ଘରେ ରୁହନ୍ତୁ, କରୋନା ସଂକ୍ରମଣ ରୋକିବାରେ ସହଯୋଗ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ଲାଗି ଓଡ଼ିଶାରେ ଏବେ ଲକ୍‌ଡାଉନ୍ ଜାରି ରହିଛି । ରାଜ୍ୟବାସୀ ଏହି ଲକ୍‌ଡାଉନକୁ ମାନି ସରକାରଙ୍କୁ ସହଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି । #Odisha Government has announced complete shut down...

ବର୍ଷାରେ ବେହାଲ ଭଦ୍ରକ,ଲହଡି ଭାଙ୍ଗୁଛି ପାଣି

ଭଦ୍ରକ: ବର୍ଷାରେ ବେହାଲ ଭଦ୍ରକ ସହର । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଅସ୍ତବ୍ୟସ୍ତ ଜନଜୀବନ । ସହରର ତଳି ଅଞ୍ଚଳରେ ବର୍ଷା ପାଣି ଜମି ରହିବାରୁ ଲୋକମାନେ ଯିବା ଆସିବାରେ ହଇରାଣ ହୋଇଛନ୍ତି. । ବର୍ଷା ପବନ ଲାଗି ରହିଥିବାରୁ...

ଫୁଲୁଛି ବୈତରଣୀ

ଭଦ୍ରକ: ଭଦ୍ରକ ଆଖୁଆପଦାରେ ବୈତରଣୀ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ । ଏଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ରହିଥିବା ବେକେ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଜଳ ସ୍ତର ୧୮.୧୭ ମିଟର ଉପରେ ପ୍ରବାହିତ ହେଉଛି । ତେବେ...

ଫେସବୁକରେ ଚତୁର୍ଥ କରୋନା ପଜିଟିଭ୍ ଆକ୍ରାନ୍ତଙ୍କ ଫଟୋ ଅପଲୋଡ କରି ଭଦ୍ରକରେ ୩ ଗିରଫ

ଭଦ୍ରକ: ଭଦ୍ରକରେ ଜଣେ ଯୁବକ କୋଭିଡ୍‌-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସୋସିଆଲ୍ ମିଡ଼ିଆରେ ଏହି ରୋଗୀଙ୍କ ଫଟୋ ଅପଲୋଡ଼ କରିବା ଅଭିଯୋଗରେ ପୋଲିସ ଭଦ୍ରକରେ ୩ ଜଣଙ୍କୁ ଗିରଫ କରିଛି । ଗିରଫ ବ୍ୟକ୍ତିମାନଙ୍କ ମଧ୍ୟରେ ଜଣେ ମହିଳା ମଧ୍ୟ ରହିିଥିବା ଜଣାପଡ଼ିଛି...

ଓଡିଶାରେ ଲକ୍‌ଡାଉନ ବେଳେ କଣ ସବୁ ଉପରେ ରହିବ କଟକଣା ଜାଣନ୍ତୁ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣର ସମ୍ଭାବ୍ୟ ବିପଦକୁୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ସକାଳ ୭ଟା ଠାରୁ ଆସନ୍ତା ୨୯ ତାରିଖ ରାତି ୯ ଟା ଯାଏଁ ରାଜ୍ୟର ୫ଟି ଜିଲ୍ଲା ଓ ଆଠଟି ପ୍ରମୁଖ ସହରରେ ସମ୍ପୂର୍ଣ୍ଣ ବନ୍ଦ...

ଅବହେଳିତ ଗାନ୍ଧୀ ସ୍ମୃତି ପୀଠ

ଭଦ୍ରକ: ଅବହେଳିତ ଗାନ୍ଧୀ ସ୍ମୃତି ପୀଠ । ଭଦ୍ରକ ଭଣ୍ଡାରୀପୋଖରୀ ବ୍ଲକ ରଣଜିତ ପଞ୍ଚାୟତର ମଞ୍ଜୁରୀରେ ଥିବା ଗାନ୍ଧୀ ସ୍ମୃତି ପୀଠ ଅବହେଳିତ । ଯେଉଁଦିନ ଗାନ୍ଧୀ ଜୟନ୍ତୀ ଆସେ ଏଠି ମନେ ପଡନ୍ତି ଗାନ୍ଧୀ । ଏହି ଗ୍ରାମକୁ ଗାନ୍ଧୀ ୧୯୩୪...

ଲଗାଣ ବର୍ଷାରେ ଗେଙ୍ଗୁଟି ନଦୀରେ ୨୦୦ ଫୁଟର ଫାଟ

ଭଦ୍ରକ: ଲଘୁଚାପ ଜନିତ ଲଗାଣ ବର୍ଷାରେ ସ୍ଥିତି ବେହାଲ ହୋଇପଡିଛି । ବିଭିନ୍ନ ସ୍ଥାନରେ ବର୍ଷା ଯୋଗୁ ଆଣ୍ଠିଏ ପାଣି ଜମି ରହିଛି । କିଛି ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଯାଇଥିବା ବେଳେ ଆଉ କିଛି ସ୍ଥାନରେ ନଦୀ ପାଣି...

ଭଦ୍ରକର ୫ଟି ପଞ୍ଚାୟତ କଣ୍ଟେନମେଣ୍ଟ୍ ଜୋନ୍ ଭାବେ ଘୋଷିତ

ଭଦ୍ରକ: ଭଦ୍ରକରେ ୫ଟି ନୂଆ କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ୫ଟି ଗ୍ରାମ ପଞ୍ଚାୟତକୁ ସିଲ୍ କରିଦେବା ସହିତ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଭାବେ ଘୋଷିତ କରିଛନ୍ତି । Containment Zones notified by District Administration Bhadrak. https://t.co/HfWIT4nYrr...

ଭଦ୍ରକ ସହର ସମ୍ପୂର୍ଣ୍ଣ ଲକ୍‌-ଡାଉନ୍‌; ଜନତା କର୍ଫ୍ୟୁ ଯୋଗୁଁ ରାସ୍ତାଘାଟ ଜନଶୂନ୍ୟ

ଭଦ୍ରକ: ସାରା ବିଶ୍ୱକୁ ଆତଙ୍କିତ ଅବସ୍ଥାରେ ରଖିଥିବା ମାରାତ୍ମକ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ଜନତା କର୍ଫ୍ୟୁ ଆହ୍ୱାନକୁ ସଫଳତାର ସହିତ ପାଳନ କରୁଛନ୍ତି ଭଦ୍ରକ ସହରବାସୀ । ଆଜି ଭଦ୍ରକ ସହରରେ ଏହି ଜନତା କର୍ଫ୍ୟୁ...

ଦୀର୍ଘ ୧୯ ବର୍ଷ ପରେ ଧରାପଡିଲା ଅଭିଯୁକ୍ତ : ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଉଦ୍ଦେଶ୍ୟରେ କରିଥିଲା ଏସିଡ୍ ମାଡ଼

ଭଦ୍ରକ:୧୯ ବର୍ଷ ପରେ ଗିରଫ ହେଲା ଏସିଡ ମାଡ଼ କରିଥିବା ଅଭିଯୁକ୍ତ । ଦୁଷ୍କର୍ମ ଉଦ୍ୟମ ପାଇଁ ଏସିଡ ମାଡ଼ କରାଯାଇଥିବା ଅଭିଯୋଗ ହୋଇଥିଲା । ଅଭିଯୁକ୍ତ ସୁବାସ ବେହେରାକୁ ଗିରଫ କରିଛି ଭଦ୍ରକ ଜିଲ୍ଲା ଧୂଷୁରୀ ପୋଲିସ । ସୂଚନାଅନୁସାରେ, ୨୦୦୨ ମସିହାରେ...

ସାହିତ୍ୟ