ବ୍ରହ୍ମପୁର ଏମକେସିଜିକୁ ମିଳିଲା କୋଭିଡ୧୯ ନମୁନା ପରୀକ୍ଷା ଅନୁମତି

ବ୍ରହ୍ମପୁର: କୋଭିଡ୧୯ ପରୀକ୍ଷା ପାଇଁ ବ୍ରହ୍ମପୁର ଏମକେସିଜିକୁ ଅନୁମତି । ଏମକେସିଜି ମେଡିକାଲ କଲେଜକୁ ଏହି ଅନୁମତି ଦେଇଛନ୍ତି ଇଣ୍ଡିଆନ କାଉନସିଲ୍ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମଆର୍‌) । ଦକ୍ଷିଣ ଓଡିଶାର ପ୍ରଥମ ହସ୍ପିଟାଲ ଭାବେ ଏଠାରେ ପରୀକ୍ଷଣ ଆରମ୍ଭ ହେବ । ବର୍ତ୍ତମାନ ଭୁବନେଶ୍ୱରର...

କରୋନା ସଚେତନତା: ବ୍ରହ୍ମପୁରରେ ରାସ୍ତାରେ ଲେଖାଯାଇଛି ବାର୍ତ୍ତା

ବ୍ରହ୍ମପୁର : କୋଭିଡ୧୯ ଭୟବହତାକୁ ଦୃଷ୍ଟିରେ ରଖି ସମସ୍ତଙ୍କୁ ସଚେତନ କରିବାକୁ ଉଦ୍ୟମ ହେଉଛି । ତେବେ ରେଶମ ସହର ବ୍ରହ୍ମପୁରରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି । ରାସ୍ତା ଉପରେ ଚିତ୍ର କରି କରୋନା ସଚେତନତାର ବାର୍ତ୍ତା ଦିଆଯାଉଛି । ସହରର...

ସାମାଜିକ ଦୂରତ୍ୱ ନେଇ ରାଜ୍ୟର ବିଭିନ୍ନ ସହରର ହାଟରେ ହେଲା ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ସାରା ରାଜ୍ୟରେ ଲକ୍‌ଡାଉନ ଘୋଷଣା ହୋଇଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ନେଇ କୌଣସି କଟକଣା ନାହିଁ । କିନ୍ତୁ ଗତ ଦୁଇ ଦିନ ହେଲା ହାଟମାନଙ୍କରେ ଭିଡକୁ ଲକ୍ଷ୍ୟ କରି ପ୍ରଶାସନ ପକ୍ଷରୁ ରାଜ୍ୟର ବିଭିନ୍ନ ସହରରେ ସ୍ୱତନ୍ତ୍ର ବ୍ୟବସ୍ଥା...

ହୋମ କ୍ୱାରେଣ୍ଟାଇନ ଉଲ୍ଲଂଘନ ପାଇଁ ବ୍ରହ୍ମପୁରରେ ଜଣଙ୍କ ନାଁରେ ମାମଲା ରୁଜୁ

ବ୍ରହ୍ମପୁର: ନିକଟରେ ଦୋହାରୁ ଫେରିଥିବା ଜଣେ ବ୍ୟକ୍ତି ହୋମକ୍ୱାରେଣ୍ଟାଇନରେ ଥାଇ ମଧ୍ୟ ଏଥିରେ ଖିଲାପ କରିଥିବା ଅଭିଯୋଗ ଆସିଛି । ପାତ୍ରପୁର ତହସିଲଦାରଙ୍କ ଅଭିଯୋଗ କ୍ରମେ ବ୍ରହ୍ମପୁର ଜରଦା ପୋଲିସ ଥାନାରେ ମାମଲା ରୁଜୁ ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ସରକାରୀ...

ବ୍ରହ୍ମପୁରରେ ଜନତା କର୍ଫ୍ୟୁର ବ୍ୟାପକ ପ୍ରଭାବ, ରାସ୍ତାଘାଟ ଓ ବଜାର ଶୂନଶାନ

ବ୍ରହ୍ମପୁର: କରୋନା ସଂକ୍ରମଣ ରୋକିବା ପାଇଁ ଆଜି ଚାଲିଥିବା ଜନତା କର୍ଫ୍ୟୁକୁ ରେଶମ ସହରରେ ବ୍ୟାପକ ଜନସମର୍ଥନ ମିଳିଥିବା ଦେଖାଯାଇଛି । ସହରର ସମସ୍ତ ପ୍ରମୁଖ ଛକ, ବଜାର ତଥା ରାସ୍ତାଘାଟ ଶୂନଶାନ ରହିଛି । ଲୋକେ ସଚେତନ ହୋଇ ଘରୁ ବାହାରୁ...

ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି ହେଲେ କୋଭିଡ୍‌-୧୯ ସନ୍ଦିଗ୍ଧ ଇଞ୍ଜିନିୟରିଂ ଛାତ୍ର, ବୟସ୍କ ମହିଳା

ବ୍ରହ୍ମପୁର: ବ୍ରହ୍ମପୁରରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣେ ମହିଳା ଏବଂ ଜଣେ ଇଞ୍ଜିନିୟରିଂ ଛାତ୍ର କରୋନା ଭାଇରସ୍ ସଂଦିଗ୍ଧ ବୋଲି ଜଣାପଡ଼ିଛି । ସୋମବାର ଦିନ ଏହି ଦୁଇଜଣଙ୍କୁ ସ୍ଥାନୀୟ ଏମକେସିଜି ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା...

ଏହି ସ୍କୁଲରେ ଆରମ୍ଭ ହେଲା ନୂଆ ନିୟମ; ପିଲାମାନେ ଶନିବାର ସ୍କୁଲକୁ ଆଣିବେନି ବହି, ବ୍ୟାଗ୍ !

ବ୍ରହ୍ମପୁର: କୋମଳମତି ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲ୍ଲାପାଳ ଏକ ଅଭିନବ ଉପାୟ ଅବଲମ୍ବନ କରିଛନ୍ତି । ପ୍ରଥମ ଶ୍ରେଣୀରୁ ପଞ୍ଚମ ଶ୍ରେଣୀ ପିଲାମାନେ ଶନିବାର ଦିନ ବିଦ୍ୟାଳୟରେ ‘ନୋ ସ୍କୁଲ ବ୍ୟାଗ ଡ଼େ’ ଭାବେ ପାଳନ...
Nayagarh Municipality Accountant Arrested By Vigilance

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଅଧୀକ୍ଷଣ ଯନ୍ତ୍ରୀ

ବ୍ରହ୍ମପୁର: ମଙ୍ଗଳବାର ଦିନ ବ୍ରହ୍ମପୁର ରୋଡ ଓ ବିଲ୍ଡିଂ ସର୍କଲ ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ପାଢ଼ୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ସ୍ୱତନ୍ତ୍ର ନ୍ୟାୟାଧୀଶଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ...

ଜାଲ ପ୍ରମାଣପତ୍ର ତିଆରି ଅଭିଯୋଗରେ ଦୁଇ ସ୍କୁଲ ଶିକ୍ଷକ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଆସ୍କାରେ ସରକାରୀ ନିଯୁକ୍ତି ପାଇଁ ନକଲି ବିଇଡି ପ୍ରମାଣପତ୍ର ତିଆରି କରିବା ଅଭିଯୋଗରେ ଦୁଇ ସରକାରୀ ସ୍କୁଲ ଶିକ୍ଷକଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ଗୌରୀ ଶଙ୍କର ଜେନା ଓ ଦୟାନିଧି ପରିଡା । ଆସ୍କା...

ସାହିତ୍ୟ