Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଭି.କେ.ପାଣ୍ଡିଆନଙ୍କ ପାଇଁ ୭୪ ଜଣ ପୋଲିସ ନିୟୋଜିତ ପ୍ରସଙ୍ଗ: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବିପତ୍ର…

ଭୁବନେଶ୍ୱର: ବିଜୁ ଜନତା ଦଳର ଜଣେ ସାଧାରଣ କର୍ମୀ ଭିକେ ପାଣ୍ଡିଆନଙ୍କ ସୁରକ୍ଷା ଦାୟିତ୍ୱରେ ୭୪ଜଣ ପୋଲିସ କର୍ମଚାରୀ ନିୟୋଜିତ ହେବା ସମ୍ପର୍କରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ କଲା ବିଜେପି ପ୍ରତିନିଧିମଣ୍ଡଳୀ । ରାଜ୍ୟରେ ନିର୍ବାଚନ ଆଚରଣବିଧି ଲାଗୁ ହୋଇସାରିଥିବାବେଳେ ଅବାଧ,…

ବିଜେପିର ଡବଲ ଇଂଜିନ ସରକାର ଗଠନ ପାଇଁ ଓଡିଶାବାସୀ ମନ ସ୍ଥିର କରିଛନ୍ତି: ବିଜୟପାଲ୍ ସିଂହ ତୋମାର

ଭୁବନେଶ୍ୱର: ଅଙ୍କୁଠ ସମର୍ଥନ ଯୋଗାଇବା ପରେ ମଧ୍ୟ ଗଂଜାମବାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାରମ୍ବାର ପ୍ରତାରଣାର ଶିକାର ହୋଇଛନ୍ତି । ଜୀବନ ଜୀବିକା ପାଇଁ ବାହାର ରାଜ୍ୟକୁ ବାଧ୍ୟ ହୋଇ ଦାଦନ ଖଟିବା ପାଇଁ ଯାଉଛନ୍ତି । କୈାଣସି ପ୍ରକାରର ବିକାଶ ହେଉ ନାହିଁ, ବରଂ ଅସାଧୁ କର୍ମଚାରୀ,…

ବିଜେପିର ଶୃଙ୍ଖଳିତ କାର୍ଯ୍ୟକର୍ତା ଭାବେ କାର୍ଯ୍ୟ କରିବି: ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ୱର: ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ନିଜ ସମର୍ଥକଙ୍କ ସହ ଆଜି ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି । ଶ୍ରୀ ମିଶ୍ର କହିଛନ୍ତି ଯେ,ମୋଦିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇଛି । ଭାରତକୁ ସାରା ବିଶ୍ୱରେ ବିକାଶଶୀଳ କରିବା ପାଇଁ…

‘ଦଳର ସୁପ୍ରିମୋଙ୍କ ବିକାଶ ମୂଳକ କାମରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଲି’

ଭୁବନେଶ୍ବର: ଶଙ୍ଖ ଧରିଲେ କେ. ସୂର୍ଯ୍ୟ ରାଓ । ନିଜ ସମର୍ଥକଙ୍କ ସହ ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗଦେଇ ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ କେ ସୂର୍ଯ୍ୟ ରାଓ । ଏହି ସମୟରେ ସାଂସଦ ସସ୍ମିତ ପାତ୍ର ଓ ଗଜପତି ବିଜେଡି ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀ ନାୟକ ତାଙ୍କୁ…

ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ବର: ପଦ୍ମ ଧରିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଆଜି ସକାଳେ ବିଜେଡିରୁ ଇସ୍ତଫା ଦେଇଥିଲେ ପ୍ରିୟଦର୍ଶୀ ମିଶ୍ର । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି…

ବିଜେଡି ଛାଡିଲେ ସାଂସଦ ଅନୁଭବ ମହାନ୍ତି, ଦଳର ସୁପ୍ରିମୋଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର

ଭୁବନେଶ୍ବର: କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ ନେଇ ଚାଲିଥିବା ଚର୍ଚ୍ଚାର ଆଜି ଅବସାନ ଘଟିଛି । ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ ଙ୍କ ପରେ ବିଜେଡିକୁ ଅଲବିଦା କହିଛନ୍ତି ଅନୁଭବ । ସେ ଆଜି ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି ।…

କଂଗ୍ରେସକୁ ଶକ୍ତ ଧକ୍କା, ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ବର: କଂଗ୍ରେସକୁ ଶକ୍ତ ଝଟକା । ଦଳରୁ ଇସ୍ତଫା ଦେଲେ କଂଗ୍ରେସର ବରିଷ୍ଠ ନେତା ତଥା ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ସେ ଆଜି ପିସିସି ସଭାପତିଙ୍କ ନିକଟକୁ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି । ଚିରଞ୍ଜୀବ ହେଉଛନ୍ତି ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ୱର୍ଗତ…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ । ସେ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ବିଜେଡି ଛାଡ଼ିବା ପରେ ପ୍ରତିକ୍ରିୟା ରଖିଛନ୍ତି ଆକାଶ । ସେ…

ହୋଲିରେ ନୟାପଲ୍ଲୀ ବ୍ରିଟ୍ କଲୋନୀରେ ଆକ୍ରମଣ ଘଟଣା: ୮ ଜଣଙ୍କୁ ଗିରଫ

ଭୁବନେଶ୍ବର: ହୋଲି ଦିନ ନୟାପଲ୍ଲୀ ବ୍ରିଟ୍ କଲୋନୀରେ ଆତଙ୍କ ଖେଳାଇଥିବା କେବିଏନ୍ ଗ୍ୟାଙ୍ଗର ୮ ଜଣଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ କୁଶ ମୁଣ୍ଡା, ସୁଦର୍ଶନ, ରକି ନାୟକ, ରାଜକିଶୋର ଦିଗାଲ, ସୁମନ ପାତ୍ର, ସଞ୍ଜୟ କୁମାର ସାହୁ, ବିଭୁ ନାୟକ ଏମାନଙ୍କ…

ବିଜେଡି ଛାଡିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବିଜେପିରେ ମିଶିବା ନେଇ ଚର୍ଚ୍ଚା

ଭୁବନେଶ୍ବର: ବିଜେଡି ଛାଡିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି । ଦଳରେ ନିରନ୍ତର ଅବହେଳା ଅଭିଯୋଗ କରି ସେ ଇସ୍ତଫା ଦେଇଥିବା ଜଣାପଡିଛି । ପ୍ରିୟଦର୍ଶୀ ମିଶ୍ର ହେଉଛନ୍ତି ପୂର୍ବତନ…