Latest Odisha News
Browsing Category

ଭୁବନେଶ୍ୱର

Bhubaneswar

ବିଜେପିର ପ୍ରଥମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା ପରେ ଦଳ ଭିତରେ ଅସନ୍ତୋଷର ନିଆଁ

ଭୁବନେଶ୍ବର: କୋଉଠି ବିରୋଧ ତ କେଉଁଠି ବିଦ୍ରୋହ l କେଉଁଠି ଚାପା ଗୁଞ୍ଜରଣ ତ କେଉଁଠି ଖୁଲମଖୁଲା ପ୍ରତିବାଦ l ଉପକୂଳରୁ ଉପାନ୍ତ, ଉତ୍ତରରୁ ପଶ୍ଚିମ-ଅନେକ ଜାଗାରେ ବିଜେପି ଘୋଷଣା କରିଥିବା ବିଧାନସଭା ପ୍ରାର୍ଥୀ ପାଇଁ ଅସନ୍ତୋଷ ହିଁ ଅସନ୍ତୋଷ l ଦଳ ଭିତରେ ଦଳ ପ୍ରତି ରଣହୁଙ୍କାର l ଆଉ କିଛି…

୨୪ ବର୍ଷ ନବୀନ ଶାସନରେ ଜନତା ମୌଳିକ ସୁବିଧାରୁ ବଞ୍ଚିତ: କଂଗ୍ରେସ

ଭୁବନେଶ୍ୱର: ନବୀନ ଶାସନରେ ଜନତା ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି । ୨୪ ବର୍ଷ ଶାସନ କଲାପରେ ମଧ୍ୟ ବିଜେଡ଼ି ସରକାର ଜନତାଙ୍କୁ ମୌଳିକ ସୁବିଧା ଦେବାରେ ବିଫଳ ହୋଇଛି ବୋଲି ବରିଷ୍ଠ କଂଗ୍ରେସ ନେତା ଶ୍ରୀ ପଞ୍ଚାନନ ଦାଶ ଅଭିଯୋଗ କରିଛନ୍ତି । ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ…

କେଉଁଠି ଛିଡୁନି ଟିକେଟ୍ ଅଙ୍କ?

ଭୁବନେଶ୍ବର: ଟିକେଟ୍ ଘୋଷଣାରେ ବିଳମ୍ବ, ଦ୍ୱନ୍ଦ୍ୱରେ ଆଶାୟୀ । କାହିଁକି ବାହାରୁନି ପ୍ରାର୍ଥୀ ତାଲିକା? ଟିକେଟd ଅଙ୍କକଷାରେ କେଉଁଠି କେଁ ? ବିଦ୍ରୋହୀ ଭୟରେ ଗଡୁଛି କି ତାରିଖ ପରେ ତାରିଖ? ସବୁଠି ମିଶ୍ରଣ, ଦଳରେ ନୂଆ ସମୀକରଣ । ଟିକେଟ୍ ଚୂଡାନ୍ତ ପାଇଁ ହେଉଛି କି ବାଧା? ସମୟ ଯେତିକି…

୨ ବିଧାୟକଙ୍କ ସଭ୍ୟପଦ ରଦ୍ଧ, ସଭ୍ୟପଦ ରଦ୍ଦ କଲେ ବାଚସ୍ପତି ପ୍ରମିଳା ମଲ୍ଲିକ

ଭୁବନେଶ୍ଵର: ଦୁଇ ବିଧାୟକଙ୍କ ସଭ୍ୟପଦ ରଦ୍ଦ । ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଦ ହୋଇଛି । ବିଧାନସଭା ବାଚସ୍ପତି ପ୍ରମିଳା ମଲ୍ଲିକ ଏହି ଦୁଇ ଜଣଙ୍କ ବିଧାୟକ ପଦକୁ ରଦ୍ଦ କରିଛନ୍ତି । ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ନିର୍ଦେଶାବଳୀ…

ପୁଣି ଅଶାନ୍ତ ପଦ୍ମକେଶରୀପୁର, ଫୁଟିଲା ବୋମା, ୨ ଆହତ

ଭୁବନେଶ୍ଵର: ପୁଣି ଅଶାନ୍ତ ପଦ୍ମକେଶରୀପୁର । କିଛି ଦିନର ବିରତି ପରେ ପୁଣି ଥରେ ପଦ୍ମକେଶରୀପୁରରେ ଅଶାନ୍ତି ଦେଖିବାକୁ ମିଳିଛି । ସୁଧ ଟଙ୍କା କାରବାରକୁ ନେଇ ପଦ୍ମକେଶରୀପୁରରେ ବୋମାମାଡ ହୋଇଛି । ବୋମାମାଡରେ ଗୋଟିଏ ପରିବାରର ୨ଜଣ ଆହତ ହୋଇଛନ୍ତି । ୨ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ…

ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ହାଲୁକା ବର୍ଷା

ଭୁବନେଶ୍ଵର: ପଶ୍ଚିମା ଝଡ ପ୍ରଭାବରେ ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗର ନିମ୍ନଚାପ ରେଖା ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ଲାଗିରହିଛି । ଟ୍ୱିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ଏଥିସହ ରାଜ୍ୟର ୧୪…

ନିର୍ବାଚନ ୨୦୨୪: ଷ୍ଟ୍ରଙ୍ଗରୁମରେ ପହଁଚିଲା ଇଭିଏମ ଓ ଭିଭିପ୍ୟାଟ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଆଉ ମାତ୍ର ଦିନ କେଇଟା ବାକି । ସେଥିପାଇଁ ଚଳଚଞ୍ଚଳ ସବୁ ରାଜ୍ୟ ସହ ରାଜନୈତିକ ଦଳ । ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ । ତେବେ ଚଳିତ ଏକକ ସାଧାରଣ ନିର୍ବାଚନକୁ ସ୍ୱଚ୍ଛ,ଅବାଧ ଓ ନିରପେକ୍ଷ କରିବା ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ…

ବିଜେଡିରେ ମିଶିଲେ ବଲାଙ୍ଗୀର ପୂର୍ବତନ ବିଜେପି ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ

ଭୁବନେଶ୍ଵର: ବିଜେଡିରେ ମିଶିଲେ ବଲାଙ୍ଗୀରର ପୂର୍ବତନ ବିଜେପି ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ । ସେ ବଲାଙ୍ଗୀର ଜିଲ୍ଲା ବିଜେପି ସଭାପତି ଥିବା ସହ ଜଣେ ଶିକ୍ଷାବିତ ମଧ୍ୟ । ସେ ଦୀର୍ଘ ୩୬ ବର୍ଷ ଧରି ବିଜେପିରେ ରହିଥିଲେ । ଦଳ ଅଣଦେଖା କରିବାରୁ ସେ ବିଜେପିର ପ୍ରାଥମିକ ସଦସ୍ଯ ପଦରୁ…

ବିଜେଡିରେ ମିଶିଲେ ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି

ଭୁବନେଶ୍ବର: ବିଜେଡିରେ ମିଶିଲେ ସୁନ୍ଦରଗଡ଼ ଜିଲ୍ଲା ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି । ସେ କଂଗ୍ରେସ ଛାଡି ବିଜେଡିରେ ମିଶିଛନ୍ତି । ୨୦୦୯ ରେ ସେ କଂଗ୍ରେସ ଟିକେଟରୁ ରଘୁନାଥପାଲୀ ବିଧାନସଭା ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ । ସେ ସୁନ୍ଦରଗଡ଼ ଛାତ୍ର ଓ ଯୁବ କଂଗ୍ରେସର ସଭାପତି ଭାବେ…

ଆଉ ଟାଟୁ କରିପାରିବେନି ପୋଲିସ କର୍ମଚାରୀ, ୧୫ ଦିନ ଭିତରେ ଲିଭାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଏଣିକି ଦେହରେ ଆଉ ଟାଟୁ କରିପାରିବେନି ପୋଲିସ ଅଧିକାରୀ । ଟାଟୁକୁ ନେଇ ଆସିଲା ନୂଆ ଗାଇଡଲାଇନ । ଦେହ ମୁହଁ ଓ ହାତରେ ଟାଟୁ କରିପାରିବେନି ସୁରକ୍ଷାବାନିନୀ ଓ ପୋଲିସ କର୍ମଚାରୀ । ଯେଉଁମାନେ ଏହି ଟାଟୁ କରିଛନ୍ତି ୧୫ ଦିନ ଭିତରେ ଲିଭାଇବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।…