଂଗ୍ରେସ କର୍ମୀଙ୍କୁ ରାସ୍ତାରେ ଅଟକାଗଲେ ରାଜ୍ୟ...

ବ୍ରହ୍ମପୁରରେ ନକଲି କୋଲ୍ଡ ଡ୍ରିଙ୍କସ୍ କାରଖାନା ଠାବ 

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ନକଲି କୋଲ୍ଡ ଡ୍ରିଙ୍କସ୍ କାରଖାନା ଠାବ । ଜିଲ୍ଲା ସଦର ଥାନା ପକ୍ଷରୁ ସୁକୁଣ୍ଡା ଗାଁରେ ଚଢାଉ କରାଯିବା ବେଳେ ନକଲି କୋଲ୍ଡ ଡ୍ରିଙ୍କସ୍ କାରଖାନା ଠାବ କରାଯାଇଛି । ଚଢାଉ ବେଳେ ବିପୁଳ ପରିମାଣର ନକଲି...

ସାହିତ୍ୟ