ବ୍ରହ୍ମପୁର ଏସଡିଜେଏମଙ୍କ କୋର୍ଟରେ ଆଜି ହାଜର ହେବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ବ୍ରହ୍ମପୁର: ଆଜି ବ୍ରହ୍ମପୁର ଏସଡିଜେଏମଙ୍କ କୋର୍ଟରେ ହାଜର ହେବେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ତାଙ୍କୁ କଡ଼ା ସୁରକ୍ଷା ଭିତରେ ଭୁବନେଶ୍ୱର ଝାରପଡ଼ା ଜେଲରୁ ନିଆଯିବ ବ୍ରହ୍ମପୁର । ଟାଟାରେ ନିଯୁକ୍ତି ନାଁରେ ଠକେଇ ମାମଲାରେ ତାଙ୍କୁ ରିମାଣ୍ଡରେ ନେଇପାରେ ଗୋଳନ୍ଥରା...

ଟ୍ରକ ଧକ୍କାରେ ଓଲଟିଲା ପିକଅପ ଭ୍ୟାନ, ୩ ଆହତ

ବ୍ରହ୍ମପୁର: ଜାତୀୟ ରାଜପଥ ୧୬ କନିସି ଛକରେ ସୋମବାର ଏକ ଟ୍ରକ ଓ ପିକଅପ ମଧ୍ୟରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ କାର୍ଯ୍ୟରତ ହୋମଗାର୍ଡଙ୍କ ସହ ୩ ଜଣ ଆହତ ହୋଇଛନ୍ତି ।  ଟ୍ରକ ଧକ୍କାରେ ପିକଅପଟି ରାସ୍ତା ମଝିରେ ଓଲଟି...

ରାଜ୍ୟ ସରକାର ତୈଳ ଦର ନକମାଇଲେ ଫେବୃଆରୀ ୧୫ରେ କଂଗ୍ରେସର ଆନ୍ଦୋଳନ: ନିରଞ୍ଜନ

ବ୍ରହ୍ମପୁର:ବ୍ରହ୍ମପୁର ଖଲ୍ଲିକୋଟ କଲେଜ ପଡ଼ିଆରେ ଗଞ୍ଜାମ ଜିଲ୍ଲା କଂଗ୍ରେସ ତରଫରୁ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଇଛି । ଏହି ଅବସରରେ ବ୍ରହ୍ମପୁରକୁ ଗାନ୍ଧୀଙ୍କ ଆଗମନର ୧୦୦ ବର୍ଷ ପୂର୍ତ୍ତି ସ୍ମୃତିଚାରଣ କରାଯାଇଥିଲା ।  ଏହି ସମାରୋହରେ ରାଜ୍ୟ ପ୍ରଭାରୀ ଚେଲ୍ଲାକୁମାର ଯୋଗ...

ଆମେ ଗାନ୍ଧିଜୀଙ୍କ ପୂଣ୍ୟତିଥି ପାଳନ କରିବୁ, କଂଗ୍ରେସକୁ ଅଟକାଇଲେ ଆନ୍ଦୋଳନ ହେବ: ବାହିନୀପତି 

ବ୍ରହ୍ମପୁର : ଆସନ୍ତାକାଲି ବ୍ରହ୍ମପୁର ଠାରେ କଂଗ୍ରେସ ଦଳ ପକ୍ଷରୁ ମହାତ୍ମାଗାନ୍ଧିଙ୍କ ତିରୋଧାନ ଦିବସ ପାଳନ କରାଯିବ । ଖଲିକୋଟ କଲେଜ ଷ୍ଟାଡିୟମରେ ପୂର୍ବାହ୍ନ ୧୧ଟାରେ ଏହି କାର୍ଯ୍ୟକ୍ରମ ହେବ । କାର୍ଯ୍ୟକ୍ରମରେ ଆସିବାକୁ ଥିବା କଂଗ୍ରେସ କର୍ମୀଙ୍କୁ ରାସ୍ତାରେ ଅଟକାଗଲେ ରାଜ୍ୟ...

ବ୍ରହ୍ମପୁରରେ ୮ ବର୍ଷର ନାବାଳିକାର ବେକ କାଟିଲେ ଦୁଇ ଯୁବକ

ବ୍ରହ୍ମପୁର: ଗୋଳନ୍ଥରା ଚିକିଟି ସୋରଳ ଗାଁରେ ଅଭାବନୀୟ ଘଟଣା । ଓଡିଆ କଲୋନୀର ଜଣେ ୮ ବର୍ଷର ନାବାଳିକାର ବେକକୁ ଦୁଇ ଯୁବକ ଛୁରୀରେ କାଟିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ନାବାଳିକାକୁ ପ୍ରଥମେ ଏମକେସିଜି ଓ ପରେ କଟକ ଏସସିବିକୁ...

ବ୍ରହ୍ମପୁରରେ ନକଲି କୋଲ୍ଡ ଡ୍ରିଙ୍କସ୍ କାରଖାନା ଠାବ 

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ନକଲି କୋଲ୍ଡ ଡ୍ରିଙ୍କସ୍ କାରଖାନା ଠାବ । ଜିଲ୍ଲା ସଦର ଥାନା ପକ୍ଷରୁ ସୁକୁଣ୍ଡା ଗାଁରେ ଚଢାଉ କରାଯିବା ବେଳେ ନକଲି କୋଲ୍ଡ ଡ୍ରିଙ୍କସ୍ କାରଖାନା ଠାବ କରାଯାଇଛି । ଚଢାଉ ବେଳେ ବିପୁଳ ପରିମାଣର ନକଲି...

ନବୀନ ପାଠାଗାର ପକ୍ଷରୁ ନେତାଜୀଙ୍କ ୧୨୫ ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର : ସ୍ଥାନୀୟ ନବୀନ ଭବନ ପରିସରରେ" ନବୀନ" ପକ୍ଷରୁ ନେତାଜୀଙ୍କ ୧୨୫ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି  ଅବସରରେ ବିଶିଷ୍ଟ ବକ୍ତା ମାନେ ମତ ରଖିଛନ୍ତି ଯେ, କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱ ଦରବାରରେ ନେତାଜୀ ସୁଭାଷ ଚନ୍ଦ୍ର...

ବ୍ରହ୍ମପୁରରୁ ସାଢ଼େ ୪ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଯୁବକ ଗିରଫ

ବ୍ରହ୍ମପୁର: ଖେଳ ପଡ଼ିଆ ପାଖରେ ବ୍ରାଉନସୁଗର ଧରି ଗରାଖକୁ ଅପେକ୍ଷା କରିଥିଲା ବେପାରୀ । ହଠାତ୍ ପୋଲିସ ପହଞ୍ଚି କାବୁ କଲା । ଜବତ ହୋଇଛି ପ୍ରାୟ ୪୫ ଗ୍ରାମ୍ ଧଳା ଜହର । ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପଡ଼ିଆରୁ ଏହି...

ପୂର୍ବତନ ବ୍ଳକ୍ ଅଧ୍ୟକ୍ଷଙ୍କୁ ଗୁଳିମାରି ହତ୍ୟା 

ବ୍ରହ୍ମପୁର : ଚା’ ପିଉଥିବା ବେଳେ ପୂର୍ବତନ ବ୍ଳକ୍ ଅଧ୍ୟକ୍ଷଙ୍କୁ ଗୁଳି କରି ହତ୍ୟା । ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଳକ୍ ସୁମଣ୍ଡଳ ଗାଁରେ ଚାଞ୍ଚଲ୍ୟକର ଘଟଣା ଘଟିଛି । ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ଦେବରାଜ ସାହୁଙ୍କୁ ଗୁଳି କରି ହତ୍ୟା କରିଛନ୍ତି...

ନରେନ କବିତା ସଂକଳନ ଓ ମାସିକ ସାହିତ୍ୟ ପତ୍ରିକା ସାହିତ୍ୟ ସୁମିତ୍ର ଉନ୍ମୋଚନ

ବ୍ରହ୍ମପୁର:ବ୍ରହ୍ମପୁର , ଲକ୍ଷ୍ମୀ ନୃସିଂହ ସାହି ୧୪ ନମ୍ବର ଗଳି ସ୍ଥିତ ଶ୍ରୀ ବିବେକାନନ୍ଦ ବିଦ୍ୟା ମନ୍ଦିର ତରଫରୁ ସିଟି ହସ୍ପିଟାଲ ରୋଡ ସ୍ଥିତ ଏନ ଜି ଓ ହଲରେ ବିବେକାନନ୍ଦ ଜୟନ୍ତୀ ପାଳନ କରାଯାଇଅଛି। ଏହି ଅବସରରେ  ପ୍ରତ୍ୟୁଷରୁ ପାଣିଗ୍ରାହୀ ପେଣ୍ଠ...

ସାହିତ୍ୟ