ରେଳ ଷ୍ଟେସନରୁ ଲୁଟେରା ଗିରଫ

ଭଦ୍ରକ:  ଭଦ୍ରକ ରେଳ ଷ୍ଟେସନରୁ ଗିରଫ ହେଲା ଜଣେ ଆନ୍ତଃରାଜ୍ୟ ମୋବାଇଲ୍ ଲୁଟେରା | ଗିରଫ ଅଭିଯୁକ୍ତ ଠାରୁ ୯ଟି ନାମିଦାମୀ ମୋବାଇଲ୍ ଫୋନ ଜବତ କରିଛି ରେଳବାଇ ସୁରକ୍ଷା ପୁଲିସ | ଭଦ୍ରକ ରେଳ ଷ୍ଟେସନରେ ଜଣେ ଯୁବକ ସନ୍ଦେହ ଜନକ...

ଗାଁରେ ଦନ୍ତା ଆତଙ୍କ

ଭଦ୍ରକ : ଗାଁରେ ଦନ୍ତା ଆତଙ୍କ । ଭଦ୍ରକ ଜିଲ୍ଲାର ବିଭିନ୍ନ ଗାଁ ଗୁଡିକରେ ହାତୀ ପଶି ଆତଙ୍କ ଖେଳାଇଛି । ଆଉ ହାତୀ ଭୟରେ ଲୋକେ ତାଟି କବାଟ ପକାଇ ରହିଛନ୍ତି । ଦିନ ଦିପହରରେ ବି ହାତୀ ଆତଙ୍କ ଖେଳାଇଛିି...

କଟକଣା ଭିତରେ ଦେବଦମ୍ପତିଙ୍କ ବିବାହ ନୀତି

ଭଦ୍ରକ: ଆସନ୍ତାକାଲି ଦେବଦମ୍ପତିଙ୍କ ବିବାହ । ଧୁମଧାମରେ ନହେଲେ ବି କଟକଣା ଭିତରେ ପାରମ୍ପରିକ ରୀତିରେ ହେବ ବିବାହ । ଏନେଇ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ସମସ୍ତ ନୀତି ମାନ ଆରମ୍ଭ ହୋଇଯାଇଛି । ମଙ୍ଗଳପାଗ ପାଇଁ ବର ଓ କନ୍ୟା ପକ୍ଷ...

କ୍ଷୟକ୍ଷତି ଆକଳନ ପାଇଁ ଗାଁରେ ବୁଲିଲେ କେନ୍ଦ୍ରୀୟ ଟିମ୍

ଭଦ୍ରକ: ବାତ୍ୟା ଚାଲିଯାଇଛି । ଧୀରେ ଧୀରେ ସୁଧୁରୁଛି ଲୋକଙ୍କ ସ୍ଥିତି । ସେହିଭଳି ଭଦ୍ରକରେ ବହୁ କ୍ଷତି ହୋଇଥିବାବେଳେ ସେଠାରେ କ୍ଷୟକ୍ଷତି ଆକଳନ ପାଇଁ ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍ । ଭଦ୍ରକ ଜିଲ୍ଲାରେ ହୋଇଥିବା ବାତ୍ୟା କ୍ଷୟକ୍ଷତି ସାଙ୍ଗକୁ ଲୋକଙ୍କର ସ୍ଥିତି...

ବାବା ଆଖଣ୍ଡଳମଣିଙ୍କ ଗର୍ଭ ଗୃହରେ ଲହଡି ଭାଙ୍ଗୁଛି ପାଣି

ଭଦ୍ରକ: ବାତ୍ୟା ୟାସ୍ ଯୋଗୁ ପ୍ରବଳ ବର୍ଷା ଜାରି ରହିଛି । ବିଭିନ୍ନ ସ୍ଥାନରେ ବର୍ଷା ଯୋଗୁ ପାଣି ରହିଥିବା ବେଳେ ଆରମ୍ଭଗ ହୋଇଛି ଜଳ ନିସ୍କାସନ କାମ । ସେହିଭଳି ପୁର୍ଣ୍ଣିମା ଯୋଗୁ ଅଶାନ୍ତ ହୋଇପଡିଥିଲା ସମୁଦ୍ରା ଫଳରେ ଉଚ୍ଚ ଜୁଆର...

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ବାତ୍ୟାରେ ଜଣଙ୍କର ମୃତ୍ୟୁ, ଜଣେ ଗୁରୁତର

ଭୁବନେଶ୍ୱର: ବାତ୍ୟା ୟାସ୍ ପ୍ରଭାବରେ ପ୍ରବଳରୁ ପ୍ରବଳ ବର୍ଷା । ଧାମରା ଓ ଆଖପାଖ ଅଞ୍ଚଳ ଗୁଡିକରେ ବହୁ କ୍ଷୟକ୍ଷତି ହୋଇଯାଇଛି । ନିକଟରେ ଥିବା ଗାଁ ଗୁଡିକ ଅମରନଗର, ରବୀନ୍ଦ୍ର ନଗର, କାନାଳି ଓ ଚାନ୍ଦିନୀପାଳରେ ପ୍ରବଳ କ୍ଷୟକ୍ଷତି ହୋଇଛି ।...

ଲୋକଙ୍କ ସୁରକ୍ଷା ନେଇ ପ୍ରଶାସନ ପ୍ରସ୍ତୁତ ….

ଭୁବନେଶ୍ୱର: ମାଡ଼ି ଆସୁଛି ୟାସ୍‌ । ବାତ୍ୟାରେ ଉତ୍ତର ଉପକୂଳ ଓଡ଼ିଶା ବିଶେଷ ପ୍ରଭାବିତ ହେବାର ଆଶଙ୍କା ରହିଛି । ଧନଜୀବନ ସୁରକ୍ଷା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ବାତ୍ୟା ପାଇଁ ୧୩ ଗୋଟି ଜିଲ୍ଲାରେ ୬୮୯୧ଟି ଆଶ୍ରୟସ୍ଥଳୀ ପ୍ରସ୍ତୁତ ରହିଛି...

ବାବା ଆଖଣ୍ଡଳମଣିଙ୍କ ପୀଠରେ ଜାରି ହେବ ୧୪୪ ଧାରା

ଭଦ୍ରକ: ଭଦ୍ରକର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠରେ ଜାଗର ଯାତ୍ରାକୁ ନେଇ କଟକଣା ଲଗୁ କରାଯାଇଥିବା ଜଣାପଡ଼ିଛି । ଆରଡ଼ି ପୀଠରେ ୧୪୪ ଧାରା ଲାଗୁ କରାଯାଇଛି । ଜାଗର ଯାତ୍ରା ପାଇଁ ୧୦ ତାରିଖ ସକାଳ ୭ଟାରୁ ୧୨ ତାରିଖ...

ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ

ଭଦ୍ରକ: ଭଦ୍ରକ ଜିଲ୍ଲା ମାଳଦା ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି ଅଭିଯୋଗ । ଘଟଣାର ତଦନ୍ତ ପରେ ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକଙ୍କୁ ନିଲମ୍ବନ କରାଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ସମବାୟ ବିଭାଗ ନିଲମ୍ବନ କରିଥିବା...

ପୁନଃ ନିଯୁକ୍ତି ଦାବିରେ କମ୍ପ୍ୟୁଟର ଶିକ୍ଷକଙ୍କ ଶୋଭାଯାତ୍ରା, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର 

ଭଦ୍ରକ: ପୁନଃ ନିଯୁକ୍ତି ସହ ବିଭିନ୍ନ ଦାବି ନେଇ କମ୍ପ୍ୟୁଟର ଶିକ୍ଷକଙ୍କ ଶୋଭାଯାତ୍ରା । ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ । ଭଦ୍ରକ ଜିଲ୍ଲାରେ ୧୭୪ଟି ବିଦ୍ୟାଳୟର କମ୍ପ୍ୟୁଟର ଶିକ୍ଷକ ଓ ଶିକ୍ଷୟିତ୍ରୀ ସ୍ଥାୟୀ ନିଯୁକ୍ତି ଦାବି ନେଇ ବନ୍ତ ଛକ ନିକଟରୁ...

ସାହିତ୍ୟ